• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୂତନ ସରକାରଙ୍କ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 13, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୂତନ ସରକାରଙ୍କ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ
Share on FacebookShare on TwitterWhatsapp

ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା

୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର

ଶ୍ରୀମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ

ଆସିବ ‘ସମୃଦ୍ଧ କୃଷକ ନୀତି’, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି ହେବ

ସୁଭଦ୍ରା ଯୋଜନାରେ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଭାଉଚର

୧୦୦ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବ ସଂକଳ୍ପ

୧୨ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି । କ୍ୟାବିନେଟ୍‌ ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟଗଣଙ୍କ ଉପସ୍ଥିତିରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଲେ ଯେ ଓଡିଶାର ସାଢେ ଚାରି କୋଟି ଜନସାଧାରଣଙ୍କ ବିଭିନ୍ନ ପ୍ରସଙ୍ଗକୁ ଗୁରୁତ୍ବ ଦିଆଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଭାରତୀୟ ଜନତା ପାର୍ଟିର ସଂକଳ୍ପ ପତ୍ରକୁ ଗ୍ରହଣ କରି ରାଜ୍ୟ କ୍ୟାବିନେଟ ଆଜି ୪ଟି ପ୍ରସ୍ତାବ ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଆସନ୍ତାକାଲି ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ କିଛି ବର୍ଷ ହେବ ତିନି ଦ୍ବାର ବନ୍ଦ ଥିବା ହେତୁ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାଦ୍ବାରା ଭକ୍ତ ଓ ଭଗବାନଙ୍କ ଭିତରେ ଏକ ବ୍ୟବଧାନ ସୃଷ୍ଟି ହେଉଥିଲା । ଚାରି ଦ୍ବାର ଖୋଲାଯିବା ଦ୍ବାରା ଏହି ବ୍ୟବଧାନ ଦୂର ହେବ । ଦ୍ବିତୀୟ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରର ଉନ୍ନତିକରଣ, ସଂରକ୍ଷଣ, ବିକାଶ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୫୦୦ କୋଟି ଟଙ୍କାର ଏକ କର୍ପସ ଫଣ୍ଡର ବ୍ୟବସ୍ଥା କରିବେ।

ତୃତୀୟ ନିଷ୍ପତ୍ତି ହେଉଛି ରାଜ୍ୟର କୃଷକ ଭାଇଭଉଣୀ ମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀ ମାନଙ୍କୁ ଦିଆଯାଇଥିବା ପ୍ରତିଶୃତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।

ଚତୁର୍ଥ ନିଷ୍ପତ୍ତି ଅନୁଯାୟୀ ମହିଳା ମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା (guidelines) ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version