• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାବିତ୍ରୀ ଉପଲକ୍ଷେ ଚାନ୍ଦି ଭଣ୍ଡାରର ‘ସଙ୍ଗମ’ କଲେକ୍ସନ

Proprietor Abhimanyu Maharana by Proprietor Abhimanyu Maharana
June 2, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ସାବିତ୍ରୀ ଉପଲକ୍ଷେ ଚାନ୍ଦି ଭଣ୍ଡାରର ‘ସଙ୍ଗମ’ କଲେକ୍ସନ
Share on FacebookShare on TwitterWhatsapp

ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍ ୨୦% ରିହାତି

୧ ଜୁନ୍ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ପ୍ରେମ, ଭକ୍ତି ଏବଂ ଦୈବହିକ ସମ୍ପର୍କ ସହ ଗଭୀର ଭାବେ ଜଡ଼ିତ ପର୍ବ ହେଉଛି ‘ସାବିତ୍ରୀ’। ବିବାହିତ ମହିଳାଙ୍କ ହୃଦୟରେ ଏହି ପର୍ବ ପାଇଁ ଏକ ପବିତ୍ର ସ୍ଥାନ ରହିଥାଏ । ଏହା ହେଉଛି ଉକ୍ତ ପର୍ବ ଯେଉଁଥିରେ ବିବାହିତ ମହିଳାମାନେ ପ୍ରାର୍ଥନା ଏବଂ ପ୍ରଥା ମାଧ୍ୟମରେ ଗ୍ରାମୀ ଓ ପରିବାର ପାଇଁ ପ୍ରେମ ବ୍ୟକ୍ତ କରିବା ସହ ସେମାନଙ୍କ ଶୁଭକାମନା ଏବଂ ଦୀର୍ଘାୟୁ ମନସିଥାନ୍ତି ।

ସାବିତ୍ରୀର ଗଭୀର ସାଂସ୍କୃତିକ ମହତ୍ବକୁ ହୃଦୟଙ୍ଗମ କରି ରୂପା ଗହଣାର ଏକ୍ସକୁସିଲ୍‌ ସୋ’ରୁମ୍ ଚାନ୍ଦି ଭଣ୍ଡାର ଆଣିଛି ‘ସଙ୍ଗମ କଲେକ୍ସନ। ଏହି କଲେକ୍ସନରେ ଷ୍ଟରିଂ ସିଲଭରରେ ଅତି ଯତ୍ନର ସହ ପ୍ରସ୍ତୁତ ପ୍ରତ୍ୟଳ ମଙ୍ଗଳସୂତ୍ର ପରମ୍ପରା ଏବଂ ସମସାମୟିକ ଆକର୍ଷଣର ସୁସଙ୍ଗତ ମିଶ୍ରଣକୁ ଦର୍ଶାଇଛି। ଚମକାର ନିର୍‌ଜନ୍ ପଥର, ସୁକ୍ଷ୍ମ ମୁକ୍ତା ଏବଂ ଜଟିଳ ଅଗ୍ନିତାଇ ଡିଟେଲିଂରେ ସୁସଜ୍ଜିତ ଏହି ମଙ୍ଗଳସୂତ୍ରଗୁଡ଼ିକ ନିବାହର ଅନନ୍ତ ପବିତ୍ରତାର ପ୍ରତୀକବାଳେ ଏକ ଆକର୍ଷଣକୁ ପ୍ରକାଶ କରୁଛି ।

ଏହି କଲେକ୍ସନକୁ ଉନ୍ମୋଚନ କରିବା ପାଇଁ ନାଦି ଭଣ୍ଡାର ଏକ ଚିତାକର୍ଷକ ଟିଲି କମର୍ସିଆଲ ଆଣିଛି, ଯାହାକି ପବିତ୍ର ସାବିତ୍ରୀ ପର୍ବ ଦ୍ଵାରା ଭକ୍ତି ଏବଂ ପ୍ରେମର ମହତ୍‌କୁ ପରିପ୍ରକାଶ କରୁଛି । ଏ ଅବସରରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଜିଲ୍ଲା ହଂସ କୁହନ୍ତି, ଚାନ୍ଦି ଭଣ୍ଡାରରେ ଆମେ ପ୍ରତ୍ୟେକ ମହିଳାଙ୍କ ଭୂମିକାର ଶକ୍ତି, ଅନୁଗ୍ରହ ଏବଂ ଗୁରୁତ୍ବକୁ ସ୍ବୀକୃତି ଦେଇ ସାବିତ୍ରୀର ମହତ୍ଵକୁ ସମ୍ମାନ ଦେଉଛୁ ।

