• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶଳାକୁ ଗୁଳି କରି ହତ୍ୟା ଘଟଣା ଅଭିଯୁକ୍ତ ଭିଣୋଇ କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
June 19, 2024
in ଓଡ଼ିଶା, ଗଜପତି, ହୋମ୍
0
ଶଳାକୁ ଗୁଳି କରି ହତ୍ୟା ଘଟଣା ଅଭିଯୁକ୍ତ ଭିଣୋଇ କୋର୍ଟ ଚାଲାଣ
Share on FacebookShare on TwitterWhatsapp

୧୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଆର,ଉଦୟଗିରି  :->  ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ ଶଳାକୁ ଗୁଳି କରି ହତ୍ୟା ଘଟଣାରେ ଅଭିଯୁକ୍ତ ଭିଣୋଇ ଉଦୟ ନାୟକ କୁ କୋର୍ଟ ଚାଲାଣ କରିଛି ପୋଲିସ l ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ହୋଇଥିବା ସ୍ପଷ୍ଟ କରିଛନ୍ତି ଆର.ଉଦୟଗିରି ଏସଡିପିଓ ଅଶ୍ୱିନୀ ନାୟକ l ସୋମବାର ମୋହନା ଥାନାରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀ ରେ ଏସଡିପିଓ ସୂଚନା ଦେଇଛନ୍ତି ଯେ ଗତ 2019 ରେ ମୃତ କୈଳାଶଙ୍କ ନାବାଳିକା ଝିଅ କୁ ଉଦୟଙ୍କ ଭାଇ ଦୁଃଶାସନ ନାୟକ ଅପହରଣ କରି ନେଇଥିଲା l ଏହାପରେ ସେତେବେଳେ ରାଗରେ କୈଳାଶଙ୍କ ପୁଅ ଟିକେଶ୍ୱର ଉଭୟ ଦୁଃଶାସନ ଓ ତାଙ୍କ ନାବାଳିକା ଭଉଣୀ କୁ ହlତଗୋଡ଼ ବାନ୍ଧି ଗାଳି ଗୁଲଜ କରିଥିଲେ l ସେହି ସମୟରେ ଉଦୟ ଆସି ଦୁଃଶାସନ ଓ ନାବାଳିକା ଝିଅକୁ ବନ୍ଧା ଯାଇଥିବା ରଶି ଖୋଲିଦେଇଥିଲେ l

ଏହା ପରଠାରୁ କୈଳାଶ, ଟିକେଶ୍ୱର ଙ୍କ ସହ ଉଦୟଙ୍କ ମଧ୍ୟରେ ଶତ୍ରୁତା ଲାଗି ରହିଥିଲା l ଅନେକ ସମୟରେ ଦୁଇ ପରିବାର ମଧ୍ୟରେ ଝଗଡା ଲାଗି ରହିଥିଲା l କୈଳାଶ କୁ ହତ୍ୟା କରିବାକୁ ସୁଯୋଗ ଖୋଜୁଥିଲା ଉଦୟ l ଶନିବାର ଅପରାହ୍ନରେ କୈଳାଶ ନାୟକ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ l ଏହି ସୁଯୋଗ ରେ ଉଦୟ ନିଜ ଦେଶି ବନ୍ଧୁକ ନେଇ କୈଳାଶ କୁ 2 ରାଉଣ୍ଡ ଗୁଳି ଚଳାଇଥିଲା l ଫଳରେ ଘଟଣା ସ୍ଥଳରେ ହିଁ ଟଳି ପଡ଼ିଥିଲେ କୈଳାଶ l ତେବେ ବହୁ ସମୟ ଧରି କୈଳାଶ ଘରକୁ ନଆସିବାରୁ ପରିବାର ଲୋକେ ପୋଲିସ କୁ ଖବର ଦେଇଥିଲେ l ଅଭିଯୁକ୍ତ ଉଦୟ କୁ ସୋମବାର କୋର୍ଟ ଚାଲାଣ କରାଯାଇଛି l ତେବେ ଉଭୟଙ୍କ ଘରେ ସର୍ଚ୍ଚ ପରେ ମୃତ କୈଳାଶ ଙ୍କ ଘରୁ ଗୋଟିଏ ଦେଶି ବନ୍ଧୁକ ଓ ଅଭିଯୁକ୍ତ ଉଦୟ ଠାରୁ ଗୋଟିଏ ଦେଶି ବନ୍ଧୁକ ଜବତ କରିଛି ପୋଲିସ l ସାମ୍ବାଦିକ ସମିଳନୀ ରେ ମୋହନା ଥାନା ଅଧିକାରୀ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version