• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡି ବୈଠକ : ପ୍ରଥମଥର ପାଇଁ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ନିର୍ବାଚିତ

Proprietor Abhimanyu Maharana by Proprietor Abhimanyu Maharana
June 20, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେଡି ବୈଠକ  : ପ୍ରଥମଥର ପାଇଁ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ନିର୍ବାଚିତ
Share on FacebookShare on TwitterWhatsapp

– ପ୍ରସନ୍ନ ଆଚାର୍ଯ୍ୟ ହେଲେ ବିରୋଧୀ ଦଳ ଉପନେତା

– ପ୍ରମିଳା ମଲ୍ଲିକ ବିରୋଧୀ ଦଳ ମୁଖ୍ୟ ସଚେତକ

– ପ୍ରତାପ ଦେବ ବିରୋଧୀ ଦଳ ଉପମୁଖ୍ୟ ସଚେତକ

– ବିଜେଡି ବିଧାୟକ ଦଳ ବୈଠକରେ ନିଆଗଲା ନିଷ୍ପତ୍ତି

୧୯ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିଧାନସଭାର ରୁଲସ୍ ଅଫ ପ୍ରୋସିଜିଓରରେ ବିରୋଧୀ ଦଳର ‘ଉପନେତା’ କିମ୍ବା ‘ଉପମୁଖ୍ୟ ସଚେତକ’ ଭଳି ପଦବୀ ନଥିଲେ ମଧ୍ୟ ବିଜେଡି ଆଜି ଏହି ଅଣସାମ୍ବିଧାନିକ ପଦବୀରେ ଦଳର ଦୁଇଜଣ ନେତାଙ୍କୁ ରଖିଛି । ଆଜି ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିଧାୟକ ଦଳ ନେତା ଭାବେ ମନୋନୀତ କରାଯାଇଛି ।

ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଧାୟକ ଦଳ ଉପନେତା, ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଓ ପ୍ରତାପ କେଶରୀ ଦେବଙ୍କୁ ବିରୋଧୀ ଦଳ ଉପମୁଖ୍ୟ ସଚେତକ ଭାବେ ଚୟନ କରାଯାଇଛି । ବିଧାନସଭାରେ ବିରୋଧୀ ଦଳ ଉପନେତା କି ଉପମୁଖ୍ୟ ସଚେତକ ଭଳି କୌଣସି ବୈଧ ପଦବୀ ନାହିଁ ।

ବାଚସ୍ପତି ଗୃହ କାର୍ଯ୍ୟସମ୍ପାଦନ କଲାବେଳେ ସମ୍ପୃକ୍ତ ପଦବୀକୁ ସମ୍ବୋଧନ ମଧ୍ୟ କରିପାରିବେ ନାହିଁ । ବିରୋଧୀ ଦଳ ଚାହିଁଲେ ମନଇଚ୍ଛା ଅନେକ ପଦ ସୃଷ୍ଟି କରିପାରିବ, କିନ୍ତୁ ସେମାନଙ୍କର ସବୁ ପଦବୀ ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଗ୍ରହଣୀୟ ହୋଇନଥାଏ । ବାଚସ୍ପତି ଗୃହରେ ସେମାନଙ୍କୁ ଅନ୍ୟ ସାଧାରଣ ବିଧାୟକଙ୍କ ଭଳି ସମ୍ବୋଧନ କରିଥାନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version