• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିବାହିତ ମହିଳାଙ୍କୁ ଦୁଷ୍କର୍ମ , ନ୍ୟାୟ ଅପେକ୍ଷାରେ ପିଡିତା

Proprietor Abhimanyu Maharana by Proprietor Abhimanyu Maharana
August 4, 2020
in Uncategorized, ଅପରାଧ, ଓଡ଼ିଶା, ହୋମ୍
0
ବିବାହିତ ମହିଳାଙ୍କୁ ଦୁଷ୍କର୍ମ , ନ୍ୟାୟ ଅପେକ୍ଷାରେ ପିଡିତା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୦୪ ଅଗଷ୍ଟ ମଙ୍ଗଳବାର ) କଳାହାଣ୍ଡି :- ଏକାନ୍ତରର ସୁଯୋଗ ନେଇ ଆସାମୀର ବର୍ବରତା । ବିବାହିତ ମହିଳାଙ୍କୁ ଜୋର ଜବରଦସ୍ତି ଦୁଷ୍କର୍ମ । ନ୍ୟାୟ ଅପେକ୍ଷାରେ ଚାହିଁ ରହିଛନ୍ତି ପିଡୀତା । ଏପରି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲାର ନର୍ଲା ବ୍ଲକ ଅନ୍ତର୍ଗତ ବୁଦେଲଗୁମା ଗ୍ରାମରେ । ଲିଖିତ ଅଭିଯୋଗ କ୍ରମେ ବୁଦେଲଗୁମା ଗ୍ରାମର ଜଣେ ବିବାହିତ ମହିଳାଙ୍କ ସ୍ୱ।ମୀ ଦାଦନରେ ରାଜ୍ୟ ବାହାରେ ଥିବା ଓ ମହିଳା ଜଣକ ଏକୁଟିଆ ରହୁଥିବାର ସୁଯୋଗ ନେଇ ଗତ ୨୩ ଜୁଲାଇ ରାତିରେ ଉକ୍ତ ଗ୍ରାମର ଯୁବକ ପ୍ରେମାନନ୍ଦ ନାଏକ (୨୫)

ମହିଳାଙ୍କୁ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ପୀଡ଼ିତା ଜଣକ ନର୍ଲା ଥାନାରେ ଅଭିଯୋଗ କରିଛନ୍ତି । ଏ ନେଇ ମହିଳା ଜଣକ ଗତ ୨୭ ଜୁଲାଇରେ ଥାନାରେ ଲିଖିତ ଅଭିଯୋଗ ପରେ ନର୍ଲା ପୋଲିସ କେସ ନଂ ୧୨୬/୨୦୨୦ ଓ ଦଫା ୩୭୬,୪୫୭,୫୦୬ ଅନୁସାରେ ଅଭିଯୁକ୍ତଙ୍କୁ ଖୋଜୁଥିବା ଜଣାପଡିଛି । ଏଣେ ଅଭିଯୁକ୍ତ ବେଫିକରରେ ବୁଲୁଥିବା ଅଭିଯୋଗ କରି ମହିଳା ଜଣକ ନ୍ୟାୟ ନ ପାଇଲେ ଆତ୍ମହତ୍ୟା କରିବି ବୋଲି ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି ।
(ରିପୋର୍ଟ-ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

May 16, 2026
ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

May 16, 2026
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

May 16, 2026
ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version