No Result
View All Result
୨୦ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀ ର ବିଧାୟକ ଦାଶରଥି ଗମାଙ୍ଗ ଦ୍ୱିତୀୟ ଥର ନିମନ୍ତେ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ଆଜି ବିଧାନସଭା ଯାଇ ଅସ୍ଥାୟୀ ବାଚସ୍ପତି ଶ୍ରୀଯୁକ୍ତ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୋହନା ବିଧାୟକ ଦାଶରଥି ଗମାଙ୍ଗ ଙ୍କୁ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି ବିଧାୟକ ଭାବେ ।
No Result
View All Result