• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ, ଦଶପଲ୍ଲା : ଗଡ ରକ୍ଷାକଲେ – ରମେଶ ଓ ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
June 5, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ନୟାଗଡ, ଦଶପଲ୍ଲା : ଗଡ ରକ୍ଷାକଲେ – ରମେଶ ଓ ଅରୁଣ
Share on FacebookShare on TwitterWhatsapp

ଭୁଷୁଡିଲା ବିଜେଡି ଗଡ….

ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଭୋଟଦାତା ବିଜେଡ଼ି ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରାଙ୍କୁ ୬୨୦୫୯ ଖଣ୍ଡ ଭୋଟ୍ ଦେଇଥିବା ବେଳେ ବିଜେପିର ରାଘବ ମଲ୍ଲିକଙ୍କୁ ଭୋଟ ମିଳିଛି ୫୫୭୪୩ ଖଣ୍ଡ ।

ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଡଃ. ଅରୁଣ କୁମାର ସାହୁ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ ବିଜେପିର ପ୍ରତ୍ୟୁଷା ରାଜେଶ୍ଵରୀ ସିଂଙ୍କ ଠାରୁ ମାତ୍ର ୪୯୬ ଖଣ୍ଡ ଭୋଟରେ ଆଗୁଆ ରହି ବିଜୟୀ ହୋଇଛନ୍ତି ।

ବିଜେପି ପ୍ରାର୍ଥୀନୀ ସୁରମା ପାଢ଼ୀ ଙ୍କୁ ରଣପୁର ନିର୍ବାଚନ ମଣ୍ଡଳୀର ଭୋଟର୍‌ ୮୧୪୩୯ ଖଣ୍ଡ ଭୋଟ୍ ଦେଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନ ( ବାଦଲ୍)ଙ୍କୁ ଦେଇଛନ୍ତି ୬୫୮୯୫ ଖଣ୍ଡ ଭୋଟ୍ .

ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ କୁମାର ସ୍ୱାଇଁ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ପ୍ରଧାନଙ୍କ ଠାରୁ ୭୩୪୩ ଖଣ୍ଡ ଭୋଟରେ ଆଗୁଆ ରହି ବିଜୟ ଲାଭ କରିଛନ୍ତି |

୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ : ->  ଭୂଷୁଡି ପଡିଛି ବି ଜେ ଡି ଗଡ । ୨୦୧୯ ସାଧାରଣ ନିର୍ବାଚନରେ ନୟାଗଡ଼ ଜିଲ୍ଲାର ୪ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଯଥା: ନୟାଗଡ, ଦଶପଲ୍ଲା, ଖଣ୍ଡପଡା ଓ ରଣପୁର ବିଧାନସଭା ବିଜେଡ଼ି ଅକ୍ତିଆର କରିଥିଲା । ସମଗ୍ର ନୟାଗଡ଼କୁ ବିଜେଡିର ଅଭେଦ୍ୟ ଗଡ଼ କୁହାଯାଉଥ‌ିବା ବେଳେ ଚଳିତ ନିର୍ବାଚନରେ ଭୋଟର୍ ପରିବର୍ତ୍ତନ ମୁହାଁ ହୋଇଛନ୍ତି । ନୟାଗଡ଼ ଜିଲ୍ଲାରେ ମଧ୍ୟ ଜନାଦେଶ ବିଜେପି ସପକ୍ଷରେ ଯାଇଥିବା ଖବର ମିଳିଛି ।

ଦୁଇଟି ବିଧାନସଭା ଦଶପଲ୍ଲା (୧୨୧) ଓ ନୟାଗଡ଼ (୧୨୨) ବିଜେଡ଼ି ଖାତାକୁ ଯାଇଥିବାବେଳେ ରଣପୁର( ୧୧୯) ଓ ଖଣ୍ଡପଡ଼ା ( ୧୨୦) ବିଜେପି ଅକ୍ତିଆର କରିଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଡଃ. ଅରୁଣ କୁମାର ସାହୁ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ ବିଜେପିର ପ୍ରତ୍ୟୁଷା ରାଜେଶ୍ଵରୀ ସିଂଙ୍କ ଠାରୁ ମାତ୍ର ୪୯୬ ଖଣ୍ଡ ଭୋଟରେ ଆଗୁଆ ରହି ବିଜୟୀ ହୋଇଛନ୍ତି । ନୟାଗଡ଼ ଭୋଟର୍ ବିଜେଡ଼ି ପ୍ରାର୍ଥୀ ଡଃ.ଅରୁଣ ସାହୁଙ୍କୁ ୮୧୪୭୦ଖଣ୍ଡ ଭୋଟ୍ ଦେଇଥ‌ିବାବେଳେ ବିଜେପିର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ଦେଇଛନ୍ତି ୮୧୦୭୪ ଖଣ୍ଡ ଭୋଟ୍ ।

ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଭୋଟଦାତା ବିଜେଡ଼ି ପ୍ରାର୍ଥୀ ରେମେଶ ଚନ୍ଦ୍ର ବେହେରାଙ୍କୁ ୬୨୦୫୯ ଖଣ୍ଡ ଭୋଟ୍ ଦେଇଥିବା ବେଳେ ବିଜେପିର ରାଘବ ମଲ୍ଲିକଙ୍କୁ ଭୋଟ ମିଳିଛି ୫୫୭୪୩ ଖଣ୍ଡ । ଅର୍ଥାତ୍ ରମେଶ ବେହେରା ରାଘବ ମଲ୍ଲିକଙ୍କ ଠାରୁ ୬୨୯୬ ଖଣ୍ଡ ଭୋଟରେ ଆଗୁଆ ରହି ବିଜୟ ଲାଭ କରିଛନ୍ତି । ସେହିପରି ବିଜେପି ପ୍ରାର୍ଥୀନୀ ସୁରମା ପାଢ଼ୀ ଙ୍କୁ ରଣପୁର ନିର୍ବାଚନ ମଣ୍ଡଳୀର ଭୋଟର୍‌ ୮୧୪୩୯ ଖଣ୍ଡ ଭୋଟ୍ ଦେଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନ ( ବାଦଲ୍)ଙ୍କୁ ଦେଇଛନ୍ତି ୬୫୮୯୫ ଖଣ୍ଡ ଭୋଟ୍ . 

ଶ୍ରୀମତୀ ପାଢ଼ୀ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ପ୍ରାର୍ଥୀଙ୍କ ଠାରୁ ୧୫୫୪୪ ଖଣ୍ଡ ଭୋଟରେ ଆଗୁଆ ରହି ବିଜୟୀ ହୋଇଛନ୍ତି । ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ କୁମାର ସ୍ୱାଇଁ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ପ୍ରଧାନଙ୍କ ଠାରୁ ୭୩୪୩ ଖଣ୍ଡ ଭୋଟରେ ଆଗୁଆ ରହି ବିଜୟ ଲାଭ କରିଛନ୍ତି | ୭୫୫୫୭ ଖଣ୍ଡ ଭୋଟ୍ ଦୁଷ୍ମନ୍ତଙ୍କ ଖାତାକୁ ଯାଇଥିବାବେଳେ ସାବିତ୍ରୀଙ୍କ ଖାତାକୁ ଯାଉଛି ୬୮୨୧୪ ଖଣ୍ଡ ଭୋଟ୍ । ଜିଲ୍ଲାର ଚାରିଗୋଟି ନିର୍ବାଚନ ମଣ୍ଡଳୀର ଅନ୍ୟ ପ୍ରାର୍ଥୀମାନେ ଅମାନତ ହରାଇଥିବା ଖବର ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version