• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥ ଚାରି ନାହାକା ଗୁଡ଼ିକର ଅଗ ଏବଂ ମୂଳ ସାଲ କାର୍ଯ୍ୟ ଶେଷ

Proprietor Abhimanyu Maharana by Proprietor Abhimanyu Maharana
June 13, 2024
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ତିନି ରଥ ଚାରି ନାହାକା ଗୁଡ଼ିକର ଅଗ ଏବଂ ମୂଳ ସାଲ କାର୍ଯ୍ୟ ଶେଷ
Share on FacebookShare on TwitterWhatsapp

ସବୁଦିନ ପରି ଆଜି ସକାଳ ଘ.୮.୦୦ ଟିକା ରେ ତିନି ରଥର ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣା ଙ୍କ ନିର୍ଦ୍ଦେଶ ପ୍ରକାରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।

ରଥ ନିର୍ମାଣ ଅଗ୍ରଗତି

( ଗତକାଲି ତିନି ରଥର ସମସ୍ତ ଅଖରେ ଚକ ସଂଯୋଗ ସହ ତିନି ରଥର ଚଉପଟ ଚାରି ନାହାକା ଗୁଡ଼ିକର ଆଠ କୋଣୀ ଆଁସ ମରା କାର୍ଯ୍ୟ ଜାରୀ ରହିଥିଲା )

ତିନି ରଥ ଚାରି ନାହାକା ଗୁଡ଼ିକର ଅଗ ଏବଂ ମୂଳ ସାଲ କାର୍ଯ୍ୟ ଶେଷ

ତାଳଧ୍ଵଜ,ଦର୍ପଦଳନ ଏବଂ ନନ୍ଦିଘୋଷ ରଥର ଆଗ ଆଣି ଏବଂ ପଛ ଆଣି ଢ଼ମକ ର ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ।

ତିନି ରଥର ଦୁଇଗୋଟି ଲେଖାଏଁ ଧୂଳି ଦଣ୍ଡାର ନିର୍ମାଣ କାର୍ଯ୍ୟ ଶେଷ ।

ତିନି ରଥ ପାଇଁ ତିନି ଗୋଟି ୨୦ ଫୁଟିଆ ‘ଚାର ପରିଛା’ ର ଚଉପଟ କାର୍ଯ୍ୟ ଶେଷ ।

ନନ୍ଦିଘୋଷ ରଥର ଦୁଇଗୋଟି ପୋଲ ଗୟଳ ର ଚଉପଟ କାର୍ଯ୍ୟ ଜାରୀ ।

ଏତଦ୍ ବ୍ୟତୀତ ମହାପ୍ରଭୁଙ୍କ ଅନବସର ଗ୍ରୁହ ପ୍ରସ୍ତୁତ ପାଇଁ ତାଳଧ୍ଵଜ ରଥର ମୁଖ୍ୟ ମହାରଣାଙ୍କ ତତ୍ତ୍ୱାବଧାନରେ ତିନି ଗୋଟି ୨୦ ଫୁଟିଆ ଅଣସର ଗୟଳ ଚଉପଟ କାର୍ଯ୍ୟ ଜାରୀରହିଛି ।

ଆଜିସୁଦ୍ଧା ତାଳଧ୍ଵଜ ରଥ ଏବଂ ନନ୍ଦିଘୋଷ ରଥର ପାଞ୍ଚ ଦଣ୍ଡା ଏବଂ ଦୁଇଟି ଲେଖାଏଁ ପାର୍ଶ୍ଵ ଦଣ୍ଡା ଚଉପଟ ସହ ଦୁଇ ମୁଖ ସାଲ କାର୍ଯ୍ୟ ଶେଷ .

ଦର୍ପ ଦଳନ ରଥର ପାଞ୍ଚ ଦଣ୍ଡା ଏବଂ ଦୁଇ ପାର୍ଶ୍ଵ ଦଂଡାକୁ ମିଶାଇ ସାତ ଗୋଟି ଦଣ୍ଡା ମଧ୍ୟରୁ ୫ଗୋଟି ଦଣ୍ଡାର ଚଉପଟ ସହ ଦୁଇମୁଖ ସାଲ କାର୍ଯ୍ୟ ଶେଷ ବାକି ଦୁଇଟି ଦଣ୍ଡାର ଚଉପଟ ଶେଷ ପର୍ଯ୍ୟାୟରେ ।

କରତୀ ସେବକ ମାନେ ଦର୍ପ ଦଳନ ରଥର ପୋଲ ଗୟଳ ର ଦୁଇ ପାର୍ଶ୍ଵ ବାରିଶି ରେ ସମତଳ ଶେଷ କରି ଚିରଟ କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଦୋଳ ବେଦୀ ପରିସରରେ ପାହି ମହାରଣା ମାନେ ଅଣସର ପାଇଁ ମହାପ୍ରଭୁଙ୍କ ପାଟ ଡୋରି (ପଇତା) ବୋଳୀବାକୁ ପାଟରା ସେବକ ମାନଙ୍କ ପାଇଁ ବାଉଁଶ ନିର୍ମିତ ନଳ,ବାଉଁଶ ନିର୍ମିତ କାଠି,କାଠ ନିର୍ମିତ କିଳା ନିର୍ମାଣ ଶେଷ କରି ରଥ ଯାତ୍ରାରେ ଶ୍ରୀଜୀଉ ଙ୍କ ବେଶ କରିବା କୁ ସିଂହାରୀ ସେବକଙ୍କ ପାଇଁ ବେଶ ଘୋଡିଆ ତିନିଗୋଟି ନିର୍ମାଣ କରୁଛନ୍ତି ।

ରୂପକାର ସେବକ ମାନେ ତିନି ରଥର ବେଦୀ ସିଂହାସନ ମୁହାଁଟି ରେ ଚିତ୍ର ଖୋଦେଇ ଜାରୀ ରଖିଛନ୍ତି ।

ଦୋଳ ବେଦୀ ଅସ୍ଥାୟୀ କମାର ଶାଳ ରେ ତିନି ରଥର ଓଝା ସେବକ ମାନେ ବାକି ରହିଥିବା ଯୋକା କଣ୍ଟା ନିର୍ମାଣ ସାରି ଆଗ ପାତେଳି ଦୁଆର ବେଢ଼ା କଣ୍ଟା କରୁଛନ୍ତି ।

ତା୧୨.୬.୨୦୨୪,ବୁଧବାର ରଥଖଳା :-

ରଥ ନିର୍ମାଣ କାର୍ଯ୍ୟ ୩୩ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୮ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ(ପାଣିବାଲା) ୧ ମୋଟ – ୨୦୨ ଜଣ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version