• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୁଢୀ ମାଙ୍କ ନୂତନ ମନ୍ଦିର ଓ ପ୍ରତିଷ୍ଠା ଉତ୍ସବ ଓ କଳସ ଶୋଭାଯାତ୍ରା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 28, 2024
in ଓଡ଼ିଶା, ପୁରୀ, ହୋମ୍
0
ବୁଢୀ ମାଙ୍କ ନୂତନ ମନ୍ଦିର ଓ ପ୍ରତିଷ୍ଠା ଉତ୍ସବ ଓ କଳସ ଶୋଭାଯାତ୍ରା ଅନୁଷ୍ଠିତ
Share on FacebookShare on TwitterWhatsapp

୨୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ନରେନ୍ଦ୍ର କୋଣ ସ୍ଥିତ ଶକ୍ତି ବିହାର ମା ବୁଢୀମା ନାଗା କମିଟି ପକ୍ଷରୁ ମା ବୁଢୀମାଙ୍କ ନୂତନ ମନ୍ଦିର ଓ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଶ୍ବର କଲ୍ଯାଣ, ମାନବର ସଦଗତି ଅଜ୍ଞାନରୁ ଜ୍ଞାନର ଆଲୋକ ପ୍ରାପ୍ତି ପାଇଁ ସ୍ଥାନୀୟ ବାସିନ୍ଦା ମାନେ ଏହି ମନ୍ଦିର ନିର୍ମାଣ କରିଛନ୍ତି । ମା ବୁଢୀମା ସତୁରି ବର୍ଷ ଧରି ସାହାଡା ଗଛ ମୂଳରେ ପୂଜା ପାଉଥିଲେ । ମାଙ୍କ କରୁଣାରୁ ନୂତନ ମନ୍ଦିର ନିର୍ମାଣ ପରେ ମାଙ୍କ ମୁଖ ସ୍ଥାପନ ସହ ଅନ୍ଯାନ୍ଯ ନୀତି ଅନୁଷ୍ଠିତ ହୋଇଯାଇଛି । ବୈଦିକ ବିଧି ବିଧାନ ଅନୁସାରେ କଳସ ଶୋଭାଯାତ୍ରା କରାଯାଇଥିଲା ।

ନରେନ୍ଦ୍ର ପୁଷ୍କରିଣୀରୁ କଳସରେ ପାଣି ଭର୍ତ୍ତି କରି ଦୁଇଶହରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ ଏହି ଶୋଭାଯାତ୍ରାରେ ବାଜା ଘଣ୍ଟ ଓ କାହାଳୀ ସହ ମାଙ୍କ ମନ୍ଦିରରେ ପାରମ୍ପରିକ ନୀତିରେ ପହଞ୍ଚିଥିଲେ । ଏହି ଶୋଭାଯାତ୍ରାରେ ବାଜା ଘଣ୍ଟ ଓ ମୃଦଙ୍ଗ ଧ୍ବନୀରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ଯଜ୍ଞ ପାଇଁ ୨୬ ତାରିଖରେ ଅଙ୍କୁରାରୋପଣ ଅନୁଷ୍ଠିତ ହୋଇଥିଲା । ୨୭ ତାରିଖରେ ଠାକୁରଙ୍କ ସ୍ନାନ ଓ ଜଳଯାତ୍ରା, ଦେବୀଙ୍କ ସ୍ନାନ ଓ ବିଶ୍ରାମ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଷ୍ଠା ଉତ୍ସବ ଯଜ୍ଞରେ କର୍ତ୍ତା ଭାବେ ରାଜକିଶୋର ସିଂହ ଓ କର୍ତ୍ତି ଭାବେ ରାଜଶ୍ରୀ ସିଂହ ଉପସ୍ଥିତ ରହି ସମ୍ପାଦନ କରିଥିଲେ ।

କମିଟିର ସଭାପତି ବାବୁଲି ପ୍ରଧାନ, ଉପସଭାପତି ହୁକୁନା ଦାସ,ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ସାହୁ, ସହ ସମ୍ପାଦକ ବାବୁନା ଦାସ, କୋଷାଧ୍ଯକ୍ଷ ଏମଡି ରଫିପ ପ୍ରମୁଖ ଏହି ଧାର୍ମିକ କାର୍ଯ୍ୟକୁ ପରିଚାଳନା କରୁଛନ୍ତି । ବିରଞ୍ଚିନାରାୟଣ ଦାସ,ବଳରାମ ଦାସଙ୍କ ସମେତ କମିଟିର ବହୁ ସଦସ୍ୟ ମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଆସନ୍ତା ୨୮ ତାରିଖ ରବିବାରରେ ଯଜ୍ଞ କାର୍ଯ୍ୟ,ଦେବାଦେବୀଙ୍କ ପୂଜନ, ଘୃତ ଆହୁତି,ସଂଧ୍ଯା ନ୍ଯାସ ଓ ବିଶ୍ରାମ ନୀତି ଅନୁଷ୍ଠିତ ହେବ । ୨୯ ସୋମବାରରେ ନ୍ଯାସ,ଦେବୀ ଯଜ୍ଞ ମଣ୍ଡପରେ ବିଜେ ଓ ଚଣ୍ଡୀପୀଠ ସହ ଆହୁତି ପ୍ରଦାନ କରାଯିବ । ଏଥିସହିତ ନଗର ବିଜେ ଓ ମନ୍ଦିରରେ ମା ବିଜେ କରିବେ । ୩୦ ତାରିଖ ମଙ୍ଗଳବାରରେ ସୂର୍ଯ୍ୟ ପୂଜା, ଗୀତାପାଠ, ବଡସିଂହାର ବେଶ, ଓ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କମିଟିର କର୍ମକର୍ତ୍ତା ମାନେ ସୂଚନା ପ୍ରଦାନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026
ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

August 12, 2026
ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version