• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଲାଙ୍ଗିର ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ – ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ 

Proprietor Abhimanyu Maharana by Proprietor Abhimanyu Maharana
June 11, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବଲାଙ୍ଗିର ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ – ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ 
Share on FacebookShare on TwitterWhatsapp

୧୧ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବଲାଙ୍ଗିର :->  ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ ଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ , ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା,

ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର , ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ଆସିଷ୍ଟାଣ୍ଟ କଲେକ୍ଟର (ଜରୁରୀକାଳିନ ବିଭାଗ) ସସ୍ମିତା ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ଅଗ୍ନିଶମ ଏବଂ ଓଡ୍ରାଫ ର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବ୍ଲକ ମୁଖ୍ୟାଳୟ ଓସ୍ୱାନ ହଲ ଠାରେ ସମ୍ପୃକ୍ତ ଉପ ଜିଲ୍ଲାପାଳ ,ପଞ୍ଚାୟତ ସମିତି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ପୌର ପରିଷଦ ଓ ଏନଏସି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ବିଡିଓ ,ତହସିଲଦାର ତଥା ବିଭିନ୍ନ ବିଭାଗର ଅଧିକାରୀ ମାନେ ଅଭାଷୀ ମାଧ୍ୟମରେ ଏହି ବୈଠକରେ ଉପସ୍ଥିତ ଥିଲେ ।

ଜିଲ୍ଲାପାଳ ଓଡ଼ିଶା ବିପର୍ଯ୍ୟୟ ମୁକାବିଲା କ୍ଷେତ୍ର ରେ ଶ୍ରେଷ୍ଠ ଥିବା ଜଣେଇଥିଲେ । ତେଣୁ ଏହା କିପରି ବଳବତ୍ତର ରହିବ ସେଥିପାଇଁ ସମସ୍ତ ବିଭାଗ ସମନ୍ବୟ ରକ୍ଷା କରି କାମ କରିବାକୁ ନିର୍ଦେଶ ଦେଇଥିଲେ । ବୈଠକରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ତଥା କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା ଓ ବାତ୍ୟା ର ମୁକାବିଲା ନିମନ୍ତେ ଜିଲ୍ଲାରେ ପ୍ରାକ ପ୍ରସ୍ତୁତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ବୈଠକରେ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଜିଲ୍ଲା କାର୍ଯ୍ୟାଳୟ ,ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକରେ କଣ୍ଟ୍ରୋଲ ରୁମ ଖୋଲାଯିବ । ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ପାଣି ଜମିରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ,ବର୍ଷା ପୂର୍ବରୁ ସମସ୍ତ ନାଲା ଗୁଡିକୁ ସଫା କରିବା ,ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଲକ୍ଷ୍ମୀଜୋର ର ସଫେଇ କାର୍ଯ୍ୟ କୁ ତ୍ୱରାନ୍ୱିତ କରି ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜଳ ଯୋଗାଣ କୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନ ରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣ ର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଏତଦବ୍ୟତୀତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ସାପ କାମୁଡା ଇଂଜେକସନ ଉପଲବ୍ଧ ଥିବା ସିଡିଏମଓ ଗୃହ କୁ ଜଣେଇଥିଲେ । ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା ସହ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ଔଷଧ ରଖିବା ଓ ଟୀକାକରଣ କରିବାକୁ ସିଡିଭିଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଚୂଡା ,ଚାଉଳ ,କିରୋସିନୀ ,ଦିଆସିଲି ,ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ମହଜୁଦ କରି ରଖିବା ,

ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ,ପୌର ପରିଷଦ ଏବଂ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ ,ବସ୍ତି ରେ ଥିବା ନାଳ ଗୁଡିକୁ ଯଥାଶୀଘ୍ର ସଫେଇ କରିବାକୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ,ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ବୈଠକ ଶେଷରେ ଜିଲ୍ଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

September 22, 2026
Nandan Dwibedi receives Yuva Bharati Samman

Nandan Dwibedi receives Yuva Bharati Samman

September 22, 2026
ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version