• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ : ଆଜି ସୁଦ୍ଧା ତିନିରଥର ୩୪ ଗୋଟି ଚକ ନିର୍ମାଣ ଶେଷ ହୋଇ – ଦଣ୍ଡା ନିର୍ମାଣ ପାଇଁ ରଥ ଖଳାରେରେ ତିନି ରଥର ପାଞ୍ଚ ଦଣ୍ଡା କାଠ ପଡ଼ିଲା

Proprietor Abhimanyu Maharana by Proprietor Abhimanyu Maharana
June 5, 2024
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ : ଆଜି ସୁଦ୍ଧା ତିନିରଥର ୩୪ ଗୋଟି ଚକ ନିର୍ମାଣ ଶେଷ ହୋଇ – ଦଣ୍ଡା ନିର୍ମାଣ ପାଇଁ ରଥ ଖଳାରେରେ ତିନି ରଥର ପାଞ୍ଚ ଦଣ୍ଡା କାଠ ପଡ଼ିଲା
Share on FacebookShare on TwitterWhatsapp

୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଦୈନନ୍ଦିନ ପରି  ତିନି ରଥର ନିର୍ମାଣକାରୀ ସେବକ ମାନେ ରଥ ଖଳା ଠାରେ ସକାଳ ଘ.୮.୦୦ ଟିକା ରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ବିଶ୍ଵକର୍ମା ସେବକଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା ।

ରଥ ନିର୍ମାଣ ଅଗ୍ରଗତି

ଗତ କାଲି ସୁଦ୍ଧା ତିନି ରଥର ୩୨ ଗୋଟି ଚକ ନିର୍ମାଣ ଶେଷ ହୋଇ ରଥର ବାକି ଅଂଶ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରୀ ରହିଥିଲା

ଆଜି ସୁଦ୍ଧା ତିନିରଥର ୩୪ ଗୋଟି ଚକ ନିର୍ମାଣ ଶେଷ ହୋଇ ଦଣ୍ଡା ନିର୍ମାଣ ପାଇଁ ରଥ ଖଳାରେରେ ତିନି ରଥର ପାଞ୍ଚ ଦଣ୍ଡା କାଠ ପଡ଼ିଲା

ଆଜି ର ନିର୍ମାଣ କାର୍ଯ୍ୟ ଶେଷ ବେଳକୁ ତିନି ରଥ ମୋଟ ୪୨ ଗୋଟି ଚକ ମଧ୍ୟରୁ ୩୪ ଗୋଟି ଚକ ନିର୍ମାଣ ଶେଷ ହୋଇ ଅଛି । ଏଥିସହ ରତିନିରଥ ଅନ୍ୟାନ୍ୟ ଅଂଶ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି, ତିନି ରଥର ନିର୍ମାଣ କାରୀ ସେବକ ମାନେ ସମାନ୍ତରାଳ ଭାବେ ନିର୍ମାଣ କାର୍ଯ୍ୟ ଆଗେଇ ନେଉଛନ୍ତି, ତିନି ରଥର ଓରା, ଓରାଖମ୍ବି, ଭୂଇଁ ଚଉତା ଆଦି ର ଚଉପଟ କାର୍ଯ୍ୟ ଶେଷ କରିଛନ୍ତି,ଏଥିସହ ରଥ ଖଳାରେ ତିନି ରଥର ଦୁଇଟି ଲେଖାଏଁ ସାନ ଉଛୁଳ।

ଅଖ ର ଗୋଲେଇ କାର୍ଯ୍ୟ ଶେଷ ହୋଇ ବାକି ଅଖ ଗୁଡ଼ିକର ଉଭୟ ପାର୍ଶ୍ଵ ଗୋଲେଇ କାର୍ଯ୍ୟ ମହାରଣା ସେବକ ମାନେ ଜାରୀ ରଖିଛନ୍ତି । ଏଥିସହ ତିନି ରଥର ଚକ ସଂଖ୍ୟକ ଯୋକା କାଠର ଚଉପଟ କାର୍ଯ୍ୟ ଜାରୀ ରହିଛି। ତିନି ରଥର ଦଣ୍ଡା ନିର୍ମାଣ ପାଇଁ ରଥ ଅମୀନ ଆଜି ତିନି ରଥ ଖଳାକୁ ୩ ଗୋଟି ଲେଖାଏଁ ୪୦ ଫୁଟିଆ ସାହାଜ କାଠ ଏବଂ ୨ ଟି ଲେଖାଏଁ ୪୦ ଫୁଟିଆ ଧଉରା କାଠ ଯୋଗାଇ ଦେଇଛନ୍ତି, ଅନୁକୂଳ ପୂଜା ପରେ ତିନି ରଥର ଦଣ୍ଡା ଚଉପଟ କାର୍ଯ୍ୟ ଆରମ୍ଭ ହେବ ।

ତାଳଧ୍ଵଜ ରଥ ଚାଳି

ତାଳଧ୍ଵଜ ରଥର ୧୧ ନମ୍ୱର୍ ଚକର ଗୋଟିଏ ପଇ ବଦଳା ଯିବାକୁ ଥିବା ବେଳେ ୧୨ ନମ୍ବର ଚକର ତୁମ୍ବ ରେ ସିଙ୍ଗଡ଼ା ବାଡ଼ିଆ ଶେଷ ହୋଇଅଛି । ତାଳଧ୍ଵଜ ରଥର ବାକି ଅଂଶ ଗୁଡ଼ିକ ର ନିର୍ମାଣ କାର୍ଯ୍ୟ ଜାରୀ ରହିଛି ।

