• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭଗବତପାଦ ଆଦି ଶଙ୍କରାଚାର୍ୟ ଜୟନ୍ତୀ ଉତ୍ସବ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ଓ ଗୋବର୍ଦ୍ଧନ ପୀଠରେ ସମନ୍ଵୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 10, 2024
in ଓଡ଼ିଶା, ପୁରୀ, ହୋମ୍
0
ଭଗବତପାଦ ଆଦି ଶଙ୍କରାଚାର୍ୟ ଜୟନ୍ତୀ ଉତ୍ସବ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ଓ ଗୋବର୍ଦ୍ଧନ ପୀଠରେ ସମନ୍ଵୟ ବୈଠକ
Share on FacebookShare on TwitterWhatsapp

୦୯ ଏପ୍ରିଲ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->୯/୫ରିଖ ଶ୍ରୀମଦ୍ ଭଗବତପାଦ ଆଦି ଶଙ୍କରାଚାର୍ୟ ମହାଭାଗଙ୍କ ୨୫୩୧ତମ ଜନ୍ମଜୟନ୍ତୀ ଉତ୍ସବର ଅବ୍ୟବହିତ ପୂର୍ବରୁ ଏକ ସମନ୍ଵୟ ବୈଠକ ଉପ ଜିଲ୍ଲାପାଳ ଶ୍ରୀ ଗୋପିନାଥ କୁଅଁର ଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବ କିଭଳି ଶାନ୍ତି ଶୃଙ୍ଖଳାର ସହିତ ପାଳିତ ହେବା ସହ ନଗର ପରିକ୍ରମା ଶୋଭାଯାତ୍ରାରେ ଯେପରି କୌଣସି ବାଧାବିଘ୍ନ ନରହେ ସେଥିପାଇଁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି l ଏହି ବୈଠକରେ ଜିଲ୍ଲା ପୌର ଅଧିକାରୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ଟାଟା ପାୱାର, ୱାଟକୋ , ଅଗ୍ନିଶ୍ରମ ବାହିନୀ ଓ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସମେତ ଗୋବର୍ଦ୍ଧନ ପୀଠ ତରଫରୁ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ, ଶ୍ରୀ ଦେବାଶିଷ ମିଶ୍ର, ଶ୍ରୀ ସୂୟଶ କୁମାର, ଶ୍ରୀ ତନ୍ମୟ ଚାଟାର୍ଜୀ, ଶ୍ରୀ କୁମାର ଭୀମସେନ ଓ ରାଜ୍ୟ ଶଙ୍କର ଜୟନ୍ତୀ ସମାରୋହ ସମିତି ର ସମ୍ପାଦକ ଶ୍ରୀ ବିଶ୍ଵଶାନ୍ତି ତ୍ରିପାଠୀ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

March 18, 2026
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

March 18, 2026
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version