• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କଟକଣା କୋହଳ,ମାନୁ ନାହାନ୍ତି ଅମାନିଆ ବିଳମ୍ବିତ ରାତି ପର୍ଯ୍ୟନ୍ତ ଲୁଚାଛପାରେ ଚାଲୁଛି ବେପାର – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
August 5, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କଟକଣା କୋହଳ,ମାନୁ ନାହାନ୍ତି ଅମାନିଆ ବିଳମ୍ବିତ ରାତି ପର୍ଯ୍ୟନ୍ତ ଲୁଚାଛପାରେ ଚାଲୁଛି ବେପାର – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୫ ଅଗଷ୍ଟ ବୁଧବାର) ହିଞ୍ଜିଳିକାଟୁ :- ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହିତ କରିବା ପାଇଁ ସରକାର ଚଳିତ ମାସ ପହିଲାରୁ ଅନଲକ- ୩ କାର୍ଯ୍ୟକାରୀ କରିଛନ୍ତି । ଅଗଷ୍ଟ ମାସରେ କୋହଳ କରାଯାଇଛି କରୋନା କଟକଣା । ପ୍ରତ୍ୟହ ଭୋର ୫ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ବ୍ୟବସାୟ କରିବା ସକାଶେ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯିବା ପରେ ହିଞ୍ଜିଳିକାଟୁ ସହର ଚଳଚଂଚଳ ହୋଇପଡ଼ିଛି । ଏହାର ଫାଇଦା ନେବାରେ ଲାଗିଛନ୍ତି କିଛି ଅମାନିଆ । ପୂର୍ବରୁ ଯେଭଳି ଥିଲେ ବର୍ତମାନ ମଧ୍ୟ ଠିକ୍ ସେିମିତି । ପ୍ରଶାସନ ପକ୍ଷରୁ କଟକଣାକୁ କୋହଳ କରାଯିବା ପରେ ମଧ୍ୟ କିଛି ଅମାନିଆ ନିୟମକୁ ଗୁରୁତ୍ୱ ଦେଉନଥିବା ଲକ୍ଷ୍ୟ କରାଯାଉଛି । ଜରୁରୀ କାମ ନଥିଲେ ମଧ୍ୟ ବିନା କାରଣରେ ମୋଟର ସାଇକେଲ ଧରି ସହର ସାରା ଚକ୍କର କାଟୁଛନ୍ତି ।

ପାନ, ଚାହା ଦୋକାନକୁ ବାଦ୍ ଦେଇ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହୁଥିବା ବେଳେ ବହୁ ବ୍ୟବସାୟିକ ପ୍ରତିଷ୍ଠାନରେ ସାମାଜିକ ଦୂରତା ରକ୍ଷା ରହୁନଥିବା ଦେଖିବାକୁ ମିଳିଛି । ବିଶେେ କରି ବୁଧବାର ପୌରାଂଚଳର ଆମିଷ ବଜାରରେ ଗ୍ରାହକଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା । ସେପଟେ ଯେଉଁ କେତେକ କାରବାରେ ଉପରେ କଟକଣା ଲାଗୁ କରାଯାଇଛି, ସେସବୁ କ୍ଷେତ୍ରରେ ଲୁଚାଛପାରେ କାମ କରାଯାଉଛି । ଦୀର୍ଘ ୪ ମାସର ବ୍ୟବଧାନ ପରେ ଦୈନିକ ୧୧ଘଂଟା ସକାଶେ ଦୋକାନ ବଜାର ଖୋଲା ରହୁଛି । ମଧ୍ୟାନ୍ନର କିଛି ସମୟକୁ ବାଦ ଦେଲେ ପ୍ରାୟତଃ ସକାଳ ଓ ଅପରାହ୍ନରେ ବ୍ୟବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ଗ୍ରାହକଙ୍କ ଭିଡ଼ ଜମୁଛି । ପୌରାଂଚଳର ୧୫ଟି ୱାର୍ଡ଼ ରେଡ଼୍ ଜୋନ ଭାବେ ଘୋଷଣା କରାଯାଇଥିବା ବେଳେ ଲୋକଙ୍କ ଯାତାୟତ ଉପରେ କଟକଣା ଜାରି ସକାଶେ ବିଭିନ୍ନ ୱାର୍ଡ଼ର ପ୍ରବେଶ ପଥରେ ବ୍ୟାରିକେଡ଼ କରାଯାଇ ସିଲ୍‌ କରାଯାଇଛି । କିନ୍ତୁ ଲୋକେ ଗଳାବାଟ ଦେଇ ଯାତାୟତ କରୁଥିବାର ଦେଖିବାକୁ ମିଳୁଛି ।

ଶ୍ରାବଣ ମାସରେ ବହୁ ଶୈବ ଭକ୍ତ ଆମିଷ ବର୍ଜନ କରିଥିବା ବେଳେ ଗତ ଦୁଇ ଦିନ ଧରି ମଧ୍ୟାନ୍ନ ୧୨ଟା ପର୍ଯ୍ୟନ୍ତ ଆମିଷ ବଜାରରେ ଗ୍ରାହକଙ୍କ ଗହଳି ଜମି ଥିଲା । ପରିବା ଓ ତେଜରାତି ଦୋକାନ ସମ୍ମୁଖରେ ବ୍ୟାରିକେଡ଼ ନିର୍ମାଣ କରାଯାଇଥିବାରୁ ଗ୍ରାହକ ଓ ଦୋକାନୀଙ୍କ ମଧ୍ୟରେ ଦୂରତା ରହୁଥିବା ବେଳେ ମାଛ, ମାଂସ ଓ ଚିକେନ ଦୋକାନ ଗୁଡ଼ିକରେ ଏହାର ବ୍ୟତିକ୍ରମ ଦେଖା ଦେଇଥିଲା । ସହରରେ ଲୁଚାଛପାରେ ବିଭିନ୍ନ କାରବାର ହେଉଛି । ସନ୍ଧ୍ୟା ୫ଟା ପରେ ୧୩ ଘଂଟା କର୍ଫ୍ୟୁକୁ ଅବମାନନା କରି ବିଭିନ୍ନ ହୋଟେଲ ଓ ତେଜରାତି ଦୋକାନ ଗୁଡ଼ିକର ସମ୍ମୁଖ ଭାଗ ବନ୍ଦ କରାଯାଇଥିବା ବେଳେ ପଛପଟ ଦେଇ କାରବାର ଚାଲୁ ରହୁଛି । ଏପରିକି କିଛି ଚୋରା ବେପାରୀ ମଦ କାରବାରର ଆସର ଜମାଉଥିବାର ଦେଖିବାକୁ ମିଳୁଛି । (ହିଞ୍ଜିଳିକାଟୁ/ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version