• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଙ୍କ ଶ୍ରୀଜୀଉ ଦର୍ଶନ ଓ ସୁଆଣ୍ଡୋ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
June 13, 2024
in ଓଡ଼ିଶା, ପୁରୀ, ହୋମ୍
0
ମୁଖ୍ୟମନ୍ତ୍ରୀ ଙ୍କ ଶ୍ରୀଜୀଉ ଦର୍ଶନ ଓ ସୁଆଣ୍ଡୋ ପରିଦର୍ଶନ
Share on FacebookShare on TwitterWhatsapp

ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଗୋପବନ୍ଧୁଙ୍କ ଗାଁରେ ବୁଲିଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସହ ମିଶିଲେ

ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତି ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି,
ଖୁବ୍ ଶୀଘ୍ର ପୂରଣ ହେବ

୧୩ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଯାଇଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ,ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ବାର୍ତ୍ତାଳାପ କରିଥିଲେ ।

ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ।

ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version