• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଣ୍ଡରେ ଠେକା, ନବୀନ ଛତାରେ ସମସ୍ତେ ପାଗଳ : ସରୁଛି ପ୍ରଚାର, ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିଲେ – ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
May 24, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ମୁଣ୍ଡରେ ଠେକା, ନବୀନ ଛତାରେ ସମସ୍ତେ ପାଗଳ : ସରୁଛି ପ୍ରଚାର, ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିଲେ – ଅରୁଣ
Share on FacebookShare on TwitterWhatsapp

୨୩ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ୩ ଗୋଟି ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ହେବାକୁ ଯାଉଛି ଭୋଟ ଦାନ । ଆଜି ସରୁଛି ପ୍ରଚାର କାର୍ଯ୍ୟ । ଶେଷ ଦିନରେ ସବୁ ଦଳ ପକ୍ଷରୁ ପ୍ରୟାସ ଜାରି ରହିଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ପ୍ରାର୍ଥୀ ହୋଇଥିବା ଡ. ଅରୁଣ କୁମାର ସାହୁଙ୍କ ପ୍ରଚାର କାର୍ଯ୍ୟ ନିଆରା ହୋଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି, ବିଜେପି ଓ କଂଗ୍ରେସ ଦଳ ମଧ୍ୟରେ ସଂଘର୍ଷ ହେବାକୁ ଯାଉଥିବା ବେଳେ ବିଜେଡି ପ୍ରଚାର ଓ ପ୍ରସାର ସ୍ତରରେ ୧ ନଂ ସ୍ଥାନରେ ରହିଛି ।

ବିଜେଡି ପ୍ରାର୍ଥୀ ଡ. ସାହୁ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବ୍ୟକ୍ତିଗତ ଭାବେ ସମସ୍ତଙ୍କୁ ଭେଟି ସାରିଲେଣି । କଂଗ୍ରେସ ଓ ବିଜେପି ପକ୍ଷରୁ ପ୍ରଚାର ପ୍ରସାର ଯୋର କରାଯାଉଥିଲେ ମଧ୍ୟ ପ୍ରାର୍ଥୀ ମାନେ ଲୋକଙ୍କ ପାଖରେ ପହଞ୍ଚି ପାରି ନାହାନ୍ତି । ଏପରିକି ଅନେକ ଗାଁର ଲୋକ ପ୍ରାର୍ଥୀ ମାନଙ୍କୁ ଦେଖି ପାରି ନାହାନ୍ତି । ଆଜି ନିର୍ବାଚନର ଶେଷ ଦିନରେ ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ସାହୁ ସକାଳ ୭ଟାରୁ ଡେଙ୍ଗେରାଗୋଡି, ରାଧାନାଥପୁର,

ଗଦାଧରପ୍ରସାଦ, ଚମ୍ପତିପୁରରେ ପଦଯାତ୍ରା, ଇଟାମାଟିରେ ବାଇକ୍ ରାଲି, ମର୍ଦ୍ଦରାଜପୁରରେ ଉଦବୋଧନ ସହିତ ଚିନରେ, ନାଗମୁଣ୍ଡୁଳି, ଆଡ଼ଚେର ଓ ଗମେଇରେ ପ୍ରଚାର କାର୍ଯ୍ୟକୁ ଯୋରଯାର କରିଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ୱେ ମୁଣ୍ଡରେ ଠେକା ଦେଇ ଡ. ସାହୁ ପ୍ରଚାର କାର୍ଯ୍ୟକୁ ଯୋରଦାର କରିଛନ୍ତି । ନବୀନଙ୍କ ଗୋଟିଏ ଛତାରେ ସମସ୍ତ କର୍ମୀ ପାଗଳ ହୋଇଛନ୍ତି । ପ୍ରଚାର କାର୍ଯ୍ୟର ଶେଷ ଦିନରେ ଅରୁଣ ନିର୍ବାଚନ ମଣ୍ଡଳୀର ସମସ୍ତ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ପ୍ରୟାସ ଜାରି ରଖିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ବିକାଶ ମୁଳକ କାର୍ଯ୍ୟ ଉପରେ ଲୋକମାନଙ୍କୁ ସଚେତନତା କରାଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ନୟାଗଡ଼କୁ ଭଲ ପାଇ ଆସୁଛନ୍ତି । ନବୀନ ପଟ୍ଟନାୟକଙ୍କ ପାଇଁ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିକାଶଶୀଳ ହୋଇଛି । ସାରା ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ନବୀନଙ୍କ ହାତ ମୁଠାକୁ ଟାଣ କରିବାକୁ ହେଲେ ଯୋଡ଼ି ଶଙ୍ଖରେ ଭୋଟ ଦେବା ପାଇଁ ସାଧାରଣ ଜନତାଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଉଛନ୍ତି । ମଧୁବାବୁ ପେନ୍‌ସନ୍ ଯୋଜନାରେ ଭତ୍ତାକୁ ଦ୍ୱିଗୁଣିତ କରାଯାଇଛି । ଏଥି ସହିତ ଆଗାମୀ ଦିନରେ ମାଗଣା ବିଜୁଳି ଦିଆଯିବ ବୋଲି ପ୍ରକାଶ କରିଛନ୍ତି ।

ରାସ୍ତାଘାଟଠାରୁ ଆରମ୍ଭ କରି ଶିକ୍ଷା,ସ୍ବାସ୍ଥ୍ୟ,ପାନୀୟଜଳ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ଏହା ସହ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ମୁଳକ କାର୍ଯ୍ୟ ହୋଇଥିବା ପ୍ରକାଶ କରିଥିଲେ ବିଧାୟକ ପ୍ରାର୍ଥୀ ଅରୁଣ । ନିର୍ବାଚନ ନୁହେଁ ସାରା ବର୍ଷ ତମାମ ଆପଣ ମାନଙ୍କ ପାଖରେ ମୁଁ ରହି ଆସିଛି । ଲୋକଙ୍କ ସେବା ପାଇଁ ମୁଁ ସବୁବେଳେ ତତ୍ପର ଏବଂ କାର୍ଯ୍ୟ କରିବା ମୋର ଏକ ନିଶା ବୋଲି କହିଥିଲେ । ଏହି ବିଜୟ କେବଳ ମୋର ହେବନାହିଁ,ବରଂ ମୋ ଅଞ୍ଚଳବାସୀଙ୍କର ବିଜୟ ହେବ ବୋଲି କହିଥିଲେ ।

ଠିକ ସେହିପରି କୌଣସି ବିକାଶମୂଳକ କାର୍ଯ୍ୟକୁ ଯେପରି କଷ୍ଟ ସ୍ୱୀକାର କରି ନିର୍ମାଣ କରାଯାଇଥାଏ,ସନ୍ତାନକୁ ଜନ୍ମ ଦେଇଥିବା ମା ‘ହିଁ ବୁଝିପାରିବ । ଆଶା କରୁଛି ଆପଣ ସେ କଷ୍ଟକୁ ବୁଝିପାରିବେ।ସେ କଷ୍ଟକୁ ସହ୍ୟ କରିବା ଲାଗି ଶକ୍ତି ଓ ସାହସ ଯୋଗାଇଦେବେ ଓ ଯୋଡି ଶଙ୍ଖରେ ଆଶୀର୍ବାଦ କରି ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରି ସାରା ଭାରତବର୍ଷରେ ରେକର୍ଡ ସୃଷ୍ଟି କରିବେ ବୋଲି କହିଥିଲେ ଅରୁଣ । ବିଜୁ ଜନତା ଦଳ ସରକାର ଗଠନ ପ୍ରଥମ ଦିନରେ ହିଁ ପ୍ରତ୍ୟେକ ଉପଭୋକ୍ତାଙ୍କୁ ୧୦୦ ୟୁନିଟ ମାଗଣା ବିଜୁଳି ସମେତ ସମସ୍ତଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ସଂକଳ୍ପ ନେଇଛି ବୋଲି ପ୍ରକାଶ କରିଛନ୍ତି ।

ଏଥି ସହିତ ଯୁବବର୍ଗଙ୍କ ପାଇଁ ଯୁବ ବଜେଟ ସହ କୃଷି, ଶିଳ୍ପ,ଶିକ୍ଷା,ସ୍ବାସ୍ଥ୍ୟ ପାଇଁ ଅନେକ ଯୋଜନା ମୁଖ୍ୟମନ୍ତ୍ରୀ ପ୍ରସ୍ତୁତ କରିଥିବା କହିଛନ୍ତି । ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ଅଗ୍ରଣୀ ରାଜ୍ୟରେ ପରିଣତ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅନେକ ରୋଡ୍‌ମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ଜୋନର ଜିଲ୍ଲା ପରିଷଦଙ୍କ ସମେତ ସମସ୍ତ ପଞ୍ଚାୟତର ଜନ ପ୍ରତିନିଧି ମାନେ ଯୋଗ ଦେଇଥିଲେ । ଡ. ସାହୁଙ୍କୁ ସମସ୍ତ ସ୍ଥାନରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version