• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚିକିତ୍ସା ଅଭାବରୁ ଶିଶୁକନ୍ୟା ର ମୃତ୍ୟୁ , ହସ୍ପିଟାଲରେ ତିନି ଘଣ୍ଟା ଧରି ଉତ୍ତେଜନା ଡାକ୍ତର ଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଦାବି

Proprietor Abhimanyu Maharana by Proprietor Abhimanyu Maharana
August 6, 2020
in Uncategorized, ଓଡ଼ିଶା, ହୋମ୍
0
ଚିକିତ୍ସା ଅଭାବରୁ ଶିଶୁକନ୍ୟା ର ମୃତ୍ୟୁ , ହସ୍ପିଟାଲରେ  ତିନି ଘଣ୍ଟା ଧରି ଉତ୍ତେଜନା  ଡାକ୍ତର ଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଦାବି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୬ ଅଗଷ୍ଟ ଗୁରୁବାର) କଳାହାଣ୍ଡି :- ଶିଶୁ ମୃତ୍ୟୁକୁ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଯୋଜନା ଉପରେ ଯୋଜନା । ଗ୍ରାମାଞ୍ଚଳରେ ଠାରୁ ଆରମ୍ଭ କରି ସହରାଞ୍ଚଳରେ ପର୍ଯ୍ୟନ୍ତ ଓ ପ୍ରାଥମିକ ଚିକିତ୍ସାଳୟ ଠାରୁ ଆରମ୍ଭ କରି ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ରହିଛି ଆନୁଷଙ୍ଗିକ ବ୍ୟବସ୍ଥା । ଶିଶୁ ମାନଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ୱାର୍ଡ ରହିଥିବା ବେଳେ ରହିଛି ଉନ୍ନତି ମାନର ସାରାଂଞ୍ଜାମ । ହସ୍ପିଟାଲରେ ଯେପରି କେହି ହଇରାଣ ନ ହୁଅନ୍ତୁ ସେଥିପାଇଁ ହସ୍ପିଟାଲ କୁ ମୋ ସରକାର ରେ ବି ସାମିଲ କରାଯାଇଛି । ହେଲେ ତଳ ସ୍ତର ରେ ବ୍ୟବସ୍ଥା କେମିତି ଚାଲିଛି ଦେଖିବାକୁ କିଏ ନାହିଁ । କଳାହାଣ୍ଡି ଜିଲ୍ଲା ଜୟପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ରୁ ଆସିଛି ସାଙ୍ଘାତିକ ଅଭିଯୋଗ । ଡାକ୍ତର ଙ୍କ ଅବହେଳା ଓ ଚିକିତ୍ସା ଅଭାବରୁ ଏକ ତିନି ବର୍ଷର ଶିଶୁକନ୍ୟା ର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମପଞ୍ଚାୟତ ଛତାବାନ୍ଧୁଗୁଡା ର ଲଙ୍କେଶ୍ୱର ନାଏକ ତାଙ୍କ ତିନି ବର୍ଷର ଝିଅ ପ୍ରଜ୍ଞାଶିନୀ ନାଏକ ଙ୍କ ଝାଡା ଓ ଜର ହେବା ନେଇ ଗତ ରାତି ପ୍ରାୟ ତିନିଟା ରେ ଆଣିଥିଲେ । ସେତେବେଳେ ସ୍ୱାସ୍ଥ୍ୟ କେନ୍ଦ୍ରର ଦାଇତ୍ଵ ରେ ଥିଲେ ଡାକ୍ତର ନିହାର ରଞ୍ଜନ ପରିଡା ।

ସେ ଶିଶୁ କନ୍ୟା କୁ ଚିକିତ୍ସା କରିବା ପରିବର୍ତ୍ତେ କିଛି ମେଡ଼ିସିନ ଦେଇ ଏହାକୁ ଖୁଆଇ ଦିଅ ସକାଳେ ଦେଖିବା ବୋଲି କହି ଶୋଇ ଯାଇଥିଲେ । ପରିବାର ଲୋକେ ବାରମ୍ବାର ଡାକ୍ତର ଙ୍କୁ ଡାକିଥିଲେ ମଧ୍ୟ ସେ ଆସିନଥିଲେ କି କିଛି ଉପଯୁକ୍ତ ଚିକିତ୍ସା କଲେନାହିଁ । ଯାହା ଫଳରେ ଶିଶୁକନ୍ୟା ଚିକିତ୍ସା ଅଭାବରୁ ଅବସ୍ଥା ଗୁରୁତର ହୋଇ ମୃତ୍ୟୁ ହୋଇଥିଲା । ମୃତ୍ୟୁ ପରେ ପରିବାର ଲୋକେ କାନ୍ଦିବା ପରେ ଉକ୍ତ ଡାକ୍ତର ମୃତ ଶିଶୁକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରଣ କରିଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ଏ ନେଇ ପରିବାର ପକ୍ଷରୁ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଥିଲା । ଜୟପାଟଣା ପୋଲିସ ତୁରନ୍ତ ଘଟଣା ସ୍ଥଳକୁ ପହଞ୍ଚି ମୃତକ ପରିବାର ସହ ଆଲୋଚନା କରି ପରିସ୍ଥିତି ଉପରେ ନିୟନ୍ତ୍ରଣ କରିଛି । ଚିକିତ୍ସା ରେ ଅବହେଳା କରି ନିରୀହ ଶିଶୁର ଜୀବନ ନେଇଥିବା ଡାକ୍ତର ପ୍ରତି ପ୍ରଶାସନ କଣ କାର୍ଯ୍ୟାନୁଷ୍ଠାନ ନେବେ ତାହା ଆଗାମୀ ଦିନରେ ଦେଖିବାକୁ ବାକି ରହିଲା । (ରିପୋର୍ଟ – ଛାୟାକାନ୍ତ ନାଏକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version