• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଣି ପାଇଁ କଷ୍ଟକର ଜୀବନ ବିତାଉଛନ୍ତି – ପଟେଗୁଡା ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
May 19, 2024
in ଓଡ଼ିଶା, ଗଜପତି, ହୋମ୍
0
ପାଣି ପାଇଁ କଷ୍ଟକର ଜୀବନ ବିତାଉଛନ୍ତି – ପଟେଗୁଡା ଗ୍ରାମବାସୀ
Share on FacebookShare on TwitterWhatsapp

୧୯ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ବତ୍ତମାନ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ଜାରି ରହିଛି । ପ୍ରଚଣ୍ଡ ଉତ୍ତାପ ଯୋଗୁଁ ଜଳସ୍ତର ଜମି ବିଭିନ୍ନ ସ୍ଥାନର ନଦୀ, ନାଳ, ଝରଣା ଶୁଖି ଯାଇଛି । ବତ୍ତମାନ ଗ୍ରାମ ମାନଙ୍କରେ ବନ୍ଧ, କୂଅର ପାଣି ଶୁଖିବା ସହ ନଳକୂପରୁ ପାଣି ବାହାରୁ ନାହିଁ । ଏଥିଯୋଗୁଁ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗଜପତି ଜିଲ୍ଲା ନୁଆଗଡ ବ୍ଳକ ଅନୁଗୁର ପଞ୍ଚାୟତ ପଟେଗୁଡା ଗ୍ରାମର ଲୋକେ ପାଣି ପାଇଁ ଡହକବିକଳ ହେଉଛନ୍ତି।

ସୁଚନା ପ୍ରକାରେ ଗ୍ରାମରେ ୬୦ରୁ ଉଦ୍ଧ୍ବ ପରିବାରରେ ୩୫୦ରୁ ଉଦ୍ଧ୍ବ ଲୋକେ ବସବାସ କରୁଛନ୍ତି । ଏଠାରେ ପ୍ରାୟ ଦୁଇମାସରୁ ଅଧିକ ହେବ ପାଣିର ଘୋର ସମସ୍ୟା ଲାଗିରହିଛି । ପାନୀୟ ସହ ସ୍ନାନ ଶୌଚ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାମବାସୀ। ଅନ୍ୟ ଉପାୟ ନ ପାଇ ବିଲ ମାଳରେ କିଛି ଜମି ରହିଥିବା ପାଣିକୁ ବାଧ୍ୟ ହୋଇ ବ୍ୟବହାର କରୁଛନ୍ତି । ଦୂଷିତ ପାଣି ପିଇ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି ।

ପ୍ରତ୍ୟେକ ବର୍ଷ ଗ୍ରୀଷ୍ମ ରୁତୁ ଆରମ୍ଭରୁ ହିଁ ଗ୍ରାମରେ ପାଣି ପାଇଁ ହାହାକାର ପରସ୍ଥିତି ସୃଷ୍ଟି ହେଉଛି । ପାଣି ସମସ୍ୟାକୁ ନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଆସୁଥିଲେ ମଧ୍ୟ ସମସ୍ୟାକୁ ଦୂର କରିବା ପାଇଁ ତପର ଦେଖାଉନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଗ୍ରାମରେ ରହିଛି ଦୁଇଟି କୂଅ ଏବଂ ଦୁଇଟି ନଳକୂପ ରହିଛି । ଦୁଇଟି କୂଅ ଏବଂ ଦୁଇଟି ନଳକୂପ ରହିଛି । ପ୍ରଚଣ୍ଡ ଖରା ଯୋଗୁଁ କୂଅର ପାଣି ଶୁଖିଯାଇଛି ।

ନଳକୂପରୁ ଠିକ୍ ଭାବେ ପାଣି ବାହାରୁନାହିଁ । ବେଳେ ବେଳେ କଳଙ୍କି ପାଣି ବାହାରୁଥିବା ଯୋଗୁଁ ପାନୀୟଯୋଗ୍ୟ ହେଉନାହିଁ । କୂଅରୁ କମ ପରିମାଣ ରେ ଝୁରୁଥିବା ଗ୍ରାମବାସୀ ରାତି ଦିନ ଏକ କରି ପାଣି ଆଣି ବ୍ୟବହାର କରୁଛନ୍ତି । କେହି କେହି ବିଲ ମାଳରେ ଜମି ରହିଥିବା ପାଣି ଆଣି ବ୍ୟବହାର କରୁଛନ୍ତି । ଲୋକେ କହିବା ପ୍ରକାରେ ଗ୍ରାମରେ ପାଣିର ସମସ୍ୟାକୁ ଦୂର କରିବାକୁ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଥିଲା ।

ଏକ ପାଣି ଟାଙ୍କି ସହ ଘର ସମ୍ମୁଖରେ ଷ୍ଟାଣ୍ଡପୋଷ୍ଟ ଲଗାଯାଇଥିଲା । କିନ୍ତୁ ୩ବର୍ଷରୁ ଅଧିକ ହୋଇଥିଲେ ମଧ୍ୟ ସେହି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇନାହିଁ । ଘର ସମ୍ମୁଖରେ ଥିବା ଷ୍ଟାଣ୍ଡ ପୋଷ୍ଟ ଭାଙ୍ଗି ରୁଜି ନଷ୍ଟ ହେବାକୁ ବସିଛି ।କୌଣସି ସୂଚନା ଫଳକ ନଥିବାରୁ କେଉଁ ଯୋଜନାରେ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଲୋକେ ଜାଣିପାରୁନାହାନ୍ତି। ପ୍ରକଳ୍ପ ଅଛି କିନ୍ତୁ କାର୍ଯ୍ୟକାରୀ ହେଉନାହିଁ ।

ଏନେଇ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସଫୁଳ ମିଳି ନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ।ଏହାକୁ ଅତିଶୀଘ୍ର କାର୍ଯ୍ୟକ୍ଷମ କରି ପାଣି ଯୋଗାଇବା ନିମନ୍ତେ ଗ୍ରାମବାସୀ ଦାବୀ କରିଛନ୍ତି । ସମସ୍ୟା ନେଇ ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ ବିଭାଗ କନିଷ୍ଠ ଯନ୍ତୀ ଯୋଗାଯୋଗ କରିବାରୁ

ଖୋଲାଯାଇଥିବା ବୋରଟି କୋଲାପସ୍ ପୁଣି ଗାଡି ଆଣି ଖୋଲିବା ବ୍ୟବସ୍ଥା କରାଯିବ ସେ କହିଥିଲେ । ସେ ଅଞ୍ଚଳ କାମ ଦେବାକୁ ଯାଉଥିବା ସମୟରେ ଶରଳାପଦର ପରିମଳ ମଜି ସଙ୍କ ଠାରେ ଦୁର୍ଘଟଣା ଘଟି ଆହତ ହୋଇ ମେଡିକଲ ଚିକିତ୍ସା ହେଉଛନ୍ତି । ଦେହ ଭଲ ହେବା ପରେ ଯାହାକାମ ଅଛି କରାଯିବ ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version