• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଢେଙ୍କାନାଳରେ ଆଜି ୫୧ ପଜିଟିଭ୍ ଚିହ୍ନଟ , ୨୦ ସୁସ୍ଥ

Proprietor Abhimanyu Maharana by Proprietor Abhimanyu Maharana
August 4, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ଓଡ଼ିଶାରେ ୫,୫୬,୫୮୮ ଟି ନମୁନା  ପରୀକ୍ଷା କରାଯାଇଛି,୩୬,୨୯୭ ଜଣ ପଜିଟିଭ୍‌ ଚିହ୍ନଟ ,୨୧,୯୫୫ ଜଣ ସୁସ୍ଥ, ୨୦୭ ଜଣ  ମୃତ ହୋଇଛି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୦୪ ଅଗଷ୍ଟ ମଙ୍ଗଳବାର ) ଢେଙ୍କାନାଳ :- ଜିଲ୍ଲାରେ ଆଜି ଆଉ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଭୁବନ ଏନ୍ ଏ ସି ରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ସଂଘରୋଧ କେନ୍ଦ୍ରରୁ,୨ ଜଣ ଏସ୍ ସି ବି ହସ୍ପିଟାଲରୁ ଏବଂ ଅନ୍ୟ ୨୭ ଜଣ ପୂର୍ବରୁ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା କଣ୍ଟ୍ରାକ୍ଟ ଟ୍ରେସିଂଙ୍ଗ୍ ରୁ ଚିହ୍ନଟ ହୋଇଛନ୍ତି । ସେହିପରି କଙ୍କଡ଼ାହାଡ଼ ବ୍ଲକର କଙ୍କଡ଼ାହାଡ଼ ଗ୍ରାମରୁ ୭ ଜଣ, ଭୁବନ ବ୍ଲକ ଦିଘି,ଏକତାଳି,ମଠକରଗୋଳା ସଂଗରୋଧ କେନ୍ଦ୍ରରୁ ଜଣେ ଲେଖାଏଁ ଏବଂ ଜିରାଳରୁ ମଧ୍ୟ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କାମାକ୍ଷାନଗର NAC ରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ତିନି ଜଣ ବାହାର ରାଜ୍ୟରୁ ଆସି ହୋମ୍ କ୍ଵାରେଣ୍ଟାଇନରେ ଥିଲେ ।

ସେହିପରି ଗନ୍ଦିଆ ବ୍ଲକ ମନ୍ଦାରରୁ ୨ ଜଣ,ଖଣ୍ଡବନ୍ଧରୁ ୨ ଜଣ,ନିହଲପ୍ରସାଦରୁ ଜଣେ ଏବଂ ଆପୋଲୋ ହସ୍ପିଟାଲ ରେ ଦୀର୍ଘ ଆଠ ମାସ ଧରି କାର୍ଯ୍ୟ କରୁଥିବା ସଦର ବ୍ଲକ ନରଣପୁର ଗ୍ରାମର ଜଣେ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୫ ଜଣ, ହୋମ୍ କ୍ଵାରେଣ୍ଟାଇନରୁ ୩୮ଜଣ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଣ୍ଟିଜେନ୍ ଟେଷ୍ଟ୍ ଦ୍ବାରା ୫ ଜଣ ଏବଂ ଅନ୍ୟ ହସ୍ପିଟାଲରୁ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କୁ ଢେଙ୍କାନାଳ କୋଭିଡ୍ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ପଠାଇ ଦିଆଯାଇ ସେମାନେ ରହୁଥିବା ଗୃହ,ସଂଗରୋଧ କେନ୍ଦ୍ର ଓ ସଂଲଗ୍ନ ଅଞ୍ଚଳକୁ ବିଶୋଧନ କରାଯାଇଛି । ଜିଲ୍ଲାରେ ଆଉ ୨୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଆଜି ସୁଦ୍ଧା ଜିଲ୍ଲାରେ ୪୧୮କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୧୮୬ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି ଏବଂ ଅବଶିଷ୍ଟ ୨୩୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । (ରିପୋର୍ଟ -ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version