• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଜ ଉତ୍ସବରେ ଉତ୍କଳ ବାଳାଶ୍ରମରେ ପହଞ୍ଚିଲେ ଗଜପତି ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
June 18, 2024
in ଓଡ଼ିଶା, ଗଜପତି, ହୋମ୍
0
ରଜ ଉତ୍ସବରେ ଉତ୍କଳ ବାଳାଶ୍ରମରେ ପହଞ୍ଚିଲେ ଗଜପତି ଜିଲ୍ଲାପାଳ
Share on FacebookShare on TwitterWhatsapp

୧୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଉତ୍କଳ ବାଳାଶ୍ରମ, ଶାଖା-ଗଜପତିରେ ଅଚାନକ ପହଞ୍ଚିବା ସହ ରଜ ଉତ୍ସବରେ ଚାଲିଥିବା ଶିଶୁ କନ୍ୟାଙ୍କ ବିଭିନ୍ନ କାର୍ଯ୍ୟକ୍ର କୁ ବୁଲି ଦେଖିଥିଲେ । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ପ୍ରଧାନ ରଜ ପର୍ବକୁ ଓଡିଆ ମାନଙ୍କର ଏହା ଏକ ଗଣପର୍ବ ବୋଲି ଅଭିହିତ କରିବା ସହ ଓଡ଼ିଶାର ବିଭିନ୍ନ ପର୍ବପର୍ବାଣି ଓଡ଼ିଶାବାସୀଙ୍କୁ ଏକଜୁଟ୍ କରିବାରେ ସହାୟକ ହୁଏ ବୋଲି କହି ଉପସ୍ଥିତ ଶିଶୁମାନଙ୍କୁ ଉତ୍ସାହିତ କରିଥିଲେ । ପୁଣି ଓଡ଼ିଆ ଭାଷା ଏବଂ ଓଡ଼ିଆ ସଂସ୍କୃତି ଉପରେ ଶିଶୁ ମାନଙ୍କର କିପରି ଆଗ୍ରହ ଆଗକୁ ବଢିବ ତାହା ଉପରେ ଗୁରୁତ୍ବ ଦେବା ଲାଗି ସମସ୍ତ କର୍ମଚାରିଙ୍କୁ ପରାମର୍ଶ ଦେଇଥିଲେ । ଏହି ସମୟରେ ଶିଶୁ ମାନେ ସମ୍ବଲପୁରି ନାଚ ପରିବେଷଣ କରିବା ସହ ଦୋଳିର ମଜା ନେବାର ଦେଖାଯାଇଥିଲା ।

ଅନୁଷ୍ଠାନ ତରଫରୁ ବିଭିନ୍ନ ଓଡିଆ ପିଠାପଣା ଯଥା- ପୋଡ଼ପିଠା ଏବଂ କାକରା ପିଠା ଶିଶୁମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଥିଲା । ଏହି ସମୟରେ ଅନୁଷ୍ଠାନରେ 72 ଜଣ ମାତୃପିତୃହୀନ ଶିଶୁ ଉପସ୍ଥିତ ଥିଲେ।ଜିଲ୍ଲାପାଳ ଶ୍ରୀ ପ୍ରଧାନ ପ୍ରତ୍ୟେକ ଶିଶୁ ସଜାଇ ହେବା ପାଇଁ ବିଭିନ୍ନ ପ୍ରକାର କସ୍ମେଟିକ୍ ଜିନିଷ ଯଥା ଅଳତା, ନେଲ୍ ପଲିସ୍, ଟିକିଲି, କଜଳ ଏବଂ ଲିପିଷ୍ଟିକ୍ ପ୍ରତ୍ୟେକ ଶିଶୁଙ୍କୁ ବଣ୍ଟନ କରିବା ସହ ନେଇଥିବା ମିଷ୍ଠାନକୁ ମଧ୍ୟ ବଣ୍ଟନ କରିଥିଲେ । ଏହି ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଅନୁଷ୍ଠାନର ସମ୍ପାଦକ ଯଥା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣି ଶ୍ରୀମତି ମନୋରମା ଦେବୀ, ଶିଶୁ ମଙ୍ଗଳ ସମିତିର ସଭ୍ୟା ଶ୍ରୀମତି ମମତା ଶତପଥି, ୱାନ୍ ଷ୍ଟପ୍ ସେଣ୍ଟର ଅଧ୍ୟକ୍ଷ ଶ୍ରୀମତି ସୁନିତା ରଥ ଏବଂ ସୁରକ୍ଷା ଅଧିକାରୀ (ଅଣଆନୁଷ୍ଠାନିକ) ଶ୍ରୀମତି ଶ୍ରୀଦେବି ରଇତ ପ୍ରମୁଖ ଉପସ୍ଥିତ ଥିଲେ ।

ଏହା ସହ ଜିଲ୍ଲାପାଳ ଆଜି ମଧ୍ୟ ଶ୍ରୀ ଜଗନ୍ନାଥ ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ, ଆର୍. ସିତାପୁର କୁ ଅଚାନକ ବୁଲିଯିବା ସହ ଅନୁଷ୍ଠାନକୁ ଆବଶ୍ୟକ ହେବାକୁ ଥିବା ବିଭିନ୍ନ ପ୍ରକାର ଭିତ୍ତିଭୂମି ଉପରେ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ନିକଟରେ ଭଲ ମାର୍କ ରଖି ପାସ୍ କରିଥିବା ଦଶମ ଶ୍ରେଣୀର ଶିଶୁମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପିଲାମାନେ କିପରି ପ୍ରତିଦିନ ଯୋଗ କ୍ଲାସ୍ କରିବେ, ଶାରିରୀକ ବୃଦ୍ଧି ପାଇଁ ଯଥେଷ୍ଠ ଖେଳକୁଦର କିପରି ସୁବିଧା କରାଯିବ ଏବଂ ଆଧ୍ୟାତ୍ମିକ ଦିଗରେ ପିଲାମାନେ କିପରି ଧ୍ୟାନ ଦେବେ ତାହାରି ଉପରେ ଉପସ୍ଥିତ ଥିବା ସମସ୍ତ ସରକାରୀ କର୍ମଚାରି ଏବଂ ଅନୁଷ୍ଠାନର କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ । ଏହି ସମୟରେ ଅନୁଷ୍ଠାନର ସଭାପତି ଶ୍ରୀ ହରିମୋହନ ପଟ୍ଟନାୟକ, ସଭ୍ୟ ଶ୍ରୀ ଅନାଦି ପାଣିଗ୍ରାହୀ ଓ କୋଷାଧ୍ୟକ୍ଷ ଶ୍ରୀ ଦାମୋଦର ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version