• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବିଧାୟିକା ସୁରମା ପାଢ଼ୀ ସପ୍ତଦଶ ବିଧାନସଭାର ବାଚସ୍ପତି ହୋଇଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
June 21, 2024
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ରଣପୁର ବିଧାୟିକା ସୁରମା ପାଢ଼ୀ ସପ୍ତଦଶ ବିଧାନସଭାର ବାଚସ୍ପତି ହୋଇଛନ୍ତି
Share on FacebookShare on TwitterWhatsapp

୨୦ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ପୂର୍ବତନ ମନ୍ତ୍ରୀ ତଥା ବିଜେପିର ରଣପୁର ବିଧାୟିକା ସୁରମା ପାଢ଼ୀ ସପ୍ତଦଶ ବିଧାନସଭାର ବାଚସ୍ପତି ହୋଇଛନ୍ତି । ବାଚସ୍ପତି ପଦ ଲାଗି ଗତକାଲି ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ମାତ୍ର ଅନ୍ୟ କୌଣସି ସଦସ୍ୟ ନାମାଙ୍କନ ଦାଖଲ କରି ନ ଥିବାରୁ ସେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ନେଇ ଏକ ପ୍ରସ୍ତାବ ଆଗତ କରିଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ସମର୍ଥନ କରିଥିଲେ । ପ୍ରସ୍ତାବଟି ଗୃହରେ ସର୍ବସମ୍ମତିକ୍ରମେ ପାରିତ ହୋଇଥିଲା । ଏହାପରେ କାମଚଳା ବାଚସ୍ପତ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶ୍ରୀମତୀ ସୁରମା ପାଢ଼ୀଙ୍କୁ ବିଧାନସଭାର ବାଚସ୍ପତି ଭାବେ ଘୋଷଣା କରିଥିଲେ ।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ା, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ଉପମୁଖ୍ୟ ସଚେତକ ପ୍ରତାପ ଦେବ, କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ନୂଆ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କୁ ଅଭିନନ୍ଦନ ଜଣାଇ ତାଙ୍କ ଆସନ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ । କାମଚଳା ବାଚସ୍ପତି ଶ୍ରୀ ସ୍ୱାଇଁ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରି ଆସନ ଛାଡ଼ିଥିଲେ । ପରେ ନୂଆ ବାଚସ୍ପତିଙ୍କୁ ଉଭୟ ଶାସକ ଓ ବିରୋଧୀ ଦଳ ପକ୍ଷରୁ ସ୍ୱାଗତ ଜଣାଯାଇଥିଲା । ବାଚସ୍ପତି ଦାୟିତ୍ୱ ପାଇଲା ପରେ ଶ୍ରୀମତୀ ପାଢ଼ୀ ଅତ୍ୟନ୍ତ ଭାବବିହ୍ୱଳ ହୋଇପଡ଼ିଥିଲେ ।ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଗୃହର ଗାରିମା ଓ ପଦମର୍ଯ୍ୟାଦା ରକ୍ଷା ପାଇଁ ସହଯୋଗ କାମନା କରିଥିଲେ । ସୂଚନାଥାଉକି, ବିଜେପିର ବରିଷ୍ଠ ନେତ୍ରୀ ହେଉଛନ୍ତି ସୁରମା ପାଢ଼ୀ । ୧୯୯୮ ମସିହାରେ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାନେତ୍ରୀ ଭାବେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଦୁଇ ବର୍ଷ ପାଇଁ ବିଜେପିର ଜାତୀୟ ମହିଳା ମୋର୍ଚ୍ଚାର ସଭାନେତ୍ରୀ ଥିଲେ । ରଣପୁର ବିଧାନସଭା ଆସନରୁ ୨୦୦୪ ମସିହାରେ ପ୍ରଥମ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଜେପି-ବିଜେଡି ମେଣ୍ଟ ସରକାରରେ ସେ ମନ୍ତ୍ରୀ ହୋଇଥିଲେ । ତାଙ୍କୁ ସମବାୟ ବିଭାଗ ମିଳିଥିଲା । ଦୀର୍ଘ ୧୪ ବର୍ଷ ପରେ ରଣପୁର ଆସନରୁ ସେ ପୁଣି ବିଧାନସଭାକୁ ଆସିଛନ୍ତି ।ଶ୍ରୀମତୀ ସୁରମା ପାଢୀ ମାନ୍ୟବର ବାଚସ୍ପତି ଓଡ଼ିଶା , ରଣପୁର ବାସି ଙ୍କ ତରଫରୁ ହାର୍ଦ୍ଧିକ ଅଭିନନ୍ଦନ, ରଣପୁର ବାସି ଆପଣଙ୍କ ପାଇଁ ଗର୍ବିତ, ଆପଣଙ୍କ ନାମ ଇତିହାସରେ ସବୁଦିନ ପାଇଁ ଲିପିବଦ୍ଧ ହୋଇ ରହିବ, ରାଣୀ ବସନ୍ତ ମଞ୍ଜରୀ ଙ୍କ ପରେ ରଣପୁର ର ନାମ ଆପଣ ଉଚ୍ଚା କରିଛନ୍ତି, ପ୍ରଭୁ ଶ୍ରୀ ଜଗନ୍ନାଥ, ମା ମଣିନାଗ ଠାକୁରାଣୀ ଓ ପ୍ରଭୂ ଲଡୁ ବାବା ଙ୍କ ଆର୍ଶୀବାଦ ଆପଣ ଉପରେ ସଦା ସର୍ବଦା ରହୁ, ଓଡ଼ିଶା ସହ ରଣପୁର ର ବିକାଶ ହେଉ ଏହାହିଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version