• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀକ୍ଷେତ୍ର ମୋଦୀମୟ :ଘଣ୍ଟ ଧ୍ୱନି ରେ କମ୍ପିଲା ବଡଦାଣ୍ଡ

Proprietor Abhimanyu Maharana by Proprietor Abhimanyu Maharana
May 20, 2024
in ଓଡ଼ିଶା, ଖୋର୍ଦ୍ଧା, ପୁରୀ, ରାଜନୀତି, ହୋମ୍
0
ଶ୍ରୀକ୍ଷେତ୍ର ମୋଦୀମୟ :ଘଣ୍ଟ ଧ୍ୱନି ରେ କମ୍ପିଲା ବଡଦାଣ୍ଡ
Share on FacebookShare on TwitterWhatsapp

୨୦ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ମେ ୨୦ ତାରିଖ ସୋମବାର ସକାଳୁ ସକାଳୁ ଗେରୁଆମୟ ଜନସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ପ୍ରାୟ ୭ଟା ସମୟରେ ହେଲିକପ୍ଟରରେ ତାଳବଣିଆ ହେଲିପ୍ଯାଡ଼୍ ଠାରେ ପହଞ୍ଚିଥିଲେ । ହେଲିପ୍ଯାଡରୁ ସୁରକ୍ଷା ବଳୟ ମଧ୍ୟରେ ପେଣ୍ଠକଟା , ସିଟିରୋଡ ସୁବାଷବୋଷ ଛକ ଭିଆଇପି ରୋଡ, ମେଡିକାଲ ଛକ କାରଗେଡ ମଧ୍ଯରେ ବଡଦାଣ୍ଡ ଦେଇ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପହଞ୍ଚିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁରୀ ଲୋକସଭା ପ୍ରାର୍ଥୀ ଡାକ୍ତର ସମ୍ବିତ ପାତ୍ର, ପୁରୀ ବିଧାୟକ ପ୍ରାର୍ଥୀ ଜୟନ୍ତ କୁମାର ଷଡଙ୍ଗୀ ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ ,ଭବାନି ଦାସମହାପାତ୍ର , ରବି ନାରାୟଣ ଦାସ ପ୍ରମୁଖ ଉପସ୍ଥିତ ରହି ସ୍ବାଗତ କରିବା ସହ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ । ସେବାୟତ ମଧୁସୂଦନ ସିଂହାରୀ ମହାପ୍ରଭୁଙ୍କ ଖଣ୍ଡୁଆ ପାଟ ଶ୍ରୀ ମୋଦୀଙ୍କୁ ପ୍ରଦାନ କରିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ସେବାୟତ ମାନଙ୍କ ସହ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଫେରିବା ପରେ ସିଂହଦ୍ଵାର ଠାରେ ଜନସମୁଦ୍ରକୁ ପ୍ରଣାମ କରିବା ସହ ହାତ ହଲାଇ ଲୋକଙ୍କୁ ଉତ୍ସାହିତ କରିଥିଲେ । ପରେ ମରଚିକୋଟ ଛକରୁ ଡାକ୍ତରଖାନା ଛକ ପର୍ଯ୍ୟନ୍ତ ରୋଡ ସୋ କରି ଉପସ୍ଥିତ ଲକ୍ଷ ଲକ୍ଷ ଲୋକଙ୍କୁ ଅଭିବାଦନ କରିଥିଲେ । ବଡଦାଣ୍ଡର ବ୍ଯାରିକେଡର ଉଭୟ ପାର୍ଶ୍ଵରେ ଅପେକ୍ଷାରତ ଲୋକଙ୍କୁ ଅଭିବାଦନ ଜଣାଇଥିଲେ ।ଶକ୍ତି ପ୍ରଦର୍ଶନ କରି ବିଜେପିର ଶକ୍ତି ବଢାଇଥିଲେ । କଡା ସୁରକ୍ଷା ବଳୟ ସହ ବ୍ଯାରିକେଡ ମଝି ରାସ୍ତାକୁ ନୋ ମ୍ଯାନ୍ସ ଲ୍ୟାଣ୍ଡ କରାଯାଇଥିଲା । ବ୍ଯାରିକେଡ ମଝିରେ ବିଭିନ୍ନ ସ୍ଥାନରେ ମଞ୍ଚ ନିର୍ମାଣ କରାଯାଇ ଓଡ଼ିଶାର ପାରମ୍ପାରିକ କଳା ସଂସ୍କୃତି ପ୍ରଦର୍ଶିତ ହେଉଥିଲା । ଓଡିଶୀନୃତ୍ଯ, ଗୋଟିପୁଅ ନୃତ୍ୟ , ଘୋଡାନାଚ, ଘଣ୍ଟ ଘଣ୍ଟୁଆ, ମାଲଖମ୍ବ, ଛଉନୃତ୍ଯରେ କମ୍ପୁଥିଲା ବଡଦାଣ୍ଡ । ମୋଦୀ ନାରା ସହ ମୋଦୀମୟ ପାଲଟିଥିଲା ଶ୍ରୀକ୍ଷେତ୍ର । ମୋଦି ଟୋପି ,ପଦ୍ମଫୁଲ ପତକା,ମୋଦି ଫଟୋଚିତ୍ର ସହ ପାରମ୍ପରିକ ଗେରୁଆ ବସ୍ତ୍ରରେ ମହିଳା ମାନେ ନାଚି ନାଚି ଯାଉଥିଲେ ।ମୋଦୀ ଗୀତ ଜୟ ଜଗନ୍ନାଥ, ଜୟ ଶ୍ରୀରାମ, ଓ ମୋଦୀ ମୋଦୀ ନାରା ଦେଉଥିଲେ ଜନତା । ବହୁ ସମର୍ଥକ କର୍ମୀ ଓ ଜନସାଧାରଣ ମୋଦୀଙ୍କୁ ଦେଖି ବହୁ ଉତ୍ସାହିତ ଓ ଆନନ୍ଦିତ ହେଉଥିବା ଦେଖିବାକୁ ମିଳିଥିଲା । ବଡଦାଣ୍ଡରେ ରୋଡ ସୋ ସମୟରେ ଜନସମୁଦ୍ର ଦେଖି ଭାବମୟ ହୋଇପଡିଥିଲେ ମୋଦୀ । ବଡଦାଣ୍ଡରେ ପୁଷ୍ପ ବୃଷ୍ଟି ହେବା ସହ ମୋଦୀ ପ୍ରେମୀଙ୍କ ଲହର ଖେଳିଯାଇଥିଲା । ଏହାପରେ ମେଡିକାଲଛକରୁ କାରକେଡର ପରିଚାଳନାରେ ହେଲିପ୍ଯାଡ଼୍ ଯାଇ ପ୍ରତ୍ଯାବର୍ତ୍ତନ କରିଥିଲେ । ସୁରକ୍ଷା ପାଇଁ ତିନି ଜଣ ଏସପିଙ୍କ ନେତୃତ୍ବରେ ୮ ଜଣ ଏଏସପି ,୨୨ଜଣ ଡିଏସପି,୪୨ ଜଣ ଇନ୍ସପେକ୍ଟର, ୧୦୯ ଜଣ ଏସଆଇ,ଓ ଏଏସ୍ଆଇ, ୩୪ଜଣ ହାବିଲଦାର, ୨୦୨ଜଣ କନେଷ୍ଟବଳ, ଟ୍ରାଫିକ ହାବିଲଦାର ଓ ଏପିଆର, ୨୫୦ ଜଣ ଗୃହରଖୀ ଏବଂ ୬୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ । ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version