• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଛାତ୍ରୀଙ୍କୁ କମେଣ୍ଟ ମାରିବା ପଡିଲା ମହଙ୍ଗା : ଗ୍ରାମବାସୀଙ୍କ ଛେଚା ଖାଇ ରୋଡ ରୋମିଓ ଆହତ

Proprietor Abhimanyu Maharana by Proprietor Abhimanyu Maharana
May 30, 2024
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ଛାତ୍ରୀଙ୍କୁ କମେଣ୍ଟ ମାରିବା ପଡିଲା ମହଙ୍ଗା : ଗ୍ରାମବାସୀଙ୍କ ଛେଚା ଖାଇ ରୋଡ ରୋମିଓ ଆହତ
Share on FacebookShare on TwitterWhatsapp

୩୦ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ସାଇକେଲ ଯୋଗେ ହିଞ୍ଜିଳିକାଟୁ ସହରକୁ ଟିୟୁସନ ଯାଉଥିବା ଛାତ୍ରୀଙ୍କୁ କମେଣ୍ଟ ମାରିବା ସହ ଅଶ୍ଳୀଳ ଇଙ୍ଗିତ କରିବା ଏତେ ରୋଡରୋମିଓଙ୍କୁ ମହଙ୍ଗା ପଡିଛି। ବାରମ୍ବାର ତାଗିଦ ପରେ ମଧ୍ୟ ଯୁବକ ଜଣଙ୍କ ନିଜ ସ୍ୱଭାବରେ ପରିବର୍ତ୍ତନ ନଆଣିବାରୁ ଶେଷରେ ଗ୍ରାମର କିଛି ବ୍ୟକ୍ତିଙ୍କ ଠାରୁ ଛେଚା ଖାଇ ରୋଡ ରୋମିଓ ଜଣଙ୍କ ଆହତ ହୋଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଭଳି ଏକ ଘଟଣା ବୁଧବାର ସନ୍ଧ୍ୟାରେ ହିଞ୍ଜିଳି ଥାନା ରାଳବ ଗ୍ରାମରେ ଦେଖିବାକୁ ମିଳିଛି। ଆହତ ଯୁବକ ଜଣଙ୍କ ହେଲେ ହିଞ୍ଜିଳି ଥାନା ରାଳବ ଗ୍ରାମର ବିନୋଦ ଦାସ ବୋଲି ଜଣାପଡିଛି। ଗ୍ରାମବାସୀଙ୍କ ଅଭିଯୋଗ ପ୍ରକାରେ, ଗତ କିଛି ଦିନ ଧରି ରାଳବ, ନନ୍ଦିକ ଏବଂ ନିକଟବର୍ତ୍ତୀ ଗ୍ରାମରୁ ସାଇକେଲ ଯୋଗେ କିଛି କଲେଜ ପଢୁଆ ଛାତ୍ରୀ ଟିୟୁସନ ପଢିବା ପାଇଁ ପ୍ରତିଦିନ ସକାଳ ଓ ସନ୍ଧ୍ୟା ସମୟରେ ହିଞ୍ଜିଳିକାଟୁ ସହରକୁ ଯାଇଥାନ୍ତି ।

ଏହାର ସୁଯୋଗ ନେଇ ଯୁବକ ଜଣଙ୍କ ବିଭିନ୍ନ ସମୟରେ ବାଇକ୍ ଯୋଗେ ବହୁତ ଛାତ୍ରୀଙ୍କ ପଥରେ ଚକ୍କର କାଟିବା ସ‌ହ ଅଶ୍ଳୀଳ ଇଙ୍ଗିତ କରିବା, କମେଣ୍ଟ ମାରିବା ସହ କିଛି ଛାତ୍ରୀଙ୍କୁ ପ୍ରେମ ନିବେଦନ କରୁଥିବା ନେଇ ଛାତ୍ରୀ ମାନେ ସେମାନଙ୍କ ଅଭିଭାବକଙ୍କୁ ଜଣାଇଥିଲେ। ଘଟଣା ନେଇ କିଛି ଅଭିଭାବକ ସଂପୃକ୍ତ ଯୁବକଙ୍କୁ ବୁଝାସୁଝା କରିବା ସହ ଏଭଳି ଅପ୍ରିତୀକର ପରିସ୍ଥିତି ସୃଷ୍ଟି ନକରିବା ପାଇଁ ତାଗିଦ୍ କରିଥିଲେ। ବୁଧବାର ସନ୍ଧ୍ୟାରେ ପୁଣିଥରେ ଯୁବକ ଜଣଙ୍କ ଗ୍ରାମ ନିକଟସ୍ଥ ଏକ ନିକାଞ୍ଚନ ସ୍ଥାନରେ ରହି କିଛି ଛାତ୍ରୀଙ୍କୁ କମେଣ୍ଟ ମାରିବା ସହ ଅଶ୍ଳୀଳ ଇଙ୍ଗିତ କରୁଥିଲେ। ଘଟଣାର ସତ୍ୟତା ପରଖିବା ପାଇଁ କିଛି ଅଭିଭାବକ ଛପିରହି ଘଟଣା ପରଖିଥିଲେ। ଯୁବକ ଜଣଙ୍କ ଗ୍ରାମ ନିକଟରେ କିଛି ଛାତ୍ରୀଙ୍କୁ କମେଣ୍ଟ ମାରୁଥିବା ବେଳେ କିଛି ଅଭିଭାବକ ସଂପୃକ୍ତ ଯୁବକଙ୍କୁ କାବୁ କରିବାକୁ ଉଦ୍ୟମ କରୁଥିବା ବେଳେ ସେମାନଙ୍କ ନିକଟରୁ ବାଇକ୍ ଯୋଗେ ଖସିଯିବାକୁ ଉଦ୍ୟମ କରି ଦୂର୍ଘଟଣା ଘଟି ଯୁବକ ଜଣଙ୍କ ଆହତ ହୋଇଥିଲେ।

ପରେ କିଛି ଅଭିଭାବକ ଯୁବକଙ୍କୁ ଧରି ଉତ୍ତମ ମଧ୍ୟମ କରିଥିଲେ।‌ ଅନ୍ୟ ପକ୍ଷରେ ସେହି ସମୟରେ ଜଣେ ବୃଦ୍ଧା ସେହି ବାଟ ଦେଇ ଯାଉଥିବା ବେଳେ ଗହଳ ଚହଳ ଦେଖି ସେଠାରେ ଅଟକି ଘଟଣା ସମ୍ପର୍କରେ ଜାଣିବାକୁ ଚେଷ୍ଟା କରିଥିଲେ। କିଛି ଲୋକ ବୃଦ୍ଧା ଜଣଙ୍କ ଯୁବକଙ୍କ ମାଆ ବୋଲି ଭାବି ବୃଦ୍ଧାଙ୍କ ମଧ୍ୟ ମାଡ ମାରିଥିଲେ । ଫଳରେ ବୃଦ୍ଧା ଜଣଙ୍କ ଆହତ ହୋଇଥିଲେ। ଘଟଣା ନେଇ କିଛି ସମୟ ସକାଶେ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ପରେ ସ୍ଥାନୀୟ ଲୋକେ ଆହତ ଯୁବକ ଓ ବୃଦ୍ଧାଙ୍କ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ହିଞ୍ଜିଳି ଥାନାରେ କୈାଣସି ଅଭିଯୋଗ ହୋଇନଥିବା ଥାନା ସୂତ୍ରରୁ ଜଣାପଡିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version