• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଝାଡପଡାରେ ବାଦୀପାଲ

Proprietor Abhimanyu Maharana by Proprietor Abhimanyu Maharana
June 17, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଝାଡପଡାରେ ବାଦୀପାଲ
Share on FacebookShare on TwitterWhatsapp

୧୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦପୁର :-> ପବିତ୍ର ରଜପର୍ବ ଉପଲକ୍ଷେ ପ୍ରତିବର୍ଷ ଭଳି ଚଳିତ ବର୍ଷ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅର୍ନ୍ତଗତ ଝାଡପଡା ଗ୍ରାମରେ ମା ମଙ୍ଗଳା ପାଲା ପରିଷଦ ପକ୍ଷରୁ ପହିଲି ରଜଠାରୁ ୪ଦିନ ଧରି  ମଙ୍ଗଳା ଦେବୀ ପାଲା ପରିଷଦ ଆନୁକୂଲ୍ୟରେ ମଙ୍ଗଳା‌ ଦେବୀଙ୍କ ପୀଠରେ ବାଦୀପାଲା ପରିବେଷଣ କରାଯାଇଛି । ଚଳିତବର୍ଷ ଗାୟିକା -ବାଣୀ ଭାରତୀ – ଶାନ୍ତିଲତା ବେହେରା( ଜାଗିଆପଡା, କଟକ) ଓ ଗାୟିକା -ତରଣୀ ଗୀତାଞ୍ଜଳୀ ସ୍ବାଇଁ (ବେଗୁନିଆ, ଖୋରଧା) ଙ୍କ ମଧ୍ୟରେ ମଞ୍ଚରେ ମହାସମାରୋହରେ ପାଲା ପରିବେଷଣ ହୋଇଅଛି।ଝାଡପଡା, କାଂଚନପୁର, ବୋକାଖାଇ, ମୟୂରଝାଲିଆ, ନମଗାରିଆ, ଖଣ୍ଡିସି,

ବାରଙ୍ଗଗାଡିଆ ଆଦି ବିଭିନ୍ନ ଗ୍ରାମରୁ ବହୁ ମାନ୍ୟଗଣ୍ୟ ପାଲା ପ୍ରେମୀ ବିଞ ବ୍ୟକ୍ତି ମଞ୍ଚ ନିକଟରେ ଉପସ୍ଥିତ ରହି ପାଲା ପରିବେଷଣକୁ ଉପଭୋଗ କରୁଥିଲେ। ଦୁଇ ଗାୟିକା ଓ ଗାୟନ ମଣ୍ଡଳୀ ବାଦୀପାଲା ମଞ୍ଚରେ ବିଭିନ୍ନ କାବ୍ୟ କବିତାରୁ ଛାନ୍ଦ, ଚଉପଦୀ ଚମ୍ପୁ, ଚଉତିଶା ଓ ପୁରାଣ ଚର୍ଚ୍ଚା କରି‌  ଦର୍ଶକଙ୍କ ହୃଦୟ ଜିଣି ନେଇଥିଲେ।ପାଲା ପରିଷଦର ସଭାପତି ପ୍ରଫୁଲ୍ଲ କୁମାର ବଳିୟାରସିଂହ, ସଂପାଦକ ଭାସ୍କର ଚନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ବଟକୃଷ୍ଣ ସେନାପତି, ଉପଦେଷ୍ଟା ଜଗବନ୍ଧୁ ରାଉତ,

ପ୍ରମୋଦ ରାଉତ,ସୁରେଶ ଚନ୍ଦ୍ର ଜେନା,ସଂଜୁଲତା ଜେନା ,ଅଗ୍ରଣୀ ସଦସ୍ୟ ଦୁଃଖୀଶ୍ଯାମ ରାଉତ, ଦଣ୍ଡ ପାଣି ଜେନା,ବିଜୟ ନାୟକ, କାଶୀନାଥ ବଳିୟାରସିଂହ, ତ୍ରିନାଥ ଜେନା, ସର୍ବେଶ୍ଵର ମାଝୀ ଆଦିଙ୍କ ସକ୍ରୀୟ ସହଯୋଗରେ ୪ଦିନର ପାଲା ପରିବେଷଣ ରଜ ପାଳନ ସହ ଆନନ୍ଦ ଉଲ୍ଲାସରେ ଅନୁଷ୍ଠିତ ହୋଇଥିଲା । ଉଦଯାପନ ଦିବସରେ ଦୁଇ  ଗାୟିକା ଓ ଗାୟନ ମଣ୍ଡଳୀଙ୍କୁ ପୁଷ୍ପ ,ଚନ୍ଦନ ,ଉତ୍ତରୀୟ ଓ ମାନପତ୍ର ଦେଇ ପାଲା ପରିଷଦର ସଭାପତି ପ୍ରଫୁଲ୍ଲ କୁମାର ବଳିୟାରସିଂହ ସଂପାଦକ ଭାସ୍କର ଚନ୍ଦ୍ର ପ୍ରଧାନ, ଦୁଇ ଉପଦେଷ୍ଟା ଜଗବନ୍ଧୁ ରାଉତ ଓ ସୁରେଶ ଚନ୍ଦ୍ର ଜେନା ସମ୍ବର୍ଦ୍ଧିତ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version