• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭୀ ମୋହନାରେ କଂଗ୍ରେସ ପ୍ରାର୍ଥୀ ବିଜୟୀ : ମହଲରେ କର୍ମୀଙ୍କ ଆନନ୍ଦ

Proprietor Abhimanyu Maharana by Proprietor Abhimanyu Maharana
June 8, 2024
in ଓଡ଼ିଶା, ଗଜପତି, ହୋମ୍
0
ବିଧାନସଭୀ ମୋହନାରେ କଂଗ୍ରେସ ପ୍ରାର୍ଥୀ ବିଜୟୀ : ମହଲରେ କର୍ମୀଙ୍କ ଆନନ୍ଦ
Share on FacebookShare on TwitterWhatsapp

୦୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ବ୍ରହ୍ମପୁର ଲୋକସଭା ଅନ୍ତର୍ଗତ ଗଜପତି ଜିଲ୍ଲାର ୨ ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଆଜି ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଶ୍ରୀ ଦାଶରଥି ଗମାଙ୍ଗ ବିଜୟୀ ହୋଇଛନ୍ତି । ଶ୍ରୀ ଗମାଙ୍ଗ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ମଲ୍ଲିକଙ୍କ ଠାରୁ ୪, ୨୨୮ ଟି ଅଧିକ ଭୋଟ ପାଇ ବିଧାୟକ ଭାବେ ବିଜୟୀ ହୋଇଛନ୍ତି ।

ଏଠାରେ ଶ୍ରୀ ଦାଶରଥି ଗମାଙ୍ଗ ୬୨, ୦୮୦ ଟି ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ଶ୍ରୀ ପ୍ରଶାନ୍ତ ମଲ୍ଲିକ ୫୭, ୮୫୨ ଟି ଭୋଟ ପାଇଛନ୍ତି । ମୋହନା ନିର୍ବାଚନ ମଣ୍ଡଳୀ ବାସୀ ଭୋଟ ଗଣତି ର ପ୍ରତ୍ୟେକ ରାଉଣ୍ଡ ର ଫଳାଫଳ ଜାଣିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସଂପୃକ୍ତ ମହାବିଦ୍ୟାଳୟର ଖେଳ ପଡିଆ ଠାରେ ମେଗା ସ୍କ୍ରିନ ମାଧ୍ୟମରେ ପ୍ରଦର୍ଶନ କରାଯିବା ବ୍ୟବସ୍ଥା ହୋଇଥିଲା । ମୋହନାରେ କଂଗ୍ରେସ ପ୍ରାର୍ଥୀ ବିଧାୟକ ଭାବେ ବିଜୟୀ ହୋଇଥିବା ଯୋଗୁଁ ଉଭୟ ଦଳର ସମର୍ଥକ ଓ କର୍ମକର୍ତ୍ତା ମାନଙ୍କ ମହଲରେ ଆନନ୍ଦ ଖେଳିଯାଇଛି । କଡା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version