• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶବର ସମାଜ କଲ୍ୟାଣ ସମିତି ସୁଗାଡ଼ କେନ୍ଦ୍ର ଅନ୍ତର୍ଗତ କାକିଲି ଠାରେ ତୃତୀୟ ତମ କେନ୍ଦ୍ରସ୍ତରୀୟ ବାର୍ଷିକ ଛାତ୍ର ଛାତ୍ରୀ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 15, 2024
in ଓଡ଼ିଶା, ଗଜପତି, ହୋମ୍
0
ଶବର ସମାଜ କଲ୍ୟାଣ ସମିତି ସୁଗାଡ଼ କେନ୍ଦ୍ର ଅନ୍ତର୍ଗତ କାକିଲି ଠାରେ ତୃତୀୟ ତମ କେନ୍ଦ୍ରସ୍ତରୀୟ ବାର୍ଷିକ ଛାତ୍ର ଛାତ୍ରୀ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

୧୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଶବର ସମାଜ କଲ୍ୟାଣ ସମିତି ଶ୍ରୀରାମପୁର ( ଶବରପଲି ) ଗଜପତି ଆନୁକୂଲ୍ୟରେ କାକିଲି ଠାରେ ସୁଗାଡ଼ କେନ୍ଦ୍ର ସ୍ତରୀୟ ତୃତୀୟ ଛାତ୍ର ଛାତ୍ରୀ ସମ୍ମିଳନୀ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି | ଏ ଅବସରରେ ସୁଗାଡ଼ କେନ୍ଦ୍ରର 16 ଖଣ୍ଡ ଗ୍ରାମର ପ୍ରାୟ 300 ରୁ 400 ଆଦିବାସୀ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ | ନୃତ୍ୟ ସଂଗୀତ ବକ୍ତୃତାରେ ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ | ତା 14.06.24 ରିଖରେ ଉଦ୍ଘାଟନୀ ଉତ୍ସବରେ ଶବର ସମାଜ କଲ୍ୟାଣ ସମିତିର କୋଷାଧକ୍ଷ ଶ୍ରୀଯୁକ୍ତ ନବୀନ ରଇତ ମୁଖ୍ୟ ଅତିଥି କଙ୍କଡଗୁଡା କୋଷାଧକ୍ଷ ଶ୍ରୀଯୁକ୍ତ ଜୟରାମ ରଇତ ତୁବୁରୁବ |

ମଣ୍ଡଳ ସଭାପତି ଶ୍ରୀ ପ୍ରକାଶ ବଡରଇତ ମୁଖ୍ୟ ବକ୍ତା ରୂପେ କେନ୍ଦ୍ର ସଭାପତି ଶ୍ରୀ ନରତୁମ୍ଭ ରଇତ ଯୋଗ ଦେଇଥିବା ବେଳେ ତା 15. 06.24 ରିଖ ଉଦଯାପନୀ ସମାରୋହରେ ରାଜ୍ୟ ପୁରସ୍କୃତ ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଗଜପତି ଜିଲ୍ଲା ଶବର ସମାଜ ସେବକ ଶ୍ରୀ ରଣାହାତି ନାୟକ ମୁଖ୍ୟ ବକ୍ତା ରୂପେ ତୁବୁରୁବ ମଣ୍ଡଳୀ ସଭାପତି ଶ୍ରୀ ପ୍ରକାଶ ବଡରଇତ କେନ୍ଦ୍ର ସଭାପତି ଶ୍ରୀ ନରଂତୁମ୍ବ ରଇତ ସନମାନିତ ଅତିଥି ରୂପେ ଯୋଗ ଦେଇଥିଲେ |

ଏହି କାର୍ଯ୍ୟକ୍ରମକୁ ଛାତ୍ର ସଭାପତି ଶ୍ରୀ ସରୋଜ କୁମାର ବଡରଇତ ସମ୍ପାଦକ ଶ୍ରୀ ରଞ୍ଜନ ରଇତ ଓ ଯୁବ ବନ୍ଧୁ ମାନେ ପରିଚାଳନା କରିଥିବା ବେଳେ ସୁଗାଡ଼ କେନ୍ଦ୍ର ଉପଦେଷ୍ଟା ଶ୍ରୀ ନୀଳକଣ୍ଠ ରଇତ ଗୀତା ପାଠ ସହ ମନ୍ତ୍ରଉଚ୍ଚାରଣ କରିଥିଲେ କେନ୍ଦ୍ର ସମ୍ପାଦକ ଶ୍ରୀ ସୁରେଶ କୁମାର ରଇତ ମଞ୍ଚ ପରିଚାଳନା କରିଥିଲେ | କାର୍ଯ୍ୟକ୍ରମ ଶେଷରେ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version