• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିଲିକା ରାଜନୀତି : ବିଜେଡିରେ ମିଶିଲେ ପୂର୍ବତନ ସରପଞ୍ଚଙ୍କ ସହ ଶତାଧିକ ବିଜେପି କର୍ମି

Proprietor Abhimanyu Maharana by Proprietor Abhimanyu Maharana
April 26, 2024
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ଚିଲିକା ରାଜନୀତି : ବିଜେଡିରେ ମିଶିଲେ ପୂର୍ବତନ ସରପଞ୍ଚଙ୍କ ସହ ଶତାଧିକ ବିଜେପି କର୍ମି
Share on FacebookShare on TwitterWhatsapp

୨୬  ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା  :-> ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ବ୍ଲକ ନିମିକ୍ଷେତା ପଞ୍ଚାୟତର ତିନି ଥରର ବିଜେପି ସମର୍ଥିତ ପୂର୍ବତନ ସରପଞ୍ଚ ଅଞ୍ଜଳି ସ୍ବାଇଁଙ୍କ ସମେତ ଚାଷଙ୍ଗରା, ନିମାଇଁମଲ୍ଲ, ଓସ୍ତାପଲ୍ଲି,ବୀରପାଟଣା, ବେଲପଡ଼ା, ପରିଛାପଦରର ବିଜେପିର ବହୁ ଆଗଧାଡିର ନେତା ଓ କର୍ମୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।

ସମସ୍ତ କାର୍ଯ୍ୟକର୍ତାଙ୍କୁ ଚିଲିକା ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ ଦଳୀୟ ଉତ୍ତରୀୟ ଦେଇ ବିଜେଡି ପରିବାରକୁ ସ୍ୱାଗତ କରିଥିଲେ। ଉକ୍ତ ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ,ବିଜେଡି ଚିଲିକା ବ୍ଲକ ସଭାପତି ଦେବେନ୍ଦ୍ର ସାମନ୍ତସିଂହାର, ଜିଲ୍ଲା ପରିଷଦ ସଭ୍ୟା ମମତା ପାଇକରାୟ, ପୂର୍ବତନ ଚିଲିକା ବ୍ଲକ ଅଧ୍ୟକ୍ଷ ଉତ୍ପଳ ପାଇକରାୟ,

ଖୋର୍ଦ୍ଧା ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ମନୋଜ ପ୍ରଧାନ, ଚିଲିକା ବ୍ଲକ ମହିଳା ସଭାପତି ଅମ୍ରିତା ବେହେରା, ଚିଲିକା ବ୍ଲକ ବିଜୁ ଯୁବ ଜନତା ଦଳ ସଭାପତି ଆଲୋକ ନାୟକ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ପ୍ରଭାସ ସୁନ୍ଦରାୟ ପ୍ରମୁଖ ଉପସ୍ଥିତ ଥିଲେ। ନୂତନ କର୍ମକର୍ତ୍ତାଙ୍କ ଦଳରେ ସାମିଲ ନେଇ ଦଳୀୟ ସଂଗଠନ ଆହୁରି ମଜଭୁତ ହେବା ନେଇ ବିଧାୟକ ପାର୍ଥି ଶ୍ରୀ ସାହୁ କହିଛନ୍ତି ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version