• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ନିର୍ବାଚନ : ଆଇଏଫ୍‌ଏସ୍ ବିନୟ ପ୍ରଧାନଙ୍କ ପରେ ଆଉ ଜଣେ ଦୁର୍ନୀତିଗ୍ରସ୍ତ ମହିଳା ଏପିଏସ୍‌ଙ୍କୁ ନେଇ ଚର୍ଚ୍ଚା

Proprietor Abhimanyu Maharana by Proprietor Abhimanyu Maharana
May 11, 2024
in ଓଡ଼ିଶା, ରାଜନୀତି, ସମ୍ବଲପୁର, ହୋମ୍
0
Share on FacebookShare on TwitterWhatsapp

୧୦ ଏପ୍ରିଲ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡିଶାର ସମ୍ବଲପୁର ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର ଅଭିଯାନରେ ସହଯୋଗ ଓ ପରିଚାଳନା କରୁଥିବା ଇଣ୍ଡିଆନ ଫରେନ ସର୍ଭିସେସ୍ (ଆଇଏଫ୍‌ଏସ୍‌) ଅଫିସର ବିନୟ ପ୍ରଧାନଙ୍କୁ ନେଇ ବିବାଦ ଥମିନଥିବା ବେଳେ ରାଜ୍ୟ ନିର୍ବାଚନରେ ଆଉ ଜଣେ ଦୁର୍ନୀତିଗ୍ରସ୍ତ ମହିଳା ଏପିଏସ୍ (ଆଡିସ୍‌ନାଲ ପର୍ସନାଲ ସେକ୍ରେଟାରୀ) ତୁଲିକା ସିଂହଙ୍କୁ ନେଇ ଚର୍ଚ୍ଚା ସରଗରମ ହୋଇଛି ।

ବିଜେଡି ସୂତ୍ରରୁ କୁହାଯାଇଛି ଯେ, ଏପିଏସ୍ ତୁଲିକା ସିଂହ ସମ୍ବଲପୁର ନିର୍ବାଚନ ମଣ୍ଡଳୀରେ ଗତ ଦୁଇ ମାସ ହେବ ପ୍ରଚାର କାର୍ଯ୍ୟରେ ସହଯୋଗ କରିଛନ୍ତି ଏବଂ ମନ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି । ବିଜେଡି ସୂତ୍ର ପକ୍ଷରୁ ଏହା ମଧ୍ୟ ଦାବି କରାଯାଇଛି ଯେ, ନିର୍ବାଚନ ଆଚରଣ ବିଧିର ଏକ ସ୍ପଷ୍ଟ ଉଲ୍ଲଂଘନ, କାରଣ ଏହି ଏପିଏସ୍ ଜଣଙ୍କ ଭାରତ ସରକାରଙ୍କ କର୍ମଚାରୀ ଅଟନ୍ତି ଓ ତାଙ୍କର ସେବାକୁ ଜଣେ ମନ୍ତ୍ରୀ ଉପଯୋଗ କରିପାରିବେ ନାହିଁ । ଏନେଇ ଖୁବ୍‌ଶୀଘ୍ର ମୁଖ୍ୟ ନିର୍ବାଚନ ଆୟୁକ୍ତଙ୍କ ନିକଟରେ ଏକ ଔପଚାରିକ ଅଭିଯୋଗ ଦାଖଲ କରାଯିବ ।

ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ ଯେ, ଏପିଏସ୍ ତୁଲିକା ସିଂହ କେବଳ କେନ୍ଦ୍ର ମନ୍ତ୍ରୀଙ୍କ ରାଜନୈତିକ ବ୍ୟାପାର ପରିଚାଳନା କରିବାରେ ନିଜ ବ୍ୟକ୍ତିଗତ କ୍ଷମତାକୁ ବ୍ୟବହାର କରୁନାହାନ୍ତି ବରଂ ନିଜସ୍ୱ ଲୋକ ସମ୍ପର୍କ (ପିଆର୍ ) ଓ ବ୍ରାଣ୍ଡିଙ୍ଗ ଏଜେନ୍ସିର ସେବାକୁ ମଧ୍ୟ ମନ୍ତ୍ରୀଙ୍କ ପ୍ରଚାର ଅଭିଯାନ ପାଇଁ ବ୍ୟବହାର କରୁଛନ୍ତି ଓ ତାଙ୍କର ସ୍ୱାମୀ ମଧ୍ୟ ତାଙ୍କ ସହ ଏଥିରେ ସହଯୋଗ କରୁଛନ୍ତି ।

ବିଜେଡିର ଏକ ପ୍ରମୁଖ ସୂତ୍ର ପକ୍ଷରୁ କୁହାଯାଇଛି ଯେ, ‘ଏହା କେବଳ ଆଦର୍ଶ ନିର୍ବାଚନ ଆଚରଣ ବିଧିର ଉଲ୍ଲଘଂନ ନୁହେଁ ବରଂ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତିର ପ୍ରସଙ୍ଗ ଅଟେ, କାରଣ ଆମେ ଜାଣିବାକୁ ପାଇଛୁ ଯେ, ତୁଲିକା ସିଂହଙ୍କ ପିଆର୍ ଏଜେନ୍ସିକୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଦ୍ୱାରା କୋଟି କୋଟି ଟଙ୍କାର ଅନେକ ପିଆର୍ ଓ ସୋସିଆଲ ମିଡିଆ କଂଟ୍ରାକ୍ଟ ଦିଆଯାଇଛି । ଏହି ଏଜେନ୍ସି ମିଛ ଖବର ପ୍ରଚାର କରିବା ସହିତ ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାୟକ ଓ ବିଜେଡିର ଅନ୍ୟ ପ୍ରମୁଖ ନେତାମାନଙ୍କ ପ୍ରତିଷ୍ଠାକୁ କ୍ଷତି ପହଂଚାଉଛି ଏବଂ ‘ଓଡିଆ ଅସ୍ମିତା’କୁ ମଳିନ କରୁଛି । ତେଣୁ ଆମେ ଏହି ଏଜେନ୍ସିର ଯାଂଚ କରିବା ପାଇଁ ଦାବି କରୁଛୁ ବୋଲି ବିଜେଡି ସୂତ୍ର ପକ୍ଷରୁ କୁହାଯାଇଛି ।’

ବିଜେଡି ସୂତ୍ରରୁ ଏହା ଦାବି କରାଯାଇଛି ଯେ, କାହିଁକି ଏଭଳି ଜଣେ ଦୁର୍ନୀତିଗ୍ରସ୍ତ ମହିଳା ଅଫିସରଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳୀରେ ନିୟୋଜିତ କରାଯାଇଛି ଏବଂ ଓଡିଶାର ଲୋକମାନଙ୍କ ଛବି ଓ ରାଜ୍ୟର ଛବିକୁ ଖରାପ କରିବା ପାଇଁ ବାହାରର ଏକ ଏଜେନ୍ସି ଦ୍ୱାରା ପ୍ରଚାର ଅଭିଯାନ ପରିଚାଳନା କରାଯାଉଛି, ସେ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଓଡିଶାର ଲୋକମାନଙ୍କ ନିକଟରେ ସ୍ପଷ୍ଟ କରିବା ଉଚିତ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version