No Result
View All Result
୦୬ ଏପ୍ରିଲ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ ଗ୍ରାମର ଆରାଧ୍ୟ ଦେବୀ ମା ଗହୀର ବଘେଇ ପୀଠରେ ଝାମୁଯାତ୍ରା ଅନୁଷ୍ଠିତ ହୋଇଛି । ଏଥିରେ ଶୁଦ୍ଧପୁତ ଭାବରେ ପୋଖରୀରେ ସ୍ନାନ କରି ମାନସିକଧାରୀ ନିଆଁରେ ଚାଲିଥିଲେ। ଏହି କାର୍ଯ୍ୟକ୍ରମରେ ବିଜେଡ଼ି ବିଧାୟକ ପ୍ରାର୍ଥୀ ପ୍ରଦୀପ କୁମାର ସାହୁ ଯୋଗ ଦେଇ ମା’ଙ୍କ ଆର୍ଶୀବାଦ ଭିକ୍ଷା କରିଥିଲେ।
No Result
View All Result