• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କନ୍ଧମାଳ ର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର, : ଜନସାଧାରଣ ଭୟଭୀତ

Proprietor Abhimanyu Maharana by Proprietor Abhimanyu Maharana
June 22, 2024
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳ ର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର, : ଜନସାଧାରଣ ଭୟଭୀତ
Share on FacebookShare on TwitterWhatsapp

୨୨ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :->  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସୁମେରବନ୍ଧ ଏବଂ ଗୋଛାପଡା ଥାନା ଅଧୀନ କ୍ରାଣ୍ଡିବାଲି, ପକାରୀ ସହ ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ପଡ଼ିଥିବା ଦେଖିବାକୁ ମିଳିଛି। କିଛି ଦିନର ନୀରବତା ପରେ ମାଓବାଦୀ ସଂଗଠନ ଏହି ଅଞ୍ଚଳରେ ପୁଣି ଥରେ ପୋଷ୍ଟର ମାରି ନିଜର ସ୍ଥିତି ଜାହିର କରିଛନ୍ତି। ଏହି ପୋଷ୍ଟର ପଡିବା ପରେ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ଗତ ଫେବୃଆରୀ ୫ ତାରିଖ ଦିନ ଗୋଛାପଡା ଥାନା କଙ୍ଗେରିକିଆ ଗାଁରେ ପୋଲିସ ଗୁଳିରେ ମୃତ୍ୟୁବରଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଦଶରୁକୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

ଗତ ଫେବୃଆରୀ ୩ ତାରିଖ ଦିନ ମାଓବାଦୀ ଦଶରୁ ଏକ ଟିମ ସହ କଙ୍ଗେରିକିଆ ଗାଁକୁ ଆସିଥିବା ବେଳେ ଆଗରୁ ପ୍ରସ୍ତୁତ ଥିବା ପୁଲିସ ତା’କୁ ଜୀବନ୍ତ ଧରିଥିଲା ଓ ଫେବୃୟାରୀ ୫ ତାରିଖରେ ପୁଲିସ ତା’କୁ ହତ୍ୟା କରିଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଦଶରୁର ମାଓବାଦୀ ସଂଗଠନ ପ୍ରତି ଅବଦାନ ବ୍ୟର୍ଥ ଯିବନାହିଁ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି। ପୋଷ୍ଟର ପଡିବା ପରେ ଏହି ଅଞ୍ଚଳ ଗୁଡ଼ିକରେ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅଞ୍ଚଳବାସୀଙ୍କୁ ଭୟଭୀତ ନ ହେବା ପାଇଁ ଫିରିଙ୍ଗିଆ ଓ ଗୋଛାପଡା ପୁଲିସ ପକ୍ଷରୁ ନିବେଦନ କରାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version