• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ବାଚନ ପ୍ରଚାର ଓ ଖରା ର ଉଷ୍ଣତା ଭିତରେ ପଖାଳ ର ମଜ୍ଜା ନେଲେ ପାଣ୍ଡିଆନ

Proprietor Abhimanyu Maharana by Proprietor Abhimanyu Maharana
April 27, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ନିର୍ବାଚନ ପ୍ରଚାର ଓ ଖରା ର ଉଷ୍ଣତା ଭିତରେ ପଖାଳ ର ମଜ୍ଜା ନେଲେ ପାଣ୍ଡିଆନ
Share on FacebookShare on TwitterWhatsapp

୨୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାର ର ଉଷ୍ଣତା ମଧ୍ୟରେ ପଖାଳ ର ମଜ୍ଜା ନେଇଛନ୍ତି 5T ଅଧକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ. ସାଥିରେ ଥିଲେ India Today TV ର ବରିଷ୍ଠ ସାମ୍ବାଦିକ ଶ୍ରୀ ରାହୁଲ କନୱାଲ. କଲାହାଣ୍ଡି ର ଜୁନାଗଡ଼ରୁ ନିର୍ବାଚନ ପ୍ରଚାର ସାରି ଦାସପୁର ରାସ୍ତା କଡ଼ ଜଙ୍ଗଲ ରେ ଦିନ ପ୍ରାୟ ତିନିଟା ବେଳକୁ ମଧ୍ୟାହ୍ନ ଭୋଜନ କରିଥିଲେ କାର୍ତ୍ତିକ ପାଣ୍ଡିଆନ .ସାଥୀ ରେ ଥିଲେ ପ୍ରଚାର cover କରିବାକୁ ଆସିଥିବା India Today TV National channel ର ବରିଷ୍ଠ ସାମ୍ବାଦିକ ରାହୁଲ କନୱାଲ. ମଧ୍ୟାହ୍ନ ଭୋଜନ ମେନୁ ଥିଲା ଖରା ଦିନର ଖାଣ୍ଟି ଓଡ଼ିଆ ଖାଦ୍ୟ ପଖାଳ. କଂସା ପାତ୍ରରେ ପଖାଳ ସାଙ୍ଗକୁ ଶାଗ ବଡି ଚୁରା ଭେଣ୍ଡି ଭଜା ଆଳୁ ଭରତା ଆଉ ଦହି. ର ମଜ୍ଜା ନେଇ ଥିଲେ ଦୁଇ ଜଣ .ସମ୍ପୂର୍ଣ ନିରାମିଷ ଖାଦ୍ୟ. ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ପାଣ୍ଡିଆନ ବାବୁଙ୍କ ର ଖୁବ ପସନ୍ଦ. ଆମ ମୁଖ୍ୟମନ୍ତ୍ରୀଙ୍କ ର ମଧ୍ୟ ବହୁତ ପ୍ରିୟ ପଖାଳ. ପଖାଳ ର ଉପକାରିତା ଓ ପ୍ରସ୍ତୁତି ବିଷୟରେ ରାହୁଲ ଙ୍କୁ ବୁଝାଇବା ସହ ଓଡ଼ିଆ ଙ୍କ ର ଏହି ସାଧାରଣ ତଥା ହିତାକାରୀ ଖାଦ୍ୟ ମୁଖ୍ୟମନ୍ତ୍ରୀ କିପରି ତାଙ୍କ ଅତିଥି ମାନଙ୍କୁ ପରଷି ଥାନ୍ତି ସେ ବିଷୟରେ ଶ୍ରୀ ପାଣ୍ଡିଆନ ଖାଇବାବେଳେ କହିଥିଲେ ପରେ ଉଭୟ ଲାଞ୍ଜିଗଡ଼ ସଭା ପାଇଁ ବାହାରିଯାଇଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

October 11, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

October 11, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version