• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

Proprietor Abhimanyu Maharana by Proprietor Abhimanyu Maharana
June 13, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ , ଶପଥ ପାଠ କରାଇଲେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ମଞ୍ଚ ଉପରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

୧୨ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଅପରାହ ୫ ଘଟିକାରେ ଜନତା ମଇଦାନଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଶପଥ ପାଠ କରାଇଛନ୍ତି । ମାନ୍ୟବର ରାଜ୍ୟପାଳ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରାଇଛନ୍ତି ।

ଏହି ଅବସରରେ ଶ୍ରୀ ସୁରେଶ ପୂଜାରୀ, ଶ୍ରୀ ରବି ନାରାୟଣ ନାଏକ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ଶ୍ରୀ ବିଭୂତି ଭୂଷଣ ଜେନା, ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଶ୍ରୀ ପ୍ରଦୀପ ବଳସାମନ୍ତ, ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ଶ୍ରୀ ସମ୍ପଦ ଚରଣ ସ୍ୱାଇଁ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ । ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା, ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନିତୀନ ଗଡ଼କରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରସାୟନ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନ, ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳବାଇ ଓ ସୂଚନା ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍‌ ଓରାମ୍‌, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବ,

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ଡ. ହେମନ୍ତ ବିଶ୍ୱଶର୍ମା, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେବ ସାଏ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା, ଗୁଜୁରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ତି୍ରପୁରାର ମୁଖ୍ୟମନ୍ତ୍ରୀ ଡ. ମାନିକ୍‌ ସାହା,

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମୀ, ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସିଂ ସୈନୀ, ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାମନ୍ତ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ ଉପସ୍ଥିତିରେ ଏହି ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଜ୍ୟପାଳ ଶ୍ରୀ ରଘୁବର ଦାସ ମଞ୍ଚରେ ପହଞ୍ଚିବା ପରେ ପୋଲିସ୍‌ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ଏବଂ ରାଜ୍ୟ ସଂଗୀତ ‘

ବନ୍ଦେ ଉତ୍କଳ ଜନନୀ’ ପରିବେଷଣ କରାଯାଇଥିଲା । ଶପଥ ଗ୍ରହଣ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ଓଡ଼ିଶୀ ସହ ବିଭିନ୍ନ ଲୋକନୃତ୍ୟ ପରିବେଷିତ ହୋଇଥିଲା । ଶପଥ ଗ୍ରହଣ ସମାରୋହରେ ହଜାର ହଜାର ଦର୍ଶକ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version