• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୋମ ଯଜ୍ଞ ସହ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଉଦଘାଟିତ, ପ୍ରଶାସନ ର ଅବହେଳା ଯୋଗୁଁ ମେଳା ଫିକା ପଡ଼ିଲା

Proprietor Abhimanyu Maharana by Proprietor Abhimanyu Maharana
May 22, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ହୋମ ଯଜ୍ଞ ସହ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଉଦଘାଟିତ, ପ୍ରଶାସନ ର ଅବହେଳା ଯୋଗୁଁ ମେଳା ଫିକା ପଡ଼ିଲା
Share on FacebookShare on TwitterWhatsapp

୨୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ଠାରେ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ମଙ୍ଗଳବାର ଉଦଘାଟିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ପାପନାଶିନୀ ଝରଣା କଳସ ଶୋଭାଯାତ୍ରା ରେ ପାଣି ଆଣି ବିଶ୍ଵଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଥିଲା । ପରେ ସନ୍ଧ୍ୟାରେ ହରିଶଙ୍କର ମହୋତ୍ସବ ଉଦଘାଟିତ ହୋଇଥିଲା । ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ, ସମ୍ମାନିତ ଅତିଥି ରୂପେ ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ । ଏହି ଅବସରରେ ଦେବୋତ୍ତର କମିଟି ସଦସ୍ୟ ଇନ୍ଦୁଭୁଷଣ ଠାକୁର, ରାଣା ପ୍ରଧାନ, ବିପ୍ର ବିଶି, ସୁଶିଲ ଗୁରୁ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ପ୍ରଥମ ମଞ୍ଚରେ ସାତ କୁଆଁରି ସାଂସ୍କୃତିକ ଅନୁଷ୍ଠାନ ର ସାଂସ୍କୃତିକ କାର୍ଯ୍ୟକ୍ରମ ଓ ରାମ ଲୀଳା ମଞ୍ଚସ୍ଥ ହୋଇଥିଲା । ସେହିପରି ଦ୍ୱିତୀୟ ମଞ୍ଚରେ ଯଦୁ ସୁନା ଓ ଗ୍ରୁପ ର ମେଲୋଡି ଓ ଦଣ୍ଡ ନୃତ୍ୟ ପରିବେଷଣ ହେବାରଥିଲା ହେଲେ ଉଜାଡି ଦେଲା କାଳବୈଶାଖୀ ଝଡ଼ ବର୍ଷା । ମେଳାରେ ପ୍ରବଳ ଜନ ସମାଗମ ହୋଇଥିଲେ ମଧ୍ୟ ପ୍ରଶାସନ ଠିକ୍ ଭାବରେ ପ୍ରସ୍ତୁତି କରି ନଥିବାରୁ ପର୍ଯ୍ୟଟକ ତଥା ଶ୍ରଦ୍ଧାଳୁ ମାନେ ନାହିଁ ନ ଥିବାର ଅସୁବିଧା ର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି । ବିଭିନ୍ନ ବିଭାଗ ସହିତ ଯୋଗାଯୋଗ ଅଭାବ ରୁ ପାନୀୟ ଜଳ ଯୋଗାଣ, ସଫେଇ, ବିଜୁଳି ଆଲୁଅ ଆଦି ପ୍ରଭାବିତ ହୋଇଥିବା ଦେଖାଦେଇଛି । ଏହାକୁ ନେଇ ସ୍ଥାନୀୟ କମିଟି କର୍ମକର୍ତ୍ତା ତଥା ଜନସାଧାରଣ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୂର୍ବ ବର୍ଷ ପାଞ୍ଚ ଦିନ ମହୋତ୍ସବ ହୋଇଥିବା ବେଳେ ଚଳିତ ବର୍ଷ ନିର୍ବାଚନ ଥିବାରୁ ତିନି ଦିନ ମହୋତ୍ସବ ଆୟୋଜିତ ହେଉଥିବା ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version