• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପର୍ଯ୍ଯବେକ୍ଷକଙ୍କ ବିଭିନ୍ନ ବୁଥ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
May 22, 2024
in ଓଡ଼ିଶା, ପୁରୀ, ହୋମ୍
0
ପର୍ଯ୍ଯବେକ୍ଷକଙ୍କ ବିଭିନ୍ନ ବୁଥ ପରିଦର୍ଶନ
Share on FacebookShare on TwitterWhatsapp

୨୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> କାକଟପୁର ଓ ନିମାପଡା ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ଯବେକ୍ଷକ ଏଚ ଜେ ଦେଶାଇ ଆଜି କାକଟପୁର ଓ ଅସ୍ତରଙ୍ଗ ବ୍ଲକର ବିଭିନ୍ନ ମତଦାନ କେନ୍ଦ୍ର ପରିଦର୍ଶନ କରିଛନ୍ତି।ଶ୍ରୀ ଦେଶାଇ ଅସ୍ତରଙ୍ଗ ବ୍ଲକର ସରକାରୀ ନୋଡାଲ ସ୍କୁଲ ଅସ୍ତରଙ୍ଗ, ପାଟଳଦା ନୋଡାଲ ହାଇସ୍କୁଲ ଅସ୍ତରଙ୍ଗ, ସୁରେନ୍ଦ୍ର ନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ସୁନ୍ଦର,କାକଟପୁର ବ୍ଲକର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ,କାକଟପୁର ବାଳିକା ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହ ଭୋଟରଙ୍କ ପାଇଁ ବିବିଧ ମୌଳିକ ସୁବିଧା ର ଅନୁଧ୍ୟାନ କରିଥିଲେ।ସେହିପରି ମଡେଲ ବା ଆଦର୍ଶ ବୁଥ କୁ ମଧ୍ୟ ପରିଦର୍ଶନ କରିଥିଲେ । ଏହି ପରିଦର୍ଶନ ସମୟରେ କାକଟପୁର ବିଡ଼ିଓ ବିଷ୍ଣୁ ଗୋବିନ୍ଦ, ଅସ୍ତରଙ୍ଗ ବିଡ଼ିଓ ସଶ୍ମିତା ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ତଥା ପର୍ଯ୍ଯବେକ୍ଷକଙ୍କ ଲିଆସନିଙ୍ଗ ଅଫିସର ମନୋଜ କୁମାର ତ୍ରିପାଠୀ ଓ ସଂପୃକ୍ତ ସମସ୍ତ ବୁଥର ବିଏଲଓ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

August 15, 2026
ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ

ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ

August 15, 2026
ପଠାଣି ସାମନ୍ତ ବୃତ୍ତିରେ ଆଦର୍ଶ ଶିଶୁ ନିକେତନ ଛାତ୍ରର ସଫଳତା

ପଠାଣି ସାମନ୍ତ ବୃତ୍ତିରେ ଆଦର୍ଶ ଶିଶୁ ନିକେତନ ଛାତ୍ରର ସଫଳତା

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି

August 15, 2026
ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ

August 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version