୧୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ବୋଲଗଡ ବ୍ଲକ ଅନ୍ତର୍ଗତ ଧଳାପଥର ଗ୍ରାମସ୍ଥିତ ଗୋଲେଇଛକ ଠାରେ ହନୁମାନ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି ।
ଏଥିରେ ପ୍ରଥମ ଦିନରେ ବୈଦିକ ରୀତିନୀତି ଅନୁସାରେ କଳସ ସ୍ଥାପନ ସହ ଅଙ୍କୁରାରୋପଣ ଅଧିବାସ ପୂର୍ବକ ଯଜ୍ଞକାର୍ଯ୍ୟ ସମ୍ପନ୍ନ ହୋଇଛି । ଏଥିରେ ବିଜେଡ଼ି ବିଧାୟକ ପ୍ରାର୍ଥି ପ୍ରଦୀପ କୁମାର ସାହୁ ଯୋଗ ଦେଇ ଉତ୍ସାହିତ କରିଥିଲେ ।














