• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର, ଉଦୟଗିରି ବ୍ଳକର ୫୯ଟି ବୁଥ୍ ମଧ୍ୟରୁ ୯ ବୁଥ୍ ମୋବାଇଲ୍ ନେଟ୍ଓ୍ବର୍କ ସୁବିଧା ନାହିଁ

Proprietor Abhimanyu Maharana by Proprietor Abhimanyu Maharana
May 13, 2024
in ଓଡ଼ିଶା, ଗଜପତି, ହୋମ୍
0
ଆର, ଉଦୟଗିରି ବ୍ଳକର ୫୯ଟି ବୁଥ୍ ମଧ୍ୟରୁ ୯ ବୁଥ୍ ମୋବାଇଲ୍ ନେଟ୍ଓ୍ବର୍କ ସୁବିଧା ନାହିଁ
Share on FacebookShare on TwitterWhatsapp

୧୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଆସନ୍ତା କାଲି ଗଜପତି ଜିଲ୍ଲାର ମୋହନା ଓ ପାରଳାଖେମଣ୍ଡି ବିଧାନସଭା ଏବଂ ଲୋକସଭା ଆସନ ନିମନ୍ତେ ଭୋଟଗ୍ରହଣ ହେବା ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ଆର,ଉଦୟଗିରି ବ୍ଳକର ସମୁଦାୟ ୫୯ଟି ବୁଥ ମଧ୍ୟରୁ କେବଳ ୬ଟି ସଂବେଦନଶୀଳ ଅଛି ଏଥିପାଇଁ ସ୍ଥାନୀୟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ସହ ସମସ୍ତ ପ୍ରସ୍ତୁତି ହୋଇଛି । ଅନ୍ୟପଟେ ବ୍ଳକର ମୋଟ ୫୯ ଟି ବୁଥ ମଧ୍ୟରୁ ୯ଟି ବୁଥ୍ ରେ ମୋବାଇଲ୍ ନେଟ୍ଓ୍ବର୍କ ନାହିଁ ।

ଏହି ନୋ- ନେଟଓ୍ବର୍କ ବୁଥ ଗୁଡିକ ହେଲା ପୁରୁଣାପାଣି ପ୍ରଥମିକ ବିଦ୍ୟାଳୟ, ତାଣ୍ଡିଗୁଡା, ସୁରେଇଖମାର, ବୁଦ୍ଧିଶୀଳ, ମୁନିସିଙ୍ଗ, ଖାରିପଦା, ବାମନପଦା ଉର୍ଚ ପ୍ରାଥମିକ ବିଦ୍ୟାଳୟ, ସୁଗାଡ ତଥା ସରକାରୀ ଉର୍ଚବିଦ୍ୟାଳୟ ସିଆଲିଲଟି । ଯଦ୍ବାରା ସମ୍ଭାବ୍ୟ ବୁଥ ଜବରଦଖଲ କିମ୍ବା ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଲେ ସମସ୍ୟା ହୋଇପାରେ । ତେବେ ଏଥିପାଇଁ ମଧ୍ୟ ଆର,ଉଦୟଗିରି ପୁଲିସ ପକ୍ଷରୁ ଭିଏଚ୍ଏଫ ସେଟ୍ ବ୍ୟବସ୍ଥା କରାଯାଉଛି । ଯଦି ସେମିତି କିଛି ପରିସ୍ଥିତି ଉପଜେ ତେବେ କରାଯାଉଛି । ଯଦି ସେମତି କିଛି ପରିସ୍ଥିତି ଉପୁଜେ ତେବେ ଭିଏଚ୍ଏଫ ଯୋଗେ ଯୋଗାଯୋଗ କରି ଆପାତକାଳୀନ ବ୍ୟବସ୍ଥା ବନ୍ଦୋବସ୍ତ କରିହେବ ବୋଲି କୁହାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version