• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଲଡା-ଜଳସରପୁର ମା’ହିଙ୍ଗୁଳା ଯଜ୍ଞାତ୍ସବ ଓ ସମ୍ବର୍ଦ୍ଧନା ସଭା

Proprietor Abhimanyu Maharana by Proprietor Abhimanyu Maharana
April 26, 2024
in ଓଡ଼ିଶା, ଯାଜପୁର, ହୋମ୍
0
ଆଲଡା-ଜଳସରପୁର ମା’ହିଙ୍ଗୁଳା ଯଜ୍ଞାତ୍ସବ ଓ ସମ୍ବର୍ଦ୍ଧନା ସଭା
Share on FacebookShare on TwitterWhatsapp

୨୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋରାଇ :->  କୋରାଇ ବ୍ଲକ ଅନ୍ତର୍ଗତ ଧନେଶ୍ଵର ପଂଚାୟତଅନ୍ତର୍ଗତ ଆଲଡା-ଜଳସରପୁର ଗ୍ରାମର ମା’ହିଙ୍ଗୁଳାଙ୍କ ୫୩ତମ ମହାଯଜ୍ଞାତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ୨୨ତାରିଖ ଠାରୁ ଅନୁଷ୍ଠିତ ଯଜ୍ଞ ଉତ୍ସବର ଆଜି ପୂର୍ଣ୍ଣାହୁତି ହୋଇଛି । ଅନୁଷ୍ଠିତ ପୂଜା ଉତ୍ସବରେ କୋରାଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ, ପିସିସି ଉପସଭାପତି ବନ୍ଦିତା ପରିଡା ଯୋଗଦେଇ ମାଆଙ୍କ ଆଶିଷ କାମାନ କରିଥିଲା ବେଳେ ଅଂଳଚବାସୀ ମଙ୍ଗଳ ବିଧାନ କରିଥିଲେ ।

ଏହି ଅବସରରେ ହିଙ୍ଗୁଳା କମିଟିର ସାଂସ୍କୃତିକ ପରିଷଦ ପକ୍ଷରୁ ସମ୍ବର୍ଦ୍ଧନା ସଭା ସଭାପତି କୈଳାଶଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିଲା । କୋଷାଧ୍ୟକ୍ଷ ମନୋଜ ଦାସଙ୍କ ସଂଚାଳନାରେ ମୁଖ୍ୟଅତିଥି ଭାବେ ଧନେଶ୍ଵର ପଂଚାୟତର ସରପଂଚ ଶ୍ୟାମସୁନ୍ଦର ମାଝୀ ଓ ସମ୍ମାନିତ ଅତିଥି ‌ ଭାବେ ସମିତିସଭ୍ୟ ରମେଶଚନ୍ଦ୍ର ମାଝୀ ଯୋଗଦେଇଥିଲେ। ଅନୁଷ୍ଠିତ ସଭାରେ ବିଶିଷ୍ଟଗୀତିକବି ନନ୍ଦକିଶୋର ସିଂହ, ବ୍ୟାସନଗର ସଂୟ ଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶିବଚରଣ ମାଝୀ,

ବିଶିଷ୍ଟ ଶିଶୁସାହିତ୍ୟିକ ଅଧ୍ୟାପକ ମଳୟ କୁମାର ମଲ୍ଲିକ ଓ ମା’ହିଙ୍ଗୁଳା ସ୍ଥାପକ ଅଙ୍କୁର ମଲିକଙ୍କ ନାତି ଫକୀର ମଲିକ ପ୍ରମୁଖଙ୍କୁ ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଓ ମାନପତ୍ର ଦେଇ ଅତିଥିଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା । ସଂପାଦକ ଶ୍ରୀକାନ୍ତ ରାଉତ ସ୍ବାଗତ ଭାଷଣ ଓ ମାନସ ରଞ୍ଜନ ରାଉତ ଅତିଥି ପରିଚୟ ପ୍ରଦାନ କରିଥିଲେ । ମୁରଲି ଧର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ମେଲୋଡ଼ି କାର୍ଯ୍ୟକର୍ମ ହୋଇଥିଲା ବେଳେ ରାତିରେ ଅପେରା ପାର୍ଟି ‘ରୟାଲ ଓଡ଼ିଶା’ ଦ୍ବାରା ନାଟକ ପରିବେଶଣ ହୋଇଥିଲା । କାର୍ଯ୍ୟକ୍ରମ ଅନୁଷ୍ଠାନର ସମସ୍ତ କର୍ମକର୍ତା ଓ ସଦସ୍ୟମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version