*ତାଳଧ୍ଵଜ ରଥର ଆଗ,ପଛ ଏବଂ ଦୁଇ ପାର୍ଶ୍ଵ ମୁହାଁଟ ଚଉପଟ କାର୍ଯ୍ୟ ଶେଷ ।
*ଆଠ ଗୋଟି ଭୂଇଁ ଖାମ୍ବୀ ର ଚଉପଟ ସହ ସାଲ କାର୍ଯ୍ୟ ଶେଷ ହୋଇଅଛି ।
*ତାଳଧ୍ଵଜ ରଥର ୧୬ ଗୋଟି ଯୋକା ମଧ୍ୟରୁ ଆଜି ସୁଦ୍ଧା ୭ ଗୋଟି ଯୋକାର ନିର୍ମାଣ ଶେଷ ହୋଇ ବାକି ବାକି ଯୋକା ଗୁଡ଼ିକର ଚଉପଟ କାର୍ଯ୍ୟ ଜାରୀ ରହିଛି ।
*ଆଜି ସୁଦ୍ଧା ତଳଧ୍ଵଜ ରଥର ଗୋଟିଏ ନାହାକା ଅଖ , ଦୁଇଟି ସାନ ଉଛୁଳ । ଅଖ ର ଦୁଇ ପାର୍ଶ୍ଵ ଗୋଲେଇ କାର୍ଯ୍ୟ ଶେଷ ହେବାପରେ, ବାକି ତିନୋଟି ଅଖର ଉଭୟ ପାର୍ଶ୍ଵ ଗୋଲେଇ ପାଇଁ ଚଉପଟ କାର୍ଯ୍ୟ ଜାରୀ ରହିଛି ।
*ଚରି ଗୋଟି ଓରା ର ଚଉପଟ କାର୍ଯ୍ୟ ଶେଷ ହୋଇଛି ।

ଦର୍ପଦଳନ ରଥ ଚାଳି

ଦର୍ପ ଦଳନ ରଥର ଆଜି ସୁଦ୍ଧା ୧୦ ଗୋଟି ଚକ ନିର୍ମାଣ ଶେଷ ହୋଇ ୧୧ନମ୍ୱର୍, ଚକ ତୁମ୍ବ ରେ ସିଙ୍ଗଡ଼ା ବାଡ଼ିଆ ଶେଷ ହୋଇ ଅଛି। ଦର୍ପଦଳନ ରଥର ବାକି ଅଂଶ ଗୁଡ଼ିକ ମଧ୍ୟରୁ…

*ଚରିଗୋଟି ଓରା ର ଚଉପଟ ଶେଷ ।
*ଦୁଇଟି ସାନ ଉଛୁଳ । ଅଖର୍ ଚଉପଟ ଶେଷ ହୋଇ ବାକି ୪ ଗୋଟି ଅଖର ଉଭୟ ପାର୍ଶ୍ଵ ଗୋଲେଇ ପାଇଁ ଚଉପଟ କାର୍ଯ୍ୟ ଜାରୀ ।
*ଦର୍ପଦଳନ ରଥର ୧୨ଗୋଟି ଯୋକା ମଧ୍ୟରୁ୧୦ ଟି ଯୋକ ଶେଷ ହୋଇ ଶେଷ ଦୁଇଟି ଯୋକାର୍ ଆଂଶ ମାରା ଶେଷ ପର୍ଯ୍ୟାୟରେ ।

ନନ୍ଦିଘୋଷ ରଥ ଚାଳି

ଆଜିସୁଦ୍ଧା ବନ୍ଦିଘୋଷ ରଥର ୧୪ ଗୋଟି ଚକର ନିର୍ମାଣ ଶେଷ ହୋଇ ୧୫ ନମ୍ୱର୍ ଚକର ତୁମ୍ବ ରେ ସିଙ୍ଗଡ଼ା ବାଡିଆ ଶେଷ ହୋଇ । ରଥର ବାକି ଅଂଶ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି।

*ଚରୀଗୋଟି ମୁହାଁଟ ଚଉପଟ ଶେଷ
*୧୬ ଗୋଟି ଯୋକା ରୁ ୫ ଗୋଟି ଯୋକ। ର ନିର୍ମାଣ ଶେଷ ପରେ ବାକି୧୧ଟି ଜୋକାର ଚଉପଟ ଜାରୀ
*ଚରି ଗୋଟି ଓରା ର ଚଉପଟ ଶେଷହୋଇ ବିନ୍ଧ କାର୍ଯ୍ୟ ଶେଷ।
*ଆଜି ସୁଦ୍ଧାଦୁଇଟି ସାନ ଉଛଳା ଅଖର୍ ଉଭୟ ପଟ ଗୋଲେଇ ଶେଷ ପରେ ବାକି ୫ଗୋଟି ଅଖର ଉଭୟ ପାର୍ଶ୍ଵ ଗୋଲେଇ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ରୂପକାର ଚାଳି

ରୂପକାର ସେବକ ମାନେ ତିନି ରଥର ଗୁଯରେ ରୂପ ଖୋଦେଇ ସହ ଖୋଦେଇ ଶେଷ ହୋଇଥିବା ରୂପ ଗୁଡ଼ିକର ପଲିସ କାର୍ଯ୍ୟ ଜାରୀ ।

କମାର ଶଳ

ଦୋଳ ବେଦୀ ଅସ୍ଥାୟୀ କମାର ଶାଳ ରେ ଓଝା ସେବକ ମାନେ ତିନି ରଥର ଅଖ ଦଣ୍ଡା ବିଡିଆ ଏବଂ ଚଉରସ କଣ୍ଟା ସହ ଯୋଖା କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି । ତା୩.୬.୨୦୨୪,ସୋମବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ଚତ୍ରୁବିଂଶ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୬ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ(ପାଣିବାଲା) ୧ ମୋଟ – ୨୦୦ ଜଣ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version