• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କଟକଣା ସତ୍ୱେ ବଜାର ଭିଡ଼

Proprietor Abhimanyu Maharana by Proprietor Abhimanyu Maharana
August 3, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
କଟକଣା ସତ୍ୱେ ବଜାର ଭିଡ଼
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୩ ଅଗଷ୍ଟ ସୋମବାର ) ହିଞ୍ଜିଳିକାଟୁ :- ରାଜ୍ୟରେ ଗଞ୍ଜାମ ଜିଲ୍ଲା ସବୁଠାରୁ ଅଧିକ କରୋନା ପ୍ରବଣ । କରୋନା କଟକଣାକୁ ପ୍ରତିହିତ କରିବା ଲାଗି ଅଗଷ୍ଟ ମାସରେ ଅନଲକ-୩ କାର୍ଯ୍ୟକାରୀ କରାଯିବା ସହ କଟକଣାରେ ସାମାନ୍ୟ କୋହଳ କରାଯାଇଛି । ସପ୍ତାହର ଶେଷ ୨ଦିନ ଅର୍ଥାତ ଶନି ଓ ରବିବାର ସମ୍ପୁର୍ଣ୍ଣ ସହର ସଟଡ଼ାଉନ ରହିବ । ସୋମାବର ଠାରୁ ଅନଲକ-୩କୁ କାର୍ଯ୍ୟକାରୀ କରାଯାଇଥିବା ବେଳେ ପ୍ରଥମ ୨ଦିନ ଶନି ଓ ରବିବାର କିଛିଟା କଟକଣା କୋହଳ କରାଯାଇଥିଲା । ମାସର ପ୍ରଥମ ଦୁଇ ଦିନ ଅପରାହ୍ନ ୧ଘଂଂଟା ପର୍ଯ୍ୟନ୍ତ ଦୋକାନ ବଜାର କୋଲିବା ସକାଶେ ଅନୁମତି ପ୍ରଦାନ କରାଯାଇଥିବା ବେଳେ ସୋମବାର ଠାରୁ ଭୋର ୫ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାହା ଓ ପାନ ଦୋକାନ ବ୍ୟତିତ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲା ।

ସୋମବାର ରକ୍ଷାବନ୍ଧନ ଉତ୍ସବ ହୋଇଥବାରୁ ହିଞ୍ଜିଳିକାଟୁ ପୌରାଂଚଳର ରାଖି ଦୋକାନ, ମିଠା ଓ ଫଳ ଦୋକାନ ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଲାଗି ରହିଥିଲା । ସତେଯେମିତି ସାମାଜିକ ଦୂରତାକୁ ଲୋକେ ଭୁଲି ଯାଇଥିଲେ । ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ସହରବାସୀସର୍ତକତା ଅବଲମ୍ବନ କରିବା ପରିବର୍ତେ କୋଭିଡ଼ କଟକଣାକୁ ଅଣଦେଖା କରୁଥିବାର ଦେଖିବାକୁ ମିଳିଛି । ସୋମବାର ରକ୍ଷାବନ୍ଧନ ଥିବା ବେଳେ ମଙ୍ଗଳବାର ଶ୍ରାବଣ ମାସରେ ଆମିଷ ଖାଇବା ବର୍ଜନ କରିଥିବା ଲୋକେଛାଡ଼ଖାଇ ପାଳିବେ ।

ତେଣୁ ମଙ୍ଗଳବାର ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ଆମିଷ ବଜାର ଗୁଡ଼ିକରେ ଅତ୍ୟଧିକ ଭିଡ଼ ହେବା ଅଶାଙ୍କା ରହିଛି । ସେମାବାର ପୌରାଂଚଳର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ଗ୍ରାହକଙ୍କ ଅତ୍ୟଧିକ ଭିଡ଼ ସହ କୋଭିଡ଼ କଟକଣାକୁ ଅବମାନନା କରୁଥିବା ଦେଖିବାକୁ ମିଳିଥିଲା । ହିଞ୍ଜିଳି ପୁଲିସ ପ୍ରଶାସନ ପକ୍ଷରୁ ସହରର ୨ ପ୍ରବେଶ ପଥରେ ଯାନବାହାନ ଯାଂଚ କରାଯାଉଛି । ଲକଡ଼ାଉନ କଟକଣା ସମ୍ପର୍କରେ ପୁଲିସ ଓ ପୌର ପ୍ରଶାସନ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସହାୟତାରେ ଜନ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି ।

ଅଯଥାରେ ଭିଡ଼ ନଜମାଇବାକୁ ଅନୁରୋଧ କରାଯାଉଛି । ସବୁଠି ସାମାଜିକ ଦୂରତା ରଖିବା ସହ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତା ମୂଳକ କରାଯାଇଛି । କିନ୍ତୁ କେତେକ ଅମାନିଆ ଲୋକେ ମାସ୍କ ପିନ୍ଧୁନଥିବା ଓ ଅଯଥାରେ ବୁଲାବୁଲି କରୁଥିବାର ଦେଖିବାକକୁ ମିଳିଛି । ଏପରି ଅମାନିଆଙ୍କ ଠାରୁ ପୁଲିସ ପ୍ରଶାସନ ପକ୍ଷରୁ ଜୋରିମାନା ଆଦାୟ କରାଯାଉଛି ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ( ରିପୋର୍ଟ – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version