• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୬୮ତମ ରେଳ ସପ୍ତାହ ପୁରସ୍କାର ବିତରଣ ଉତ୍ସବ-“ରେଳ ସେବା ପୁରସ୍କାର-୨୦୨୩”ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
May 18, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
खोरधारोड मंडल द्वारा ६८वां रेल सप्ताह पुरस्कार समारोह-“रेल सेवा पुरस्कार”-२०२३. ६५रेलवे कर्मचारियों को रेल सेवा पुरस्कार-२०२३से सम्मानित किया गया
Share on FacebookShare on TwitterWhatsapp

୧୮ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ  :->  ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ରେତଙ୍ଗ କଲୋନୀ ରେଲୱେ କଲ୍ୟାଣ ମଣ୍ଡପ ଠାରେ ୬୮ ତମ ରେଳ ସପ୍ତାହ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ, “ରେଳ ସେବା ପୁରସ୍କାର–୨୦୨୩”ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍ ଏସ ବାଜୱା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଅପରେସନ୍) ଶ୍ରୀ କଲ୍ୟାଣ ପଟ୍ଟନାୟକ ଏବଂ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନ୍ଫ୍ରା) ଶ୍ରୀ ଶୁଭ୍ର ଜ୍ୟୋତି ମଣ୍ଡଳ ଏହି ଉତ୍ସବରେ ଆସନ ଅଳଙ୍କୃତ କରିଥିଲେ।ଏହି ଅବସରରେ ଶ୍ରୀ ଏଚ୍ ଏସ ବାଜୱା ନିଜ ଅଭିଭାଷଣରେ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଗତିଶୀଳ ମନୋଭାବ ସହିତ କର୍ତ୍ତବ୍ୟ ପ୍ରତି ନିରନ୍ତର ଉଦ୍ୟମ ପାଇଁ ସମସ୍ତ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପୂର୍ବତଟ ରେଳବାଇ ଦ୍ୱାରା ଆୟୋଜିତ ବିଶିଷ୍ଟ ରେଳ ସେବା ପୁରସ୍କାର -୨୦୨୩ରେ ସାମଗ୍ରିକ ଦକ୍ଷତା ସିଲ୍ଡ ସମେତ ଖୋର୍ଦ୍ଧା ରୋଡ ଡିଭିଜନ ଆଠଟା ଦକ୍ଷତା ସିଲ୍ଡ ହାସଲ କରିଛି ବୋଲି ସେ କହିଁଛନ୍ତି।୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ହୋଇଥିବା ସଫଳତାକୁ ଆଲୋକିତ କରି ସେ କହିଛନ୍ତି ଯେ ମାଲ ପରିବହନରେ (ଲୋଡିଂ ଏବଂ ଅନଲୋଡିଂ) ଖୋର୍ଦ୍ଧାରୋଡ ଡିଭିଜନ୍, ସମସ୍ତ ଡିଭିଜନ ମଧ୍ୟରେ ପ୍ରଥମ ସ୍ଥାନ ହାସିଲ କରିଛି।ମାଲ ପରିବହନ (ଲୋଡିଂ ଦୃଷ୍ଟିରୁ) ଦେଶର ସମସ୍ତ ଡିଭିଜନ ମଧ୍ୟରେ ଖୋର୍ଦ୍ଧା ରୋଡ ମଣ୍ଡଳ ତୃତୀୟ ନମ୍ବରରେ ରହିଛି ।ଭାରତୀୟ ରେଳବାଇର ଖୋର୍ଦ୍ଧାରୋଡ଼ ରେଳମଣ୍ଡଳକୁ ସର୍ବୋତ୍ତମ କରିବା ପାଇଁ ସମସ୍ତେ ଉତ୍ସର୍ଗୀକୃତ ତଥା ସହଯୋଗରେ କାର୍ଯ୍ୟ କରିବାକୁ ସେ ସମସ୍ତ କର୍ମଚାରୀଙ୍କୁ ନିବେଦନ କରିଛନ୍ତି । ୬୮ତମ ରେଳ ସପ୍ତାହ ପୁରସ୍କାର ବିତରଣ ସମାରୋହରେ, ମଣ୍ଡଳ ରେଳ ପ୍ରବନ୍ଧକ, ଆନ୍ତରିକତା ଏବଂ ଉତ୍ସରଗୀକୃତ ସେବା ପାଇଁ, ରେଳବାଇ ପୁରୁଷ ଏବଂ ମହିଳା କର୍ମଚାରୀଙ୍କୁ ରେଳ ସେବା ପୁରସ୍କାର-୨୦୨୩ ପ୍ରଦାନ କରିଥିଲେ।ସମୁଦାୟ  ୬୫ ଜଣ ରେଳ କର୍ମଚାରୀଙ୍କୁ ରେଳ ସେବା ପୁରସ୍କର-୨୦୨୩ ସହିତ ସମ୍ମାନିତ କରାଯାଇଥିଲା । ଏହି ଅବସରରେ କର୍ମଚାରୀ ଏବଂ ସଙ୍ଗୀତା, ଶ୍ରୀଜନ କୁଞ୍ଜ, ବିଜେବି ଇନଷ୍ଟିଚ୍ୟୁଟ ର ପିଲା ମାନଙ୍କ ଦ୍ୱାରା ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ପୁରସ୍କାର ବିତରଣ ସମାରୋହରେ ସମସ୍ତ ଶାଖା ଅଧିକାରୀ, ପୂର୍ବତଟ ରେଳବାଇ ମହିଳା କଲ୍ୟାଣ ସଂଗଠନର ସଦସ୍ୟା ମାନେ ଉପସ୍ଥିତ ଥିଲେ । ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ବରିଷ୍ଠ କାର୍ମିକ ଅଧିକାରୀ ଶ୍ରୀ ଆର୍ ଏନ ଏ ପରିଡ଼ା ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version