• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାଙ୍ଗିଲା ମିଶନ୍ ଶକ୍ତି : ସ୍ୱାମୀମାନଙ୍କ ପାଖକୁ ଫେରିଲେ ସାବିତ୍ରୀ …!!

Proprietor Abhimanyu Maharana by Proprietor Abhimanyu Maharana
June 14, 2024
in ଓଡ଼ିଶା, ବାଲେଶ୍ଵର, ମନୋରଞ୍ଜନ, ହୋମ୍
0
ଭାଙ୍ଗିଲା ମିଶନ୍ ଶକ୍ତି : ସ୍ୱାମୀମାନଙ୍କ ପାଖକୁ ଫେରିଲେ ସାବିତ୍ରୀ …!!
Share on FacebookShare on TwitterWhatsapp

୧୩ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲେଶ୍ୱର :->  ଆସ୍ୱସ୍ଥ ଓଡିଶାର ସତ୍ୟବାନ ମାନେ । ବିଜେଡି ବହାରିବାରୁ ସାବିତ୍ରୀମାନେ ଘରୁବାହାରକୁ ନଯାଇ ନିଜର ସ୍ୱାମୀମାନଙ୍କ ପାଖରେ ଥିଲେ । ଅବଶ୍ୟ ବିଜେଡି ଜିତିଥିଲେ କ’ଣ ଗୋଟେ ନୂଆ ଯୋଜନା ହୋଇଥାଆନ୍ତା । କରମ ଆଦରି ଏବେ ଭାଳେଣି ପଡିଲାଣି ସ୍କୁଟି ପଇସା ଏବଂ ଯୋଜନାରେ ଆଣିଥିବା ଲୋନ୍ କିପରି ସୁଝିବେ । ତେଣୁ ସ୍ୱାମୀ ମାନଙ୍କର ସାହାର୍ଯ୍ୟ ନିତାନ୍ତ ଆବଶ୍ୟକ । ସ୍ୱାମୀଙ୍କ ଦୀର୍ଘାୟୁ କାମନା ପାଇଁ ଉପବାସ ରହି ସାବିତ୍ରୀ ବ୍ରତ ପୂଜା କରିବାକୁ ମହାଦେବ ମନ୍ଦିର ଆସିଥିଲେ ମହିଳା । ହେଲେ ମନ୍ଦିରରେ ପୂଜାର୍ଚ୍ଚନା କରିବେ କ’ଣ, ପିଟାପିଟ୍ ଲାଗିଲେ ।ପରିସ୍ଥିତି ଏମିତି ହେଲା ଯେ ପୁଲିସ୍‌..? କୁ ଆସିବା ପାଇଁ ପଡ଼ିଲା । ଆଜି ସକାଳେ ଏପରି ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି । ଜଳେଶ୍ୱର ଥାନା ମହୁଲିଆ ଗାଁରେ ରହିଛି ମହାଦେବ ମନ୍ଦିର । ଏହି ମନ୍ଦିରରେ ଥିବା ପୂଜକ  ପ୍ରତିଦିନ ଭୋଲେବାବାଙ୍କୁ ପୂଜା କରନ୍ତି । ଆଜି ସକାଳେ ସାବିତ୍ରୀ ବ୍ରତ ଥିବାରୁ ପୂଜା ପାଇଁ ବହୁ ମହିଳାଙ୍କ ଭିଡ୍‌..? ପରିଲକ୍ଷିତ ହୋଇଥିଲା । ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ମହିଳାମାନେ ପୂଜା କରିବା ପାଇଁ ଆସିଥିଲେ । ମନ୍ଦିରରେ ପୂଜାର୍ଚ୍ଚନା ଚାଲିଥିବା ବେଳେ ଅନ୍ୟ ଏକ ଗୋଷ୍ଠୀର ମହିଳାମାନେ ଆଉ ଜଣେ ପୂଜକଙ୍କ ମାଧ୍ୟମରେ ସାବିତ୍ରୀ ବ୍ରତ ପୂଜା କରିବାକୁ ଚାହିଁଥିଲେ । ହେଲେ ପୂର୍ବରୁ ମନ୍ଦିରରେ ପୂଜା କରୁଥିବା ମହିଳାମାନେ ବିରୋଧ କରିଥିଲେ ।ସାବିତ୍ରୀ ବ୍ରତ ପୂଜାକୁ ନେଇ ମନ୍ଦିରରେ ଦୁଇ ଗୋଷ୍ଠୀର ମହିଳାଙ୍କ ଭିତରେ ଯୁକ୍ତିତର୍କ ହୋଇଥିଲା । ପରବର୍ତ୍ତୀ ସମୟରେ ଯୁକ୍ତିତର୍କ ଠେଲାପେଲାରେ ପରିଣତ ହୋଇଥିଲା । ୩୦ରୁ ୪୫ ମିନିଟ୍ ଧରି ଚାଲିଥିଲା ଠେଲାପେଲା । ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗାଁ ଲୋକେ ହସ୍ତକ୍ଷେପ କରିଥିଲେ । ମାତ୍ର କୌଣସି ସୁଫଳ ମିଳିନଥିଲା । ବରଂ ପରିସ୍ଥିତି ଭୟଙ୍କର ହେଉଥିଲା । ଏ ସମ୍ପର୍କରେ ଖବର ପାଇ ଜଳେଶ୍ୱର ଥାନା ପୁଲିସ୍‌ ମନ୍ଦିରରେ ପହଞ୍ଚି ଦୁଇ ପକ୍ଷ ମହିଳାଙ୍କୁ ବୁଝାସୁଝା କରିଥିଲେ । ତା’ପରେ ଉତ୍ତେଜନା ପରିସ୍ଥିତି ଶାନ୍ତ ପଡ଼ିଥିଲା । ପୁଲିସ୍ ଉପସ୍ଥିତିରେ ପୁନର୍ବାର ପୂଜା ଚାଲିଥିଲା । ମହିଳାମାନେ ସାବିତ୍ରୀ ବ୍ରତ ପୂଜା କରିଥିଲେ । ସୂଚନାରୁ ପ୍ରକାଶ, ମହୁଲିଆ ଗାଁରେ ଦୁଇ ଗୋଷ୍ଠୀର ମହିଳାଙ୍କ ଭିତରେ ପୂର୍ବରୁ ଶତ୍ରୁତା ଥିଲା । ସେହି ଶତ୍ରୁତା ଆଜି ଉଗ୍ରରୂପ ଧାରଣ କରିଥିଲା । ପୂଜାର୍ଚ୍ଚନା ବାହାନାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version