ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୨ ତମ ଜନ୍ମ ଜୟନ୍ତୀ

୨୬  ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୨ ତମ ଜନ୍ମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ବିଧାନସଭାର ସଚିବ ଶ୍ରୀ ଦାଶରଥି ଶତପଥୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଶ୍ରଦ୍ଧା ସୁମନ ଅର୍ପଣ କରୁଛନ୍ତି ।