• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ : ଭଉଁରୀ ତିଥିରେ ତିନି ରଥର ଚକ..ଅଖ ଡେରା ନୀତି ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
May 30, 2024
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ : ଭଉଁରୀ ତିଥିରେ ତିନି ରଥର ଚକ..ଅଖ ଡେରା ନୀତି ସମ୍ପନ୍ନ
Share on FacebookShare on TwitterWhatsapp

ପୁରୀ ରଥଖଳା : ରଥ ନିର୍ମାଣ କାର୍ଯ୍ୟ ଉନବିଂଶ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ

*ତିନି ରଥର ମହାରଣା ସେବକ – ୭୭
*ତିନି ରଥର ଭୋଇ ସେବକ – ୭୭
*ତିନି ରଥର କରତୀ ସେବକ – ୪
*ତିନି ରଥର ରୂପକାର ସେବକ – ୨୧
*ତିନି ରଥର କମାର ସେବକ – ୧୭
*ତିନି ରଥର ବିନ୍ଧ କାରୀଗର – ୨
*ପାହି ମହାରଣା – ୨
*ରଥଖଳା ସହାୟକ(ପାଣିବାଲା) – ୧

ମୋଟ – ୨୦୧ ଜଣ ଆଜି ତିନି ରଥର ନିର୍ମାଣକାରୀ ସେବକ ମାନେ ରଥ ଖଳାଠାରେ ସକାଳ ଘ.୮.୦୦ ଟିକା ରେ ଉପସ୍ଥିତ ପୂର୍ବକ ତିନିରଥ ମୁଖ୍ୟ ବିଶ୍ଵକର୍ମା ସେବକଙ୍କ ନିର୍ଦ୍ଦେଶରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

ରଥ ନିର୍ମାଣ ଅଗ୍ରଗତି

(ଭଉଁରୀ ତିଥିରେ ତିନି ରଥର ଚକ..ଅଖ ଡେରା ନୀତି ସମ୍ପନ୍ନ)

୨୮ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପବିତ୍ର ଭଉଁରୀ ତିଥିରେ ଚକ..ଅଖ ଡେରା ନୀତି ପାଳିତ ହୋଇଅଛି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ, ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ଵଜ ରଥ ଏବଂ ଦେବୀ ସୁଭଦ୍ରା ଙ୍କ ଦର୍ପ ଦଳନ ରଥର ଚକ ସହ ଅଖ ସଂଯୋଗ ପୂର୍ବକ ଆଜି ଚକ ଡେରା ନୀତି ଶ୍ରୀମନ୍ଦିରରୁ ଶ୍ରୀ ବିଗ୍ରହଙ୍କ ଆଜ୍ଞା ମାଳ ବିଜେ ପରେ ପୂଜାର୍ଚ୍ଚନା ପୂର୍ବକ ଏହି ନୀତି ସମ୍ପନ୍ନ ହୋଇଅଛି ।

ମହାପ୍ରଭୁଙ୍କ ସକାଳ ଧୂପ ଶେଷ ହେବାପରେ ରତ୍ନ ସିଂହାସନରୁ ତିନି ଠାକୁରଙ୍କ ଆଜ୍ଞା ମାଳ ଶ୍ରୀନଅରକୁ ପୂର୍ବାହ୍ନ ଘ.୧୧.୦୦ ଟିକା ରେ ବିଜେ ହୋଇ ଆସିବାରେ ଘ.୧୧.୧୦ ରେ ତାଳଧ୍ଵଜ ରଥର ଭୋଇ ସେବକ ମାନେ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ୱାବଧାନରେ ତାଳଧ୍ଵଜ ରଥର ଚକ – ଅଖ ସଂଯୋଗ କରିଥିଲେ,ନନ୍ଦିଘୋଷ ରଥର ଚକ..ଅଖ ସଂଯୋଗ ଘ.୧୧.୧୫ ମି. ଏବଂ ଦେବୀ ସୁଭଦ୍ରା ଙ୍କ ରଥ ଚକ..ଅଖ ଘ.୧୧.୧୮ ମିନିଟ ରେ ସଂଯୋଗ ସମ୍ପନ୍ନ ପରେ ତିନି ପୂଜାପଣ୍ଡା ସମନ୍ତଙ୍କଦ୍ୱାରା ତଳ ଧ୍ଵଜ ରଥ ଚକ ଅଖରେ ଆଜ୍ଞା ମାଳ ଲାଗି ଘ.୧୧.୨୦ ମିନିଟ ରେ, ନନ୍ଦିଘୋଷ ରଥର ଚକ ଆଖରେ ଆଜ୍ଞା ମାଳ ଲାଗି ଘ.୧୧.୨୨ ମିନିଟରେ ଏବଂ ଦର୍ପ ଦଳନ ରଥ ଚକ ଅଖରେ ଘ.୧୧.୨୪ ମିନିଟରେ ଆଜ୍ଞା ମାଳ ଲାଗି ସମ୍ପନ୍ନ ହୋଇଥିଲା