ଆମ କଲେକ୍ସନ ମହିଳାଙ୍କୁ ସମ୍ପୂର୍ଣ ଏବଂ ସଶକ୍ତ କରିବା ଉଦ୍ଦେଶ୍ୟରେ ପ୍ରସ୍ତୁତ ହୋଇଛି । ଏହା ସେମାନଙ୍କ ଅନନ୍ୟ ପରିନୟ ଏବଂ କାଳଜୟୀ ଶୋଭାଙ୍କୁ ପରିପ୍ରକାଶ କରିବ। ଯେପରି ସାବିତ୍ରୀ ସ୍ଥିରତା ଏବଂ ସୌନ୍ଦର୍ଯ୍ୟକୁ ପରିପ୍ରକାଶ କରତି ଆମ ଗହଣା ମହିଳାଙ୍କ ବହୁମୁଖୀ ଭୂମିକାକୁ ପାଳନ କରି ସେମାନଙ୍କୁ ପ୍ରତ୍ୟେକ ଅବସର ଏବଂ ଜୀବନର ପ୍ରତିଟି ଦିଗ ପାଇଁ ଉପ‌ଯୁକ୍ତ ଶୋଭା ପ୍ରଦାନ କରୁଛି ।

ଚାନ୍ଦି ଭଣ୍ଡାର ତାଳଚେରରେ ଏହାର ୯୪ଳମ ଢେର ଖୋଲିବାକୁ ଯାଉଥିବାରୁ ଉସହିତ । ଏହି ସ୍କୋର ମାଧ୍ୟମରେ ତାଳଚେରବାସୀଙ୍କ ନିକଟରେ ରୂପା ଗହଣାର ବ୍ୟାପକ ସମ୍ଭାର ପହଞ୍ଚିପାରିବ ବୋଲି ଶ୍ରୀମତି ହଂସ କହିଛନ୍ତି ।ସାବିତ୍ରୀ ଅବସରରେ ଗ୍ରାହକଙ୍କ ଖୁସିକୁ ବଢ଼ାଇବା ପାଇଁ ନାହିଁ ଭଣ୍ଡାର ଆକର୍ଷଣୀୟ ରିହାତି ପ୍ରଦାନ କରୁଛି । ଏହାଅର୍ଗତ ଗ୍ରାହକ ମେ’ ୨୪ରୁ ଜୁନ୍ ୬ ଯାଏ ଗହଣାଇ ଗଢ଼ା ମନ୍ଦିର ଉପରେ ପ୍ରାୟ ୨୦% ରିହାତି ପାଇପାରିବେ ।

ସୂଚନାଯୋଗ୍ୟ, ଚାଲି ଭଣ୍ଡାର ରାଜ୍ୟର ଏକ ଏକକୁସିଭ ରୂପା ଚେନ୍‌ ସ୍କୋର ୨୦୯୩ରେ ଏକ ୱତନ୍ତ୍ର ସଲ୍ଵର ସୌର ଭାବେ ଏହା ଓଡ଼ିଶାରେ ସ୍ଥାପିତ ହୋଇଥିଲା। ବର୍ତ୍ତମାନ ଏହାର ଷ୍ଟୋର ସଂଖ୍ୟା ସମଗ୍ର ରାଜ୍ୟରେ ୧୩ରେ ପହଞ୍ଚିଛି । ଭୁବନେଶ୍ୱରର ସହିଦ ନଗର, ପଟିଆ, ଜନପଥ, ସୌଭାଗ୍ୟନଗର, ରସୁଲଗଡ଼, ରାଉରକେଲାର ସହିତ ନଗର, ଅନୁଗୁଳର ଅମଲାପଡ଼ା,

କଟକର କ୍ୟାଣ୍ଟନ୍‌ ମେଣ୍ଟ ରୋଡ, ଏବଂ ସିଜି.ଏ, ବାଲେଶ୍ଵର, ଯାଜପୁର ରୋଗ, ବ୍ରହ୍ମପୁର ଏବଂ ଢେଙ୍କାନାଳରେ ଏହି ଷ୍ଟୋରଗୁଡ଼ିକ ରହିଛି । ଗ୍ରାହକଙ୍କୁ ବ୍ୟାପକ ଲେଞ୍ଜ ରୂପା ଉତ୍ପାଦ ଯେଗାଇବା, ଜୀବନସଳ ମାଗଣା କୃତି, ସର୍ବୋତ୍ତମ ବଚନ ନୀତି, କଷ୍ଟମାଇଜେସନ, କ୍ରମ ପୂର୍ବରୁ ପରଖିବା, ଇଂଲ୍ୟୁ ଫର ମନି ଏବଂ ହଲମାର୍କଯୁକ୍ତ ଓ ଜୁଲିଟି ଉତ୍ପାଦ ଚନ୍ଦ ଭଣ୍ଡାରର ପ୍ରତିଶ୍ରୁତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version