• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବରଗଡ଼ ଜିଲ୍ଲା ର ବିଭିନ୍ନ ସ୍ଥାନରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା ।

Proprietor Abhimanyu Maharana by Proprietor Abhimanyu Maharana
August 3, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବରଗଡ଼ ଜିଲ୍ଲା ର ବିଭିନ୍ନ ସ୍ଥାନରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୩ ଅଗଷ୍ଟ ସୋମବାର ) ବରଗଡ଼ :- ବରଗଡ଼ ଜିଲ୍ଲା ର ବିଭିନ୍ନ ସ୍ଥାନରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା। କବି ଗଙ୍ଗାଧର ମେହେରଙ୍କ ଜନ୍ମ ସ୍ଥାନ ବରପାଲି ଠାରେ ଅନୁଷ୍ଠିତ ଉତ୍ସବରେ ଅତିଥି ମାନେ କବିଙ୍କ ପ୍ରତି ମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୂମନ ଅର୍ପଣ କରିଥିଲେ । ସେଠାରେ ଏକ ସ୍ମରଣୀକାକୁ ଉପସ୍ଥିତ ଭଦ୍ର ମଣ୍ଡଳୀ ଉନ୍ମୋଚନ କରିଥିଲେ। ଏଥିରେ କବିଙ୍କ ପୈ । ପୁତ୍ର ମହେନ୍ଦ୍ର କୁମାର ମେହେର, ନିରଞ୍ଜନ ମେହେର, ଡଃ ସୁକମୁନି ମେହେର, ଡାକ୍ତର ସୁବଲ ମାଝୀ, ରମାକାନ୍ତ ତ୍ରୀପାଠୀ, ବିରେନ୍ଦ୍ର ନାଗ ପ୍ରମୁଖ ଉପସ୍ଥିତ ଥିଲେ ।

କବି ଙ୍କ କର୍ମ ଭୂମି ବିଜେପୁର ଠାରେ ମଧ୍ୟ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା । ବରପାଲି ମେହେର ସମାଜ ପକ୍ଷରୁ ମଧ୍ୟ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା । ସମାଜ ପକ୍ଷରୁ ସୁରେନ୍ଦ୍ର ମେହେର ଓ ସଭ୍ୟ ସଭ୍ୟତା ମାନେ ଉପସ୍ଥିତ ଥିଲେ । କବି ଖଗେଶ୍ବର ସେଠ ସାହିତ୍ୟ ଓ କଳା ପରିଷଦ ଆନୁକୁଲ୍ୟରେ ଅନ୍ ଲାଇନ୍ ମାଧ୍ୟମରେ ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା । ଏଥିରେ ଅତିଥି ଭାବେ ପଦ୍ମପୁର ଉପଖଣ୍ଡ ସବ କଲେକ୍ଟର ଯୋଗ ଦେଇଥିଲେ । (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

This Diwali, the Bonus Came With a Front Door : Odisha Real Estate Firm Gifts 2BHK Home to  Employee of 25 Years

ଦୀପାବଳିରେ କର୍ମଚାରୀଙ୍କୁ ନିଆରା ବୋନସ୍‌ : ୨୫ ବର୍ଷର ସେବା ପାଇଁ ମିଳିଲା ୨ ବିଏଚକେ ଘର

November 11, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

ଶରଧାବାଲି ମୁକ୍ତାକାଶ ରଙ୍ଗମଞ୍ଚ ରେ ୫୯ତମ କୁମାର ଉତ୍ସବ ‎ଉଦ୍‌ଘାଟିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

This Diwali, the Bonus Came With a Front Door : Odisha Real Estate Firm Gifts 2BHK Home to  Employee of 25 Years

ଦୀପାବଳିରେ କର୍ମଚାରୀଙ୍କୁ ନିଆରା ବୋନସ୍‌ : ୨୫ ବର୍ଷର ସେବା ପାଇଁ ମିଳିଲା ୨ ବିଏଚକେ ଘର

November 11, 2026
This Diwali, the Bonus Came With a Front Door : Odisha Real Estate Firm Gifts 2BHK Home to  Employee of 25 Years

This Diwali, the Bonus Came With a Front Door : Odisha Real Estate Firm Gifts 2BHK Home to Employee of 25 Years

November 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version