• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନିରଥ ଛନ୍ଦାଗୟଳ ମୋଡା ଶେଷ

Proprietor Abhimanyu Maharana by Proprietor Abhimanyu Maharana
June 19, 2024
in ଓଡ଼ିଶା, ପୁରୀ, ହୋମ୍
0
ତିନିରଥ ଛନ୍ଦାଗୟଳ ମୋଡା ଶେଷ
Share on FacebookShare on TwitterWhatsapp

୧୯ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->ଆଜି ସକାଳ ଘ.୮.୦୦ ଟିକା ସମୟରେ ତିନି ରଥର ନିର୍ମାଣକାରୀ ସେବକ ମାନେ ରଥ ଖଳାଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ନିର୍ଦ୍ଦେଶ ପ୍ରକାରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

ରଥ ନିର୍ମାଣ ଅଗ୍ରଗତି

(ଗତକାଲି ତିନି ରଥର ପ୍ରଥମ ଭୂଇଁ ପ୍ରେମ ନିର୍ମାଣ ଶେଷ ହେବାସହ ତିନି ରଥର ଉଭୟ ପାର୍ଶ୍ୱରେ ଗୋଟିଏ ଗୋଟିଏ ଛନ୍ଦା ଗୟଳ ମୋଡ଼ାଯାଇ କଣ୍ଟା ବସିବା ପାଇଁ ଦଉଡିରେ ବାନ୍ଧେଣୀ ପିଡିଥିଲା…)

ତିନିରଥ ଛନ୍ଦାଗୟଳ ମୋଡା ଶେଷ

ତିନି ରଥର ମୋଟ ୩୨ ଗୋଟି ଗୟଳ ମଧ୍ୟରୁ ୧୬ ଗୋଟି ପୋଲ ଗୟଳ ତିନି ରଥ ରେ ମୋଡା ଶେଷ ହୋଇଥିଲା, ବାକି ୧୬ ଗୋଟି ଛନ୍ଦା ଗୟଳ ମଧ୍ୟରୁ ତିନି ରଥ ଉଭୟ ପାର୍ଶ୍ବରେ ଗୋଟିଏ ଗୋଟିଏ ଛନ୍ଦା ଗୟଳ ମୋଡାଜାଇ କଣ୍ଟା ବସିବା ପାଇଁ ଦଉଡିରେ ବାନ୍ଧେଣି ପଡ଼ିଥିଲା ।

ଆଜି ବାକି ୧୦ ଗୋଟି ଛନ୍ଦା ଗୟଳ ରୁ ତାଳଧ୍ଵଜ ରଥର ୪ଗୋଟି,ନନ୍ଦି ଘୋଷ ରଥର ୪ ଗୋଟି ଏବଂ ଦର୍ପ ଦଳନ ରଥ ର ୨ ଗୋଟି ଛନ୍ଦା ଗୟଳ ରଥ ଉଭୟ ପାର୍ଶ୍ଵରେ ମୋଡା ଶେଷ ହୋଇ ବାନ୍ଧେଣି ପଡ଼ି ଅଛି,ଏହା ଦୁଇପାର୍ଶ୍ଵ ନିରାଡିରେ ସଂଯୋଗ ହୋଇ ଗୟଳ ଏବଂ ନୀରାଡ଼ିରେ ଖୋଦେଇ କାପ ଶେଷ ହୋଇ କଣ୍ଟା ପଡିବା ବାକି ଅଛି ।

ଆସନ୍ତାକାଲି ତିନି ରଥ ର ୪୪ ଗୋଟି ଯୋକା ଫିଟିଙ୍ଗ କରାଯିବ

ଆଜି ର ନିର୍ମାଣ କାର୍ଯ୍ୟ ଶେଷ ହେବା ପୂର୍ବରୁ ଭୋଇ ସେବକ ମାନେ ତିନି ରଥ ର ନିର୍ମାଣ ଶେଷ ହୋଇଥିବା ଯୋକା ଗୁଡ଼ିକୁ ନେଇ ତିନି ରଥରେ ଡେରିଛନ୍ତି, ଆସନ୍ତା କାଲି ତିନି ରଥରେ ଯୋକା ଗୁଡ଼ିକ ଫିଟିଙ୍ଗ କରାଯିବ ବୋଲି ସୂଚନା ମିଳିଛି ।

*ଏଥି ସହ ତିନି ରଥର ୫ଟି ଲେଖାଏଁ ଜଗତ ପୃଷ୍ଠ ସେଣି ରୁ ତିନି ରଥର ତିନିଟି ଲେଖାଏଁ ଜଗତପୃଷ୍ଠ ଶେଣୀ ର ଚଉପଟ କାର୍ଯ୍ୟ ଶେଷ ହୋଇଛି, ଏହି ଜଗତପୃଷ୍ଠ ସେଣିି ତିନିରଥ ଶ୍ରୀବିଗ୍ରହ ମାନଙ୍କ ସିଂହାସନ ବେଦୀ ନିର୍ମାଣ ପାଇଁ ଲାଗିଥାଏ

*ରୂପକାର ସେବକ ମାନେ ତିନି ରଥ ଦ୍ଵାର ବେଢ଼ାରେ ଲାଗିବା ପାଇଁ ନାଟ ଗୋଡରେ ରାହୁ ରୂପ ଖୋଦେଇ ଜାରୀ ରଖିଛନ୍ତି।

*ଦୋଳବେଦୀ ଅସ୍ଥାୟୀ କମାର ଶାଳ ରେ ଓଝା ସେବକ ମାନେ ପୋଟଳ ପାଇଁ ଗୋଡି ଛାଲ କଣ୍ଟା ଏବଂ ଅଗ ଭୂଇଁ ପାଇଁ ବୀଡ଼ିଆ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି

ତା୧୯.୬.୨୦୨୪,ବୁଧବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ୪୦ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୭ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ(ପାଣିବାଲା) ୧ ମୋଟ – ୨୦୧ ଜଣ

( Dt.19.06.2024 ,HUNDI COLLECTION CASH : ₹6,75,920/- , Gold Ornaments :- 21 gm 500 mg , Silver Ornaments :- 22 gm 000 mg)

(ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version