• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥ ୩୯ ଗୋଟି ଚକ ଉଭୟ ପାର୍ଶ୍ଵ ପନ୍ଦାରି ରେ ଦୁଇଟି ଲେଖାଏଁ ପନ୍ଦାରି ଚାବି ବା ପନ୍ଦାରି ଯୋକିଆ

Proprietor Abhimanyu Maharana by Proprietor Abhimanyu Maharana
June 8, 2024
in ଓଡ଼ିଶା, ପୁରୀ, ହୋମ୍
0
ତିନି ରଥ ୩୯ ଗୋଟି ଚକ ଉଭୟ ପାର୍ଶ୍ଵ ପନ୍ଦାରି ରେ ଦୁଇଟି ଲେଖାଏଁ ପନ୍ଦାରି ଚାବି ବା ପନ୍ଦାରି ଯୋକିଆ
Share on FacebookShare on TwitterWhatsapp

୦୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଆଜି ସକାଳ ଘ.୮.୦୦ ଟିକା ସମୟ ରେ ତିନି ରଥର ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।

ରଥ ନିର୍ମାଣ ଅଗ୍ରଗତି

(ଗତକାଲି ସୁଦ୍ଧା ତିନି ରଥର ୩୯ ଗୋଟି ଚକ ନିର୍ମାଣ ଶେଷ ହେବାସହ ବାକି ତିନି ଚକ ନିର୍ମାଣ ପାଇଁ ଯନ୍ତାଗାଡ଼ ଠାରେ ତିନି ତୁମ୍ବ ରେ ଅର ସଂଯୋଗ ହୋଇ କଣ୍ଟା ବାଡିଆ ବା ସିଙ୍ଗଡ଼ା ବାଡିଆ କାର୍ଯ୍ୟ , ମୁହାଁଟ ବିନ୍ଧ ଏବଂ ତିନି ରଥର ପାଞ୍ଚ ଦଣ୍ଡା ଚଉପଟ କାର୍ଯ୍ୟ ଆରମ୍ଭ ହୋଇଥିଲା) ତିନିରଥ ଶେଷ ତିନି ଚକ ନିର୍ମାଣ

ଶେଷ ପର୍ଯ୍ୟାୟରେ

ତିନି ରଥ ୩୯ ଗୋଟି ଚକ ଉଭୟ ପାର୍ଶ୍ଵ ପନ୍ଦାରି ରେ ଦୁଇଟି ଲେଖାଏଁ ପନ୍ଦାରି ଚାବି ବା ପନ୍ଦାରି ଯୋକିଆ

ବାଡିଆ ଶେଷ

ଆଜି ତିନି ରଥର ବାକି ରହିଥିବା ଗୋଟିଏ ଗୋଟିଏ ଚକ ର ଅଖ ବିନ୍ଧ ତୁଲିଆ କାର୍ଯ୍ୟ ସହ ପଇ କଳସା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି । ଏଥିସହ ଆଜି ଓଝା ସେବକ ମାନେ ତିନି ରଥର ଶେଷ ହୋଇଥିବା ୩୯ ଗୋଟି ଚକ ଉଭୟ ପାର୍ଶ୍ଵ ପନ୍ଦାରି ରେ ଦୁଇଟି ଲେଖାଏଁ ଜୋକିଆ କଣ୍ଟା ବା ପନ୍ଦାରି ଚାବି ବାଡିଆ ଶେଷ କରିଛନ୍ତି (ଚକ ଗଡିବା ବେଳେ ତୁମ୍ବ ଅଖ ବିନ୍ଧ ରୁ ଲାଗିଥିବା

ଲହ୍ୱ ବଳା ବା ପନ୍ଦାରି ବଳା ବାହାରି ନଯିବା ପାଇଁ ଅନ୍ଦାରି କୁ ସୁରକ୍ଷା ଦେବାକୁ ଏହି ପନ୍ଦାରି ଚାବି ବା ଜୋକିଆ କଣ୍ଟା ବାଡିଆ ଯାଇଥାଏ) ଏଥି ସହ ଆଜି ସୁଦ୍ଧା ତିନି ରଥର ପ୍ରଥମ ଭୂଇଁ, ଦ୍ୱିତୀୟ ଭୂଇଁ ଏବଂ ଅଗ ଭୂଇଁ ପାଇଁ ଉଦ୍ଦିଷ୍ଟ ୧୨ ଗୋଟି ଭୂଇଁ ଚଉତା କାଠର ଚଉପଟ କାର୍ଯ୍ୟ ଶେଷ ହୋଇ ବିନ୍ଧ ପାଇଁ ମାପ ଚିହ୍ନ ପଡ଼ିଅଛି। ଏଥିସହ ତିନିରଥ ପାଞ୍ଚ ଦଣ୍ଡା ଚଉପଟ କାର୍ଯ୍ୟ ଜାରୀ ରହିଛି। ତିନି ରଥର ପାଞ୍ଚ ଦଣ୍ଡା ଚଉପଟ କାର୍ଯ୍ୟ ଶେଷ ହେବା ପରେ ତିନି ରଥର ଗରଗରା ଏବଂ ନାହାକା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

*ଏଥିସହ ଆଜି କରତୀ ସେବକ ମାନେ ନନ୍ଦି ଘୋଷ ରଥର ପୋଲ ଗୟଳ ଚିରଟ ପାଇଁ ୪୦ ଫୁଟିଆ ପୋଲ ଗୟଳ କାଠର ଗୋଟିଏ ପାର୍ଶ୍ଵ ବାରିସୀରେ ଚାଞ୍ଛି ସମତଳ କରିଛନ୍ତି ଅନ୍ୟ ପାର୍ଶ୍ଵ ସମତଳ କାର୍ଯ୍ୟ ଶେଷ ପରେ ଚିରଟ କାର୍ଯ୍ୟ ଆରମ୍ଭ ହେବ।

*ରୂପକାର ସେବକ ମାନେ ତିନି ରଥର କୋଣ ଗୁଜରେ ରୂପ ଖୋଦେଇ ଜାରୀ ରଖିବା ସହ ଖୋଦେଇ ଶେଷ ହୋଇଥିବା ରୂପ ଗୁଡ଼ିକର ପଲିସ କାର୍ଯ୍ୟ ଜାରୀ ରହିଛି।

*ଦୋଳ ବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକ ମାନେ ଦଣ୍ଡା କଣ୍ଟା, ଗରାଗରା କଣ୍ଟା ଶେଷ କଲାପରେ ଗୟଳ କଣ୍ଟା ଏବଂ ଭୂଇଁ କଣ୍ଟା ଏବଂ ଚାର ପରିଛା ବିଡିଆ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି।

*ଆଜି ତିନି ରଥର ଭୋଇ ସେବକ ମାନେ ଯନ୍ତା ଗାଡ଼ କାର୍ଯ୍ୟ ଶେଷ ହୋଇଥିବାରୁ ଯନ୍ତା ଗାଡ଼ ରେ ମାଟି ପକାଇ ଯନ୍ତାଗାଡ ବନ୍ଦ କରିଛନ୍ତି।

ତା ୭.୬.୨୦୨୪, ଶୁକ୍ରବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ୨୮ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୭ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ (ପାଣିବାଲା) ୧ ମୋଟ – ୨୦୧ ଜଣ (ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version