• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଜଳକ୍ରୀଡ଼ା ପ୍ରତିଯୋଗୀତା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 18, 2024
in ଓଡ଼ିଶା, ପୁରୀ, ହୋମ୍
0
ଜିଲ୍ଲାସ୍ତରୀୟ ଜଳକ୍ରୀଡ଼ା ପ୍ରତିଯୋଗୀତା ଅନୁଷ୍ଠିତ
Share on FacebookShare on TwitterWhatsapp

୧୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ଜିଲ୍ଲା ଆକ୍ଯୁଟିକ ସଂଘ ଓ ପୁରୀ ଜିଲ୍ଲା କ୍ରୀଡ଼ା ବିଭାଗର ମିଳିତ ସହଯୋଗରେ ସ୍ଥାନୀୟ ଶ୍ରୀଜଗନ୍ନାଥ ଷ୍ଟାଡିଅମ ପରିସରରେ ଥିବା ବିଜୁପଟ୍ଟନାୟକ ସ୍ମାରକୀ ସନ୍ତରଣାଗାର ଠାରେ ସପ୍ତମ ପୁରୀ ଜିଲ୍ଲାସ୍ତରୀୟ ଜଳକ୍ରୀଡ଼ା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି | ଏହାକୁ ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ l ଅନ୍ୟତମ ଅତିଥି ଭାବରେ ଜିଲ୍ଲା କ୍ରୀଡ଼ାସଂଘ ତରଫରୁ ରବିଶଙ୍କର ପ୍ରତିହାରୀ ଓ ଭାରତୀୟ ସନ୍ତରଣ ମହାସଂଘର ଯୁଗ୍ମ ସମ୍ପାଦକ ଲଷ୍ମୀଚନ୍ଦ୍ର ମହାକୁଡ଼ ଏବଂ ଓଡ଼ିଶା ରାଜ୍ୟ ସନ୍ତରଣ ସଂଘର ସଦସ୍ୟ ମନୋଜ କୁମାର ବନଛୋର ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ l

ଏଥିରେ ମୋଟ 52 ଜଣ ପ୍ରତିଯୋଗୀ ଭାଗ ନେଇଥିଲେ l ଚାରିଗୋଟି ସନ୍ତରଣ ଷ୍ଟ୍ରୋକ ଉପରେ ମୋଟ 73 ଗୋଟି ଓଡ଼ିଶା ରାଜ୍ୟ ସନ୍ତରଣ ସଂଘର ପନ୍ଦର ଜଣିଆ ସ୍ୱତନ୍ତ୍ର ବୈଷୟିକ ଦଳ ଇଭେଣ୍ଟ ଗୁଡ଼ିକ “ଫିନା ନିୟମ” ମୁତାବକ ପରିଚାଳନା କରିଥିଲେ l ଜିଲ୍ଲା ଆରକ୍ଷୀ ବିଭାଗ, ବେଳାଭୂମି ଲାଇଫ ଗାର୍ଡ ସଂଘ, ସ୍ୱାସ୍ଥ୍ୟ ବିଭାଗ, ଅଗ୍ନିଶମ ବିଭାଗ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ସେବା ଯୋଗାଇଥିଲେ l

ଉକ୍ତ କାର୍ଯ୍ୟକ୍ରମକୁ ସୁମିତ ସାହୁ, ଦୀପଙ୍କର ଦାସ, ରଙ୍କନିଧି ସେଠ ଏବଂ ନାରାୟଣ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ l ପ୍ରତିଯୋଗୀତାକୁ ସଫଳତାର ସହିତ ସମାପନ କରିଥିବାରୁ ଜିଲ୍ଲା ଆକ୍ଯୁଟିକ ସଂଘ ତରଫରୁ ଉପସଭାପତି ଶ୍ରୀକାନ୍ତ ନାୟକ ଏବଂ ଆୟୋଜକ ସମ୍ପାଦକ ପି.ହରି ରାଓ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

August 13, 2026
ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version