• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାମାଙ୍କନପତ୍ର ଦାଖଲ କଲେ : ରଣପୁର ବିଜେପି ପାର୍ଥୀନୀ – ସୁରମା ପାଢ଼ୀ

Proprietor Abhimanyu Maharana by Proprietor Abhimanyu Maharana
May 1, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ନାମାଙ୍କନପତ୍ର ଦାଖଲ କଲେ : ରଣପୁର ବିଜେପି ପାର୍ଥୀନୀ – ସୁରମା ପାଢ଼ୀ
Share on FacebookShare on TwitterWhatsapp

୦୧ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :->  ବିରାଟ ଶୋଭାଯାତ୍ରା, ନାଚ, ଆତସବାଜୀ ଓ ଜିନ୍ଦାବାଦ ନାରା ମଧ୍ୟରେ ଆଜି ରଣପୁର ବିଧାୟିକା ବିଜେପି ପ୍ରାର୍ଥୀନୀ ଶ୍ରୀମତୀ ସୁରମା ପାଢ଼ୀ ନିଜ ନାମାଙ୍କନପତ୍ର ଦାଖଲ କରିଛନ୍ତି। ୫ହଜାରରୁ ଊର୍ଦ୍ଧ୍ବ ସମର୍ଥକଙ୍କ ଗହଣରେ ନିଜ ସମର୍ଥକଙ୍କ ସହ ବୁଧବାର ଦିବା ୯ ଘଂଟିକାରେ ରଣପୁର ଅଧିଷ୍ଠାତ୍ରୀ ଦେବି ମା, ମାଣିନାଗଙ୍କୁ ପୂଜାର୍ଚନା କରି ରଣପୁର ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ପୁରୀ ବିଜେପି ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ଏକ ବିଶାଳ ରୋଡ଼ସୋ ମାଧ୍ୟମରେ ସରଣକୁଳ ଅଭିମୁଖେ ବାହାରିଥିଲେ |ସରଣକୁଳ ରେ ଲଡ଼ୁବାବାଙ୍କ ଆଶୀର୍ବାଦ ଭିକ୍ଷାକରି ନିଜ କର୍ମୀଙ୍କ ସହ ଗନ୍ତବ୍ୟସ୍ଥଳ ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରି ନୟାଗଡ ବିଜେପି ବିଧାୟିକା ପ୍ରାଥୀ ପ୍ରତ୍ୟୁଷା ରାଜେଶ୍ୱରୀଙ୍କ ସହ ଏକ ବିଶାଳ ପଦଯାତ୍ରାରେ ଆସିଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳଙ୍କ ନିକଟରେ ଆଜି ଗୋଟିଏ ସେଟ୍ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସୁରମା । ଏହା ପରେ ନିଜ ପ୍ରତିକ୍ରୀୟାରେ ସୁରମା କହିଛନ୍ତି, ରଣପୁର ନିର୍ବାଚନମଣ୍ଡଳୀର ସର୍ବାଙ୍ଗୀନ ବିକାଶ ସହ ଅପରାଧ,ଦୁର୍ନିତୀ ଓ ଭୟ ମୁକ୍ତ ସମାଜ ଗଠନ କରିବା ତାଙ୍କ ପ୍ରାଥମିକ ଲକ୍ଷ୍ୟ ରହିଛି । ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ତଥା ଅଞ୍ଚଳ ଭିତ୍ତିକ ନିଯୁକ୍ତି ଦିଆଯିବ ବୋଲି କହିଥିଲେ | ସେହିପରି ପୁରୀ ସାଂସଦ ପାର୍ଥି ସମ୍ବିଦି ପାତ୍ର ନିଜ ବକ୍ତବ୍ୟରେ କହିଛନ୍ତି ବିଜେପି ଯଦି କ୍ଷମତାକୁ ଆସେ ତେବେ ୧୦୦ଦିନ ମାଧ୍ୟ୍ୟରେ ନୟାଗଡରେ ଚାଷୀ ମାନଙ୍କ ସ୍ୱାର୍ଥ ନିମନ୍ତେ ଏକ ଚିନିକଳ କରିବା ସହପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଥିବା ସମସ୍ତ ଯୋଜନାକୁ ଏହି ନିର୍ବାଚନମଣ୍ଡଳୀରେ କାର୍ଯ୍ୟକାରୀ କରିବା ଲକ୍ଷ୍ୟ ରହିଛି ବୋଲି କହିଥିଲେ। ସମସ୍ତେ ପରିବର୍ତ୍ତନ ଚାହୁଁଛନ୍ତି ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ରହିବା ପାଇଁ ଚାହୁଁଛନ୍ତି। ସମସ୍ତ ଆଶାୟୀ ଏକଜୁଟ୍ ହୋଇ ବିରୋଧୀଙ୍କ ସହ ଲଢ଼ି ବିଜେପି ପ୍ରାର୍ଥୀଙ୍କୁ ଜିତାଇବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version