• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଆରା ଢଙ୍ଗରେ ପ୍ରଦୀପଙ୍କ ନିର୍ବାଚନ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
May 22, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ନିଆରା ଢଙ୍ଗରେ ପ୍ରଦୀପଙ୍କ ନିର୍ବାଚନ ପ୍ରଚାର
Share on FacebookShare on TwitterWhatsapp

୨୧ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ, :-  ଚଳିତ ମାସ ୨୫ ତାରିଖରେ ନିର୍ବାଚନର ପ୍ରାର୍ଥି ତାଲିକା ଘୋଷଣା ହେବା ପରେ  ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଓ ପ୍ରସାର  ପାଇଁ ସାଂସଦ ପ୍ରାର୍ଥି ହୁଅନ୍ତୁ ଅବା ବିଧାୟକ ପ୍ରାର୍ଥିମାନେ ଚା ଖଟିରେ ବସି ଜନ ସାଧାରଣଙ୍କ ସହ ସମ୍ପର୍କ ରଖିବାକୁ ପ୍ରୟାସ କରିଥାନ୍ତି। ତେବେ ବେଗୁନିଆ ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥି ପ୍ରଦୀପ କୁମାର ସାହୁ ପାନ ଦୋକାନରେ ବସି ଜନ ସାଧାରଣଙ୍କ ସହ ସମ୍ପର୍କ ବଢ଼ାଇବା ପାଇଁ ନିଆରା ଢଙ୍ଗରେ ପ୍ରୟାସ ଜାରି ରଖିଛନ୍ତି ।

ଏଥିରେ ସେମାନଙ୍କର ଦୁଃଖ ଓ ସୁଖର ସାଥି ହୋଇ ନିର୍ବାଚନ ମଇଦାନରେ ଅଂଶ ଗ୍ରହଣ କରିଥିବା ବିଜେଡ଼ି ଦଳର ନବାଗତ ସାଂସଦ ପ୍ରାର୍ଥି କ୍ୟାପଟେନ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥି ପ୍ରଦୀପ କୁମାର ସାହୁଙ୍କୁ ଦୁଇଟି ଶଙ୍ଖ ଚିହ୍ନରେ ଭୋଟ ଦେବାକୁ  ନିବେଦନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତକୁ ସଶକ୍ତ କରିବା ପାଇଁ ନିବେଦନ କରିଛନ୍ତି । ଅନ୍ୟ ପକ୍ଷରେ ଦେଖିବାକୁ ଗଲେ ପ୍ରଦୀପ ନିର୍ବାଚନ ମଣ୍ଡଳୀରେ ଅଭିଜ୍ଞ ପ୍ରାର୍ଥି ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରତ୍ୟହ ଦୁଃଖ ଓ ସୁଖରେ ରହି ଜନ ସଂପର୍କ ସୃଷ୍ଟି କରି ସଦାସର୍ବଦା ନିଜକୁ ସମର୍ପିତ କରି ଲୋକ ମାନଙ୍କ ହୃଦୟରେ ସ୍ଥାନ ପାଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version