• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନାରୁ ବିଜେଡି ଓ ବିଜେପି ପ୍ରାର୍ଥୀ ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲ କଲେ

Proprietor Abhimanyu Maharana by Proprietor Abhimanyu Maharana
April 28, 2024
in ଓଡ଼ିଶା, ଗଜପତି, ହୋମ୍
0
ମୋହନାରୁ ବିଜେଡି ଓ ବିଜେପି ପ୍ରାର୍ଥୀ ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲ କଲେ
Share on FacebookShare on TwitterWhatsapp

୨୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରୀ :-> ଗଜପତି ଜିଲ୍ଲାର ୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ମେ ମାସ ୧୩ ତାରିଖ ଦିନ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲର ଆଜି ମୋହନା ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଭାବେ ଅନ୍ତର୍ଯ୍ୟାମୀ ଗମାଙ୍ଗ ଓ ବିଜେପି ପ୍ରାର୍ଥୀ ଭାବେ ପ୍ରଶାନ୍ତ ମଲ୍ଲିକ ସେମାନଙ୍କ ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେହିଭଳି ମୋହନା(ସଂରକ୍ଷିତ) ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ବିଧାୟକ ପ୍ରାର୍ଥୀ ଭାବେ ନିଜର ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ରାଲିରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରିଟର୍ଣିଂ ଅଫିସର ତଥା ଏଡିଏମ ଶ୍ରୀ ବିରେନ୍ଦ୍ର କୁମାର ଦାସଙ୍କ ଠାରେ ସ୍ଵାଧୀନ ପ୍ରାର୍ଥୀ ଭାବେ ସତ୍ୟପାଠ ସହ ନିଜର ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।

ସେହିଭଳି ବିଜେପି ପ୍ରାର୍ଥୀ ମଧ୍ୟ ତାଙ୍କ ସମର୍ଥକ ମାନଙ୍କ ଗହଣରେ ଆସି ଏଡିଏମ ତଥା ରିଟର୍ଣିଂ ଅଫିସର ଠାରେ ସତ୍ୟପାଠ ସହ ନାମାଙ୍କନ ପତ୍ର ଦାଖଲ କରିଥିଲେ । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପ୍ରାର୍ଥୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ , ନିର୍ବାଚନରେ ବିଜୟୀ ହେଲେ କୃଷି , ଜଳସେଚନ ଓ ସମସ୍ୟା ଦିଗରେ ବିଶେଷ ଗୁରୁତ୍ବ ଦେବୀ ବୋଲି କହିଥିଲେ । ସେହିଭଳି ମୋହନା ବିଧାୟକ ବିଜେଡି ପ୍ରାର୍ଥୀ ଶ୍ରୀ ଅନ୍ତର୍ଯ୍ୟାମୀ ଗମାଙ୍ଗ ତାଙ୍କ ପ୍ରତିକ୍ରିୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିକାଶ ଧାରାକୁ ପ୍ରତ୍ୟେକଙ୍କ ଘରେ ଘରେ ପହଞ୍ଚାଇ ଆଶୀର୍ବାଦ ନେବୁ ।

ଲୋକଙ୍କ ଆଶା ଓ ଉନ୍ନତି ଦିଗରେ ସବୁବେଳେ ବ୍ରତୀ ହେବୁ ବୋଲି କହିଥିଲେ । ସେହିଭଳି ମୋହନା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲ କରିଥିବା ବିଜେପି ପ୍ରାର୍ଥୀ ଶ୍ରୀ ପ୍ରଶାନ୍ତ ମଲ୍ଲିକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ ,ଯଶସ୍ଵି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ବିକାଶଧାରା ଯୋଗୁଁ ଦେଶରେ ଅଛେଦିଁ ଆସିଛି , ତାକୁ ଆଧାର କରି ଲୋକଙ୍କ ଘରେ ଘରେ ଏହାର ପ୍ରଚାର୍ କରି ଆମେ ଲୋକଙ୍କ ନିକଟତର ହୋଇ ନିର୍ବାଚନ ବୈତରଣୀ ପାରି ହେବୁ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version