ଶ୍ରୀମନ୍ଦିର ରତ୍ନ ସିଂହାସନରୁ ଶ୍ରୀ ବିଗ୍ରହ ମାନଙ୍କ ଆଜ୍ଞା ମାଳ ବିଜେ କରାଇ ଶୋଭାଯାତ୍ରାରେ ବଡ ଠାକୁରଙ୍କ ବାଡରୁ ଶ୍ରୀ ନରସିଂହ ପୂଜାପଣ୍ଡା ସାମନ୍ତ, ଦେବୀ ସୁଭଦ୍ରାଙ୍କ ବାଡରୁ ଶ୍ରୀ ରାଧା ଗୋବିନ୍ଦ ପୂଜାପଣ୍ଡା ସାମନ୍ତ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡରୁ ଶ୍ରୀ କୃଷ୍ଣ ଚନ୍ଦ୍ର ପୂଜାପଣ୍ଡା ସାମନ୍ତେ ଆସି ଭଉଁରୀ ତିଥିରେ ତିନି ରଥର ଚକ ଆଖରେ ଆଜ୍ଞା ମାଳ ଲାଗି ସମ୍ପନ୍ନ କରିଥିଲେ । ଭଉଁରୀ ତିଥିରେ ଚକା ଡେରା ନୀତି ପରେ ପରମ୍ପରା ପ୍ରକାରେ ରଥ ଖଳାରେ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥାଏ, ଆଜି ମଧ୍ୟାହ୍ନ ବିରତି ପର୍ଯ୍ୟନ୍ତ ରଥ ଖଳାରେ ତିନି ରଥର ନିର୍ମାଣକାରୀ ସେବକ ମାନେ ରଥ ନିର୍ମାଣ କାର୍ଯ୍ୟ ଜାରୀ ରଖି କାର୍ଯ୍ୟ ଶେଷ ବେଳକୁ ଆଜିସୁଦ୍ଧା ତିନି ରଥର ମୋଟ ୨୦ ଗୋଟି ଚକ ନିର୍ମାଣ ଶେଷ ହୋଇଛି ।

ତାଳଧ୍ଵଜ ରଥର ଗତକାଲି ସୁଦ୍ଧା ୫ ଟି ଚକ ନିର୍ମାଣ ଶେଷ ହୋଇ,ଆଜି ଆଉ ଦୁଇଟି ତୁମ୍ବ ସିଙ୍ଗଡ଼ା ରେ ପଇ ସଂଯୋଗ ପୂର୍ବକ ପାଇ କଳସା ଶେଷ ପର୍ଯ୍ୟାୟରେ ପହଁଚିଛି। ଦର୍ପଦଳନ ରଥର ଗତକାଲି ସୁଦ୍ଧା ୫ଟି ଚକ ନିର୍ମାଣ ଶେଷ ହୋଇଥିଲା ଆଜି ଆଉ ଦୁଇଟି ଚକ ନିର୍ମାଣ ଶେଷ ହୋଇ ଆଜିସୁଦ୍ଧା ଦର୍ପଦଳନ ରଥର ୭ଗୋଟି ଚକ ନିର୍ମାଣ ଶେଷ ହୋଇଛି । ସେହିପରି ନନ୍ଦି ଘୋଷ ରଥର ଗତକାଲି ସୁଦ୍ଧା ୬ ଗୋଟି ଚକ ନିର୍ମାଣ ଶେଷ ହୋଇଥିଲା ଆଜି ନନ୍ଦି ଘୋଷ ରଥର ମହାରଣା ସେବକ ମାନେ କାର୍ଯ୍ୟ ଶେଷ ବେଳକୁ ଆଉ ଦୁଇଟି ଚକ ନିର୍ମାଣ ଶେଷ କରି ଆଜିସୁଦ୍ଧା ନନ୍ଦି ଘୋଷ ରଥର ୮ଗୋଟି ଚକ ନିର୍ମାଣ ଶେଷ ହୋଇଛି । ଏହିପରି ତିନି ରଥର ଆଜି ସୁଦ୍ଧା ୨୦ ଗୋଟି ଚକ ନିର୍ମାଣ ଶେଷ ହୋଇଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version