• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗୁର୍ଜିମୁଣ୍ଡା ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର – କେସିଙ୍ଗା

Proprietor Abhimanyu Maharana by Proprietor Abhimanyu Maharana
August 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଗୁର୍ଜିମୁଣ୍ଡା ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର – କେସିଙ୍ଗା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୫ ଅଗଷ୍ଟ ବୁଧବାର) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ଗୁର୍ଜିମୁଣ୍ଡା ସ୍ଥିତ ଯୋଗମାୟା ପୀଠ ବିଶ୍ରାମ ଗୃହ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ,କେସିଙ୍ଗା ଥାନା ଅଧିକାରୀ ଅଶୋକ କୁମାର ମହାପାତ୍ର,ଉତ୍କେଲା ଫାଣ୍ଡି ଅଧିକାରୀ ପ୍ରେମରାଜ କୁଅଁର, ଫାଣ୍ଡି କର୍ମଚାରୀ ତଥା ସ୍ଥାନୀୟ ସମାଜସେବୀ ପ୍ରମୁଖ ଉପସ୍ଥିତ ଥିଲେ ଏବଂ ଶିବିରରେ COVID-19 କଟକଣା ଦୃଷ୍ଟିରୁ ସମସ୍ତେ ମାସ୍କ ପିନ୍ଧିଥିଲେ ଓ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା ।

ଏହି ରକ୍ତଦାନ ଶିବିରରେ ୪୬ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଏହି ଶିବିରରେ ଉତ୍କେଲା ଫାଣ୍ଡି ଅଞ୍ଚଳର ସମାଜସେବୀ ନିରଞ୍ଜନ ଦୀପ,ପଙ୍କଜ ରଣା, ଅକ୍ଷୟ ରଣା, ହେମରାଜ୍ ହିଆଲ, ମୋତିଲାଲ ବଗର୍ତ୍ତି,ଯଯାତି ଦେଓ,ନରୋତ୍ତମ ଭାଟି,ଅଶ୍ଵିନୀ ବିଶ୍ବାଳ ସମେତ ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ଏହି ଶିବିରରେ ସ୍ଥାନୀୟ ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ। କଳାହାଣ୍ଡି (ରିପୋର୍ଟ – ଛାୟାକାନ୍ତ ନାଏକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପିପିଲି ଜଇଶି ପାଟଣା ବାଣୀ ବିଦ୍ୟାମନ୍ଦିର ର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପିପିଲି ଜଇଶି ପାଟଣା ବାଣୀ ବିଦ୍ୟାମନ୍ଦିର ର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

January 12, 2025
ପରମ୍ପରା ହରାଉଛି ଶ୍ରୀକ୍ଷେତ୍ର ପୁସ୍ତକ ମେଳା ବହି ବିକ୍ରି କମୁଛି- ଆଚାର ପାମ୍ପଡ ହରେକମାଲ ବିକ୍ରି ବଢୁଛି

ପରମ୍ପରା ହରାଉଛି ଶ୍ରୀକ୍ଷେତ୍ର ପୁସ୍ତକ ମେଳା ବହି ବିକ୍ରି କମୁଛି- ଆଚାର ପାମ୍ପଡ ହରେକମାଲ ବିକ୍ରି ବଢୁଛି

January 12, 2025
କାଳିଜାଇ ମକରମେଳା ନିମନ୍ତେ ବ୍ୟାପକ ପ୍ରସ୍ତୁତି

କାଳିଜାଇ ମକରମେଳା ନିମନ୍ତେ ବ୍ୟାପକ ପ୍ରସ୍ତୁତି

January 12, 2025
ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ବଖରା ଘର ସହ, ୩୫ ଛେଳି ମୃତ୍ୟୁ

ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ବଖରା ଘର ସହ, ୩୫ ଛେଳି ମୃତ୍ୟୁ

January 12, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପିପିଲି ଜଇଶି ପାଟଣା ବାଣୀ ବିଦ୍ୟାମନ୍ଦିର ର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପିପିଲି ଜଇଶି ପାଟଣା ବାଣୀ ବିଦ୍ୟାମନ୍ଦିର ର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

January 12, 2025
ପରମ୍ପରା ହରାଉଛି ଶ୍ରୀକ୍ଷେତ୍ର ପୁସ୍ତକ ମେଳା ବହି ବିକ୍ରି କମୁଛି- ଆଚାର ପାମ୍ପଡ ହରେକମାଲ ବିକ୍ରି ବଢୁଛି

ପରମ୍ପରା ହରାଉଛି ଶ୍ରୀକ୍ଷେତ୍ର ପୁସ୍ତକ ମେଳା ବହି ବିକ୍ରି କମୁଛି- ଆଚାର ପାମ୍ପଡ ହରେକମାଲ ବିକ୍ରି ବଢୁଛି

January 12, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.