• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ବାଚନର ସୁରକ୍ଷା ବ୍ୟବସ୍ଥା ଉପରେ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ ସାମ୍ବାଦିକ ସମ୍ମିଳନୀ – ୧୭ ହଜାର ପୁଲିସ୍ ଫୋର୍ସ ମୁତୟନ

Proprietor Abhimanyu Maharana by Proprietor Abhimanyu Maharana
May 12, 2024
in ଓଡ଼ିଶା, କଟକ, ମହାନଗର, ହୋମ୍
0
ନିର୍ବାଚନର ସୁରକ୍ଷା ବ୍ୟବସ୍ଥା ଉପରେ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ ସାମ୍ବାଦିକ ସମ୍ମିଳନୀ – ୧୭ ହଜାର ପୁଲିସ୍ ଫୋର୍ସ ମୁତୟନ
Share on FacebookShare on TwitterWhatsapp

୧୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ଵର :-> ନିର୍ବାଚନ ପାଇଁ ମୁତୟନ ରହିବେ ୧୭ ହଜାର ପୁଲିସ୍ , ଡିଜିପି ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ରହିଛି । ଏଥିଲାଗି ଆଜି ପୁଲିସ ସେବା ଭବନ ଠାରେ ନିର୍ବାଚନର ସୁରକ୍ଷା ବ୍ୟବସ୍ଥା ଉପରେ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ କହିଛନ୍ତି ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା କ୍ଷେତ୍ରରେ ସୁରକ୍ଷାକୁ ଗୁରୁତ୍ଵ ଦିଆଯାଇଛି । ୯ଟି ଜିଲ୍ଲାରେ ୬ ହଜାର ୨୮୨ ଲୋକେସନରେ ୭୨୯୮ ଟି ପୋଲିଂ ବୁଥ୍ ରହିଛି ।

ଏହା ମଧ୍ୟରେ ୫୩୭ଟି ମାଓ ପ୍ରଭାବିତ ଅଞ୍ଚଳରେ ପୋଲିଂ ବୁଥ୍ ଅଛି । କାଲିର ମତଦାନ ପାଇଁ ମୋଟ୍ ୧୭ ହଜାର ପୁଲିସ୍ ଫୋର୍ସ ମୁତୟନ ରହିବା ନେଇ ସୂଚନା ଦେଇଛନ୍ତି ଡିଜିପି । ୧୦୪ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ ଓ ୬୬ ପ୍ଲାଟୁନ୍ ଏସଏପି ଜଗିବେ । ୬୦୦ ମୋବାଇଲ ପାର୍ଟି ବିଭିନ୍ନ ବୁଥ୍ ତଦାରଖ କରିବେ । ଗୋଟିଏ ମୋବାଇଲ ପାର୍ଟି ୧୦ରୁ ୧୨ଟି ବୁଥ୍ ବୁଲି ରିପୋର୍ଟ ନେବେ । ନିର୍ବାଚନ ହେବାକୁ ଥିବା ୯ ଜିଲ୍ଲାକୁ ଲାଗି ୫୧ ଚେକପୋଷ୍ଟ ରହିଛି। ଆନ୍ଧ୍ର ଓ ଛତିଶଗଡକୁ ଲାଗିଥିବା ଏସବୁ ଚେକପୋଷ୍ଟରେ ସିସି ଟିଭି ରହିଛି ।

ନିର୍ବାଚନ କମିଶନଙ୍କ ନିର୍ଦେଶରେ ୨୧୦ଟି ଫ୍ଲାଇଂ ସ୍କ୍ଵାଡ୍, ୧୯୫ ସର୍ଭେଲାନ୍ସ ଟିମ୍ ମୁତୟନ ରହିବେ । ଭୋଟ୍ ସରିବା ପରେ ୧୫ଟି ଷ୍ଟ୍ରଙ୍ଗରୁମରେ ଇଭିଏମକୁ ସୁରକ୍ଷିତ ରଖାଯିବ । ଇଭିଏମ ଇନର ସର୍କଲ ଦାୟିତ୍ଵରେ ଅର୍ଦ୍ଧସାମରିକଏବଂ ଆଉଟର ସର୍କଲ ଦାୟିତ୍ଵରେ ଏସଏପି ରହିବେ । ନିର୍ବାଚନ ହେବାକୁ ଥିବା ୯ ଜିଲ୍ଲାରୁ ୬ଟି ଜିଲ୍ଲା ନକ୍ସଲ ପ୍ରଭାବିତ ଜିଲ୍ଲା । ତେଣୁ ପୋଲିଂ ପାର୍ଟିର ସୁରକ୍ଷା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଡିଜିପି